Home Posts tagged India's Aditya-L1 solar mission
Odisha News
ଶ୍ରୀହରିକୋଟା,୨/୯ : ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ। ଏହି ସଫଳତା ସହ ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଇସ୍ରୋ। ଶ୍ରୀହରିକୋଟା ସତୀଶ ଧାବନ ଲଞ୍ଚ୍ ପ୍ୟାଡରୁ ସଫଳତା ପୂର୍ବକ ଉତକ୍ଷେପଣ ହୋଇଛି ଆଦିତ୍ୟ-ଏଲୱାନ୍। ରକେଟ ପିଏସଏଲଭି-ସି୫୭ ମାଧ୍ୟମରେ ମହାକାଶକୁ ଯାଇଛି ଏହି ମହାକାଶଯାନ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଆଜି ପୂର୍ବାହ୍ନ ୧୧ଟା ୫୦ ମିନିଟରେ ଆଦିତ୍ୟ-ଏଲୱାନ୍ ଉତକ୍ଷେପଣ କରାଯାଇଛି।ଏହି ମିଶନ୍ ମାଧ୍ୟମରେ ଅନେକ ଲକ୍ଷ୍ୟ Continue Reading
Seo wordpress plugin by www.seowizard.org.