Home Posts tagged international yoga day
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବିଏନ:(ବୃନ୍ଦାବନ) ପ୍ୟାଲେସ ପରିସରରେ ଥିବା ରଙ୍ଗମଞ୍ଚ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ସଂସ୍କୃତିର ମହାପର୍ବ ଏହି ଯୋଗାଭ୍ୟାସ ସମାରୋହ ସଭାରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଙ୍କ ସଭାପତିତ୍ବରେ ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋଟବୌଦ୍ଧ, ୨୧/୬: : ସ୍ଥାନୀୟ ପ୍ରଜାପିତା ବ୍ରହ୍ମକ୍ଷକୁମାରୀ ଈଶ୍ବରୀୟ ବିଶ୍ୱ ବିଦ୍ୟାଳୟ ତରଫରୁ ଜୁନ ୨୧ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମ ରେ କେନ୍ଦ୍ର ସଂଚାଳିକା ବି କେ ମାମିନା ଭଉଣୀ ସ୍ବ ଓ଼ ସମାଜ ପାଇଁ ରାଜଯୋଗ ର ମହତ୍ୱ ନେଇ କହିଲେ ଆତ୍ମ ଓ଼ ପରମାତ୍ମା ମିଳନ ହିଁ ଶ୍ରେଷ୍ଠ ମିଳନ, ଏହି ମିଳନ ଅଥବା ଯୋଗ ଦ୍ୱାରା ମନରେ ଉପୁଜୁଥିବା ଚିନ୍ତା, ବିକଳ୍ପ ପ୍ରଭୁତି ନକାରାତ୍ମକ […]Continue Reading
Odisha News
ଭୁବନେଶ୍ବର, ୨୧/୬: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ […]Continue Reading
Odisha News
ଭୁବନେଶ୍ବର,୨୧/୬: ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ବିଶ୍ବର ୧୮୦ ଦେଶରେ ବୁଧବାର ଏହି ଦିବସ ପାଳନ କରାଯାଉଛି। ଚଳିତବର୍ଷ ଯୋଗଦିବସର ବିଷୟ ରହିଛି ବସୁଧୈବ କୁଟୁମ୍ବକମ। ୨୦୧୪ ମସିହାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ଏହି ଦିବସ ସାରା ଦେଶର ବିଭିନ୍ନ ସ୍ଥାନରେ ପାଳିତ ହୋଇ ଆସୁଛି।ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତରେ ଥିବାବେଳେ ସେଠାରୁ ଯୋଗ ମନ୍ତ୍ର ଦେଇଛନ୍ତି। ଯୋଗ ଏକ ବୈଷୟିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଦ୍ବାରା Continue Reading
Odisha News
ନୂଆଦିଲ୍ଲୀ, ୨୧/୬: ‘ଯୋଗ ଆଜି ବିଶ୍ୱର ସ୍ୱାସ୍ଥ୍ୟକୁ ନୂଆ ବାଟ ଦେଖାଇଛି। ପୂର୍ବରୁ ଯାହା ଘର ଭିତରେ ସୀମିତ ଥିଲା, ଆଜି ତାହା ସାରା ବିଶ୍ୱରେ ପହଞ୍ଚିଛି। ଯୋଗ କୌଣସି ବ୍ୟକ୍ତି ପାଇଁ ନୁହେଁ, ସମଗ୍ର ମାନବ ଜାତି ପାଇଁ ଉଦ୍ଦିଷ୍ଟ ।ଯୋଗ ଜୀବନର ଏକ ଅଂଶ ନୁହେଁ, ଏହା ଜୀବନଶୈଳୀ । ଯୋଗ କୋଟି କୋଟି ଲୋକଙ୍କ ମନରେ ଶାନ୍ତି ଆଣି ଦେଉଛି। ଏହା ଆମ ସମସ୍ତଙ୍କ ଭିତରେ ସଚେତନତା ସୃଷ୍ଟି କରୁଛି। ଯୋଗ ଦ୍ୱାରା […]Continue Reading
Top Stories
By Our Correspondent  Bhubaneswar : IIT Bhubaneswar conducted a 3-Hours Yogathon as countdown event to the International Day of Yoga on May 21..In pursuance to the order of Department of Higher Education , various activities are being planned in the institute for the International Yoga day. The Yogathon is a part of the various activities […]Continue Reading
Seo wordpress plugin by www.seowizard.org.