କୋରାପୁଟ, ୫/୮: କୋରାପୁଟ ବୈପାରୀଗୁଡାରେ ବିଲୁଆ ଆତଙ୍କ । ଗାଁ ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ବିଲୁଆ । ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ବିଲୁଆ ଭୟରେ ଲୋକେ ଘରୁ ଗୋଡ଼ କାଢ଼ିବାକୁ ଭୟ କରୁଛନ୍ତି ।ସ୍କୁଲ ଯିବାକୁ ଡରୁଛନ୍ତି ଛାତ୍ରଛାତ୍ରୀ । ପ୍ରବଳ ବର୍ଷା ଯୋଗୁଁ ବିଲୁଆ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହୋଇଥିବା ଆଶଙ୍କା କରାଯାଉଛି । ଲୋକଙ୍କ ସୁରକ୍ଷା ପାଇଁ ବନ ବିଭାଗ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହୋଇଛି […]Continue Reading




