ଜଗତସିଂହପୁର,୧୧/୪: ରାସ୍ତା ତଳକୁ ଖସିଗଲା ସ୍କୁଲ ଭ୍ୟାନ । ଫଳରେ ଗାଡ଼ିରେ ଥିବା ୧୧ ଛାତ୍ରଛାତ୍ରୀଙ୍କ ସମେତ ୨ ଶିକ୍ଷୟିତ୍ରୀ ଆହତ ହୋଇଛନ୍ତି। ଏପରି ଏକ ଦୁର୍ଘଟଣା ଆଜି ସକାଳେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଧୀନ ନିକଟ ସନ୍ତରାଗଡ଼ା ନିକଟରେ ହୋଇଛି।ଭ୍ୟାନଟି ସବୁ ଦିନ ପରି ଆଜି ସକାଳେ ପାରାଦୀପ ଗଡ଼ରୁ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀଙ୍କୁ ଧରି ପାରାଦୀପ ଅଗପାଳସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଭିମୁଖେ ଯାଉଥିଲା। ମାତ୍ର ସନ୍ତରାଗଡ଼ା ନିକଟରେ Continue Reading
ଜଗତସିଂହପୁର,୩/୨: ବିଧାୟକଙ୍କ ସହ ପ୍ରେମ ସମ୍ପର୍କ ସହ ବିଗିଡ଼ିବାରୁ ପ୍ରାୟ ୯ ମାସ ତଳେ ଥାନା ଦ୍ୱାରସ୍ଥ ହୋଇଥିଲେ ପ୍ରେମିକା। ହେଲେ ପୁଲିସ୍ ବିଧାୟକଙ୍କ ନାଁରେ ମାମଲା ରୁଜୁ କରିବାକୁ ପଛଘୁଞ୍ଚା ଦେଉଥିବା ବେଳେ ଆଜି କାଲି କହି ଦିନ ଗଡ଼ାଉଥିଲା। କିନ୍ତୁ ଏବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ହୋଇ ଉଠିଛନ୍ତି ଥାନା ବାବୁ। ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ପୁଲିସ୍ ଏହାର ତଦନ୍ତ ଆରମ୍ଭ କରିଥିବା Continue Reading
By Akshaya Patnaik Bhadrak/Jajpur/ Keonjhar, Jan. 19: Hundreds of farmers in Odisha on Thursday took to the streets and dumped paddy on the roads as a mark of the protests against Katni Chatni in paddy procurement. ‘Katni Chhatni’ is a local colloquial Odia term which implies deduction of a certain quantity of farm produce by […]Continue Reading
ଭୁବନେଶ୍ୱର,୨୭/୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଂଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚିତ୍ତରଂଜନଙ୍କ ନିଜ ଘର, ଅଫିସ, ସର୍ମ୍ପକୀୟ ଘର ଓ ପୈତୃକ ଘର ସମେତ ୯ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।ଭିଜିଲାନ୍ସ ବିଭାଗର ୨ଜଣ ଡିଏସ୍ପିଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଏଥିରେ ୧୪ ଜଣ ଇନ୍ସପେକ୍ଟର, ୬ ଜଣ ଏଏସ୍ଆଇ ଓ ଅନ୍ୟ Continue Reading
ଜଗତସିଂହପୁର,୧/୧୨ : ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ଜଗତସିଂହପୁର ଜିଲ୍ଲା କଟକ-ପାରାଦୀପ ତର୍ଜଙ୍ଗା ଠାରେ ଏକ ଟାଟା ମ୍ୟାଜିକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।ଯେଉଁଥିରେ ଦୁଇ ଜଣ ଗୁରୁତର ହୋଇଥିଲେ । ସେଠାରେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର Continue Reading
ଜଗତସିଂହପୁର,୨୯/୧୧: ଦୁଷ୍କର୍ମକାରୀଙ୍କୁ ଫାଶି ଦଣ୍ଡାଦେଶ ଶୁଣାଇଲେ ଜିଲ୍ଲା ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଏକ ଦୁଷ୍କର୍ମ ମାମଲାର ବିଚାର କରି ଜଗତସିଂହପୁର ଜିଲ୍ଲା ସ୍ୱତନ୍ତ୍ର ପୋକ୍ସୋ ଏହି ଐତିହାସିକ ରାୟ ଶୁଣାଇଛନ୍ତି। ଏହି ମାମଲାରେ ୪ ଜଣ ଅଭିଯୁକ୍ତ ଯଡ଼ିତ ଥିଲେ। ସେମାନଙ୍କ ମଧ୍ୟରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।ଖବର ଅନୁସାରେ, ୨୦୧୪ରେ ପୀଡ଼ିତା ଦୋକାନରୁ Continue Reading
ଜଗତସିଂହପୁର,୧/୧୧: ଆଖି ବୁଜିଲେ ଜଗତସିଂହପୁର ଜିଲ୍ଲାର ବାଲିକୁଦା ଗାନ୍ଧୀ ଭାବେ ପରିଚିତ ବୟୋଜ୍ୟେଷ୍ଠ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୧୦୬ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ବିଶ୍ୱନାଥ ଦାସ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି।ବାଲିକୁଦା Continue Reading
ଜଗତସିଂହପୁର, ୧୭/୮: ଜଗତସିଂହପୁର ଜିଲ୍ଲାରେ ଦେବୀ, ପାଇକା ଓ ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଇ ଚାଲିଥିବା ଯୋଗୁଁ ଧୀରେ ଧୀରେ ଅଧିକ ଗାଁ ପ୍ରଭାବିତ ହେବାରେ ଲାଗିଛି ।ଦେବୀ ନଦୀର ମାଛଗାଁ, ଆଳିପିଙ୍ଗଳ ଓ ଦଳେଇ ଘାଇ ନିକଟରେ ବନ୍ୟାଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ମହାନଦୀ ଓ ପାଇକା ନଦୀରେ ମଧ୍ୟ ବନ୍ୟାଜଳ ବିଭିନ୍ନ ସ୍ଥାନରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ।ଦଳେଇ ଘାଇଠାରେ ବିପଦ ସଂକେତ ୫୭ଫୁଟ ରହିଥିବା ବେଳେ […]Continue Reading

ଜଗତସିଂହପୁର, ୧୬/୮: ଜଗତସିଂହପୁର ଜିଲ୍ଲାରେ ବନ୍ୟା ସ୍ଥିତିକୁ ଆଖି ଆଗରେ ରଖି ଆସନ୍ତାକାଲି ଯାଏ ସ୍କୁଲ ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।ପାଣି ପଶିଥିବା ଓ ପଶିବାର ସମ୍ଭାବନା ଥିବା ଅଞ୍ଚଳରେ ସ୍କୁଲ ଛୁଟି କରିବାକୁ ବିଇଓମାନଙ୍କୁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି।ମହାନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଜଗତସିଂହପୁର ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଛି। ଜିଲ୍ଲାରେ ଥିବା ଦେବୀ ନଦୀର ଦଳେଇ ଘାଇ ବିପଦ ସଂକେତ Continue Reading
ଭୁବନେଶ୍ୱର, ୨/୬: ଓଡିଶା ଶକ୍ତି ପୂଜାର ପ୍ରାଚୀନ ପୀଠ । ଝଙ୍କଡ ପୀଠ ତନ୍ମଧ୍ୟରୁ ଅନ୍ୟତମ ପ୍ରସିଦ୍ଧ ମାତୃ ଉପାସନା ପୀଠ । ଝଙ୍କଡବାସିନୀ ମା ସାରଳାଙ୍କ ଆଶୀର୍ବାଦରୁ ସାରଳା ଦାସ ସିଦ୍ଧି ଲାଭ କରିଥିଲେ, ଆଦିକବି ହୋଇଥିଲେ।ଅଷ୍ଟମ ଶତାଦ୍ଦୀରେ ଭୌମକର ବଂଶର ରାଜା ମାନଙ୍କ ଦ୍ବାରା ନିର୍ମିତ ସାରଳା ମନ୍ଦିର ସବୁବେଳେ ଭକ୍ତମାନଙ୍କ ଆକର୍ଷଣର କେନ୍ଦ୍ର ହୋଇ ରହିଛି । ମାଆଙ୍କ ଆଶୀର୍ବାଦ ପାଇଁ ଏଠାରେ ସବୁବେଳେ ଭକ୍ତମାନଙ୍କ ଭିଡ ଲାଗି ରହିଥାଏ।ଝଙ୍କଡ ପୀଠର ଉନ୍ନତି Continue Reading