ଭୁବନେଶ୍ୱର, ୧୩/୬ : କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ‘ଆପଏଣ୍ଟମେଣ୍ଟସ୍ କମିଟି ଅଫ୍ ଦ କ୍ୟାବିନେଟ୍’ (ଏସିସି) ଦେଶର ୩୩ ଜଣ ବରିଷ୍ଠ ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀଙ୍କୁ ଡାଇରେକ୍ଟର ଜେନେରାଲ୍ (ଡିଜି) ଓ ଡିଜି ସମକକ୍ଷ ପଦବୀ ପାଇଁ ଏମ୍ପାନେଲ୍ କରିଛନ୍ତି। ଏଥିରେ ଓଡ଼ିଶା କ୍ୟାଡରର ଦୁଇ ଜଣ ବରିଷ୍ଠ ଅଧିକାରୀ ସ୍ଥାନ ପାଇଛନ୍ତି।ଏମ୍ପାନେଲ୍ ହୋଇଥିବା ଓଡ଼ିଶା କ୍ୟାଡର ଅଧିକାରୀ ହେଲେ ୧୯୯୦ ବ୍ୟାଚ୍ର ଡ. ସୁଧାଂଶୁ ଷଡ଼ଙ୍ଗୀ ଏବଂ Continue Reading




