Home Posts tagged Jajpur district (Page 3)
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୯/୧/: ଜିଲ୍ଲାପାଳଙ୍କ ଉପସ୍ଥିତିରେ ମାନ୍ୟବର ବଡ଼ଚଣା ବିଧାୟକ ଶ୍ରୀ ଅମର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ବୌଦ୍ଧ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ନିମନ୍ତେ ପ୍ରସ୍ତୁତି ପର୍ବର ଦ୍ୱିତୀୟ ପର୍ଯ୍ୟାୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ପରିପ୍ରେକ୍ଷୀରେ ପୂର୍ବ ବୈଠକରେ ବିଭିନ୍ନ ବିଭାଗକୁ ଦିଆଯାଇଥିବା କାର୍ଯ୍ୟର ସ୍ଥିତି ଓ ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା। Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୭/୧: ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ମଧୁସୂଦନ ପାଢ଼ୀ, ଆଇଏଏସ ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଗାମୀ ପଞ୍ଚାୟତ ନିର୍ବାଚନ-୨୦୨୭ କୁ ନେଇ ସମୀକ୍ଷା କରିଛନ୍ତି।ଏହି ସମୀକ୍ଷା ବୈଠକରେ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର, ୩/୧ : ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଯାଜପୁର ଜିଲ୍ଲା ମହୋତ୍ସବ “ଯଯାତି-୨୦୨୬” ଓ ସ୍ୱଦେଶୀ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ମାନ୍ୟବର ସମବାୟ, ହସ୍ତତନ୍ତ ଏବଂ ବୟନଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମାନ୍ୟବର ଯାଜପୁର ସାଂସଦ ଶ୍ରୀ ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଶ୍ରୀ ଆକାଶ ଦାସ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧/୧ : ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଗୌତମ ବୁଦ୍ଧ ସଂସ୍କୃତି ଭବନଠାରୁ କୁସୁମା ଯାଏଁ ଏକ ସଡ଼କ ସୁରକ୍ଷା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଏହି ଶୋଭାଯାତ୍ରାର ଉଦଘାଟନ କରିଥିଲେ।ଜାନୁଆରୀ ୧ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ମାସ ପାଳନ ହେଉ ଥିବା ବେଳେ ସଡ଼କ ସୁରକ୍ଷାର ବିଭିନ୍ନ ଦିଗକୁ ନେଇ ସଚେତନତା ରାଲି କରାଯାଇଛି। ଦ୍ରୁତ ଗତିରେ ଗାଡ଼ି ଚାଳନା, Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩୧/୧୨: ଆସନ୍ତା ଖରିଫ ଋତୁ ୨୦୨୫-୨୬ରେ ମଣ୍ଡିରେ ଧାନ କ୍ରୟ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଶ୍ରୀ ଶିବାନନ୍ଦ ସ୍ୱାଇଁ, ଉପଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଯୋଗାଣ ଅଧିକାରୀ,ଶ୍ରୀ ଦିଲ୍ଲୀପ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୨୭/୧୨ : ଆଞ୍ଚଳିକ ପରିବହନ ପ୍ରାଧିକରଣ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡକ ସୁରକ୍ଷା ସମିତିର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ସଡକ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।ଦ୍ରୁତ ଗତିରେ ଗାଡ଼ି ଚାଳନା, ମଦ୍ୟ ପାନ କରି ଗାଡ଼ି ଚଳାଇବା, ହେଲମେଟ ନ ପିନ୍ଧିବା, ମୋବାଇଲରେ କଥା ହୋଇ ଗାଡ଼ି ଚଲାଇବା ଇତ୍ୟାଦି ଦୁର୍ଘଟଣାର ମୁଖ୍ୟ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୧୨ : ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ନୂଆ ନିଯୁକ୍ତି । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗଙ୍କୁ ନିଯୁକ୍ତି ମିଳିଛି ।୧୯୯୧ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅବସରରେ ନୂତନ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଶୁଭେଚ୍ଛା ଜଣାଇଚନ୍ତି […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୧୨ : ଯାଜପୁର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୁଶାସନ ଦିବସ -୨୦୨୫ ପାଳିତ ହୋଇଯାଇଛି।ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ Continue Reading