
କଟକ,୧୮/୨: ଆଜି ହେଉଛି ଦେବ ଦେବ ମହାଦେବଙ୍କ ଜାଗରଯାତ୍ରା। ଏଥିପାଇଁ ବଡି ଭୋରରୁ ଶୈବପୀଠ ମାନଙ୍କରେ ଲାଗିଛି ଶ୍ରଦ୍ଧାଳୁଙ୍କ ଗହଳି। ଶୃଙ୍ଖଳିତ ଦର୍ଶନ ପାଇଁ ସବୁଠି ବ୍ୟାପକ ବ୍ୟବସ୍ଥା ହୋଇଛି।ଏଥର ବି ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ମହାଦୀପ ଉଠିବାକୁ ସ୍ଥିର ହୋଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ପାର୍କିଂ ପାଇଁ ୧୩ଟି ସ୍ଥାନ ଚିହ୍ନଟ କରାଯାଇଛି।ସେହିପରି ପୁରୀରେ ଶ୍ରୀ ଲୋକନାଥଙ୍କ ପୀଠରେ ମଧ୍ୟ Continue Reading