
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର ,୪/୩ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି Continue Reading