ଜଗତସିଂହପୁର, ୨୦/୧୨ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ଜଗତସିଂହପୁର ବନ ବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସ ଭବନ ଓ ସରକାରୀ କାର୍ଯ୍ୟାଳୟ ସମେତ ଏକା ସଙ୍ଗରେ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍। ତିର୍ତ୍ତୋଲ ଥାନା ସାମନ୍ତରାୟପୁର ଗାଁ ସ୍ଥିତ ପୈତୃକ ବାସଭବନରେ ବି ଚଢାଉ ହୋଇଛି। ଚଢଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, Continue Reading




