BY PUJA MISHRA Paradeep, Aug 11: ArcelorMittal Nippon Steel India (AM/NS India) extended its support to the district administration of Kujang block, Jagatsinghpur to deliver relief materials to the flood-affected villages. The floods in Kujang block have badly affected the people, cattle, and property. Under its Corporate Social Responsibility, AM/NS India handed over the Continue Reading
ଜଗତସିଂହପୁର,୫/୮: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝାରସୁଗୁଡ଼ା (ଅର୍ବାନ) ସିଡିପିଓ ସରୋଜିନୀ ଏକ୍କା। ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ଭିଜିଲାନ୍ସ ଅଧିକାରୀମାନେ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି। ସରୋଜିନୀ ଏକ୍କା ଆୟ ବହିର୍ଭୂତ Continue Reading
ଜଗତସିଂହପୁର,୧୯/୭ : ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି। ଜ୍ୟୋତିକାନ୍ତଙ୍କୁ ଦାୟିତ୍ୱ ମିଳିବା ପରେ ବିଜେଡି ମଧ୍ୟରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଛି।ଜ୍ୟୋତିକାନ୍ତଙ୍କୁ ଖୋଲାଖୋଲି ବିରୋଧ କରିବା ସହ ଅସନ୍ତୋଷ ଝାଡ଼ିଛନ୍ତି ପାରାଦୀପ ବିଧାୟକ ସମ୍ବିତ ରାଉତରାୟ। ଏନେଇ ପୂର୍ବତନ ଜିଲ୍ଲା ସଭାପତି ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି Continue Reading
ଜଗତସିଂହପୁର,୧୬/୭: ଜଗତସିଂହପୁର ଜିଲ୍ଲା ଦେଇ ଯାଇଥିବା ମାଛଗାଁ କେନାଲର ଦୁଇଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦଳେଇଘାଇ ଓ ତରିକୁନ୍ଦ ନିକଟରେ ଘାଇ ସୃଷ୍ଟି ହୋଇଛି।ଏଥିଯୋଗୁ ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଖାପାଖି ଆଣ୍ଠୁଏ ଉଚ୍ଚତାରେ ପାଣି ଚାଲୁଛି। ତରିକୁନ୍ଦ ବଜାରର ଅଧିକାଂଶ ଦୋକାନରେ ପାଣି ପଶିଯାଇଛି। ଗାଡ଼ି ଚଳାଚଳ ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ଦଳେଇଘାଇ ନିକଟରେ ୧୫ ଫୁଟର ଘାଇ ହୋଇଥିବା ବେଳେ Continue Reading
କୁଜଙ୍ଗ,୧୮/୬: ଜଗତସିଂହପୁର ଜିଲ୍ଲା କୁଜଙ୍ଗରେ ଚାଞ୍ଚଲ୍ୟ। ଜଣେ ଉନ୍ମତ୍ତ ଯୁବକର ଆକ୍ରମଣରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ, ତିନିଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ସକାଳ ପ୍ରାୟ ସାଢେ ୭ଟା ବେଳେ ସ୍ଥାନୀୟ ଏକ୍ସପ୍ରେସ ଓ୍ବେ କଲୋନିରେ ଚିଣ୍ଟୁଆ ନାଥ(୩୫) ନାମକ ଜଣେ ଯୁବକ ସେହି କଲୋନିର ଅନୀତା ରାଉତ(୪୨) ନାମକ ଜଣେ ମହିଳାଙ୍କୁ ଏକ କଟୁରି ଓ ଜିଆଇ ପାଇପରେ ପ୍ରଥମେ ଆକ୍ରମଣ କରିଥିଲା।ଏହାଫଳରେ Continue Reading
ଜଗତସିଂହପୁର,୨/୬ : ପୁଲିସ ଆଖିରେ ଧୂଳି ଦେଇ ମହିଳା ବେଶରେ ମେଡ଼ିକାଲରୁ ଛୁ ମାରିଲା ବିଚାରାଧୀନ ବନ୍ଦୀ। ଏପରି ଘଟଣା ଘଟିଛି କଟକ ବଡ଼ ମେଡିକାଲରେ।ବିଚାରାଧୀନ ବନ୍ଦୀ ଜଣକ ହେଲେ ସାଜନ ଦାସ। ସାଜନର ଘର ଜଗତସିଂହପୁର ନାଉଗାଁ ଥାନା ଅଞ୍ଚଳରେ।ଏକ ଡକାୟତି ମାମଲାରେ ସାଜନକୁ ନାଉଗାଁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ପରେ ସାଜନକୁ ନିଆଳି ଥାନାରେ ରଖାଯାଇଥିଲା। ତାର ଦେହ ସବୁବେଳେ ଅସୁସ୍ଥ ହେବାରୁ ତାକୁ କିଛି ଦିନ ହେବ ଚୌଦ୍ୱାର ଜେଲକୁ […]Continue Reading
ଜଗତସିଂହପୁର,୨୭/୫ : ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ବରିହାଡିହା ଗାଁରେ ବଜ୍ରପାତରେ ୩ଟି ପରିବାରର ୫ବଖରା ଘର ଜଳିଯାଇଛି। ନିଆଁରେ ପୋଡ଼ି ପରିବାରର ୩ ଜଣ ଗୁରୁତର ହୋଇଛନ୍ତି। ଆହତମାନେ ହେଲେ ମା’ ଲତା ପରିଡା, ୨ପୁଅ ଲିଟୁନା ପରିଡ଼ା ଓ ବୁଟୁ ପରିଡ଼ା। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।ଗତକାଲି ରାତି ପ୍ରାୟ ୩ଟା ସମୟରେ ବରିହାଡିହା ଗାଁରେ କାଳବୈଶାଖୀ ହୋଇଥିଲା। ପ୍ରବଳ ବର୍ଷା ସାଙ୍ଗକୁ ପବନ ଓ ବଜ୍ରପାତ ହୋଇଥିଲା। ବଜ୍ରପାତରେ ଘରେ Continue Reading
ଜଗତସିଂହପୁର,୧୩/୫ : ଜଗତସିଂହପୁରର ସାରଳା ମନ୍ଦିରରେ ଚନ୍ଦନ ଯାତ୍ରା ବେଳେ ଅଘଟଣ ଘଟିଛି। ବାଣ ବିସ୍ଫୋରଣ ଘଟି ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ୪ଜଣ ଶିଶୁ ଓ ୨ଜଣ ପୁଲିସ କର୍ମଚାରୀ ଥିବା ସୂଚନା ମିଳିଛି।ଗତକାଲି ଚନ୍ଦନ ଯାତ୍ରା ଥିବାରୁ ନିକଟରେ ଥିବା ପୋଖରୀରେ ମା’ଙ୍କର ଚାପ ଖେଳ ଚାଲିଥିଲା। ବାଜା ରୋଷଣୀରେ କମ୍ପି ଉଠୁଥିଲା ପରିବେଶ। ଶହଶହ ଲୋକେ ପୋଖରୀ ଚାରିପାଖେ ଠିଆ ହୋଇ ମା’ଙ୍କର […]Continue Reading
ଜଗତସିଂହପୁର,୨୧/୪ : ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।ଶ୍ରୀ କାନୁନଗୋ ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ସକାଳ ପ୍ରାୟ ୭ଟାରେ ସମୟରେ ତାଙ୍କ ମୃତ୍ୟୁ ଘଟିଥିବା ତ୍ରିଲୋଚନ Continue Reading
ବାଲିଚନ୍ଦ୍ରପୁର ,୨୦/୪: ଜଗତସିଂହପୁର ଜିଲ୍ଲା ଏରସମା ଥାନା ସୋମପୁର ଗ୍ରାମର ନିଖୋଜ ଯବାନ ସୂର୍ଯ୍ୟକାନ୍ତ କୁଅଁରଙ୍କ ମୃତଦେହ ଉଦ୍ଧାର ହୋଇଛି। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ନିକଟ ବାରୁଣାବନ୍ତ ପାହାଡ଼ର ଏକ ଗଛରେ ଝୁଲନ୍ତା ଅବସ୍ଥାରେ ନିଖୋଜ ଯବାନ ସୂର୍ଯ୍ୟକାନ୍ତ କୁଅଁରଙ୍କ ମୃତଶରୀରକୁ ଠାବ କରିଛି ପୁଲିସ।ସୂଚନାଯୋଗ୍ୟ, ନିଖୋଜ ଯବାନ ସୂର୍ଯ୍ୟକାନ୍ତ କୁଅଁରଙ୍କ ବାଇକ୍ଟିକୁ ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଞ୍ଚଳ ବାରୁଣାବନ୍ତ Continue Reading