Home Posts tagged Jajpur district (Page 4)
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର, ୨୪/୪ : ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରାଳୟର ଯୁଗ୍ମ ସଚିବ ତଥା ବିଜୁ ପଟ୍ଟନାୟକ ଜାତୀୟ ଷ୍ଟିଲ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀ ଦୟା ନିଧାନ ପାଣ୍ଡେ, ଆଇଏଏସ ଆଜି ଯାଜପୁର ଜିଲ୍ଲାର ସୁକିନ୍ଦା ଗସ୍ତରେ ଆସିଥିଲେ।ଯୁଗ୍ମସଚିବ ଶ୍ରୀ ପାଣ୍ଡେ ସୁକିନ୍ଦାରେ ବିଜୁ ପଟ୍ଟନାୟକ ଜାତୀୟ ଷ୍ଟିଲ ପ୍ରତିଷ୍ଠାନ ସ୍ଥାପନ ସହ ଶିଳ୍ପ ତାଲିମ ଅନୁଷ୍ଠାନରୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ସମ୍ବନ୍ଧରେ Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର,୨୨/୪ : ଗୋଟିଏ ଜାଗାରେ ୬୦ ଯୋଡ଼ା ବର କନ୍ୟାଙ୍କ ଏକା ସାଙ୍ଗରେ ବାହାଘର। ବର ବଧୂ ବେଶରେ ସୁସଜ୍ଜିତ ହୋଇଥିଲେ ନବ ଦମ୍ପତି। ତାହା ପୁଣି ବାଜା ରୋଷଣୀ ସହ ନୃତ୍ୟ ସଙ୍ଗୀତର ଆସରରେ ଖୁବ୍ ଧୁମଧାମରେ ପାରମ୍ପରିକ ରୀତିନୀତିରେ ହୋଇଥିଲା ବିବାହ କାର୍ଯ୍ୟକ୍ରମ। କେବଳ ସମ୍ପର୍କୀୟ ନୁହେଁ, ବରଂ ବରଯାତ୍ରୀରେ ସାମିଲ ହୋଇଥିଲେ ଜିଲ୍ଲା ପ୍ରଶାସନର ଅଧିକାରୀ ଏବଂ କର୍ମଚାରୀଗଣ।ସରକାରଙ୍କ ପକ୍ଷରୁ ଯାଜପୁର ଜିଲ୍ଲାରେ ଏଭଳି ଏକ Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର , ୧୮/ ୪ : ଧର୍ମଶାଳାର ବିଧାୟକ ତଥା ଓଡିଶା ଓ ଜିଲ୍ଲାର ହେବିୱେଟ ନେତା ହିମାଂଶୁ ଶେଖର ସାହୁଙ୍କ ଶୁକ୍ରବାର ଜନ୍ମଦିନକୁ ନିଜ ନିର୍ବାଚନ ମଣ୍ଡଳୀରେ ଖୁବ ଆଡମ୍ବର ସହକାରେ ପାଳନ କରାଯାଇଛି । ପଶ୍ଚିମବଙ୍ଗ ନିର୍ବାଚରେ ଥାଇ ମଧ୍ୟ ତାଙ୍କ ସମର୍ଥକମାନଙ୍କୁ ଜନ୍ମ ଦିନରେ ଭେଟିବାକୁ ସେ ଆଜି ଭୁବନେଶ୍ୱରସ୍ଥିତ ନିଜ ବାସଭବନରେ ପହଁଚି ସକାଳୁ ସେ ସର୍ବପ୍ରଥମେ ନିଜ ମାଙ୍କ ଠାରୁ ଆଶିର୍ବାଦ ନେଇ ପୁରୀ ଯାଇ […]Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର, ୧୪/୪ : ଜିଲ୍ଲା ପ୍ରଶାସନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଡ. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି ।ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ସମ୍ମାନିତ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ରଞ୍ଜୁଲତା ହୋତା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୧୦/୪ : ଆଜିର ବ୍ୟସ୍ତବହୁଳ ଜୀବନରେ ସମସ୍ତେ ନିଜ ରୋଜଗାର ପଛରେ ଧାଉଁଥିବା ବେଳେ ଯେତେବେଳେ ହଠାତ୍ ନିଜର ପିଲାବେଳର ସାଙ୍ଗ ମିଳିଯାଏ ସେତେବେଳେ ମନରେ ବହୁତ ଶାନ୍ତି ଲାଗେ ।ମନରେ ଥିବା କିଛି କଥା ଆଉ ବ୍ୟଥାକୁ ସାଙ୍ଗ ସାଥିରେ ଆଦାନ ପ୍ରଦାନ କରିଥିଲେ ମନଟା ଟିକେ ହାଲକା ଲାଗିବା ସହିତ ଶାନ୍ତି ମିଳିଥାଏ । ଏହି ପରିପ୍ରେକ୍ଷୀରେ ଯାଜପୁର ସହରର ସର୍ବପୁରାତନ ବିରଜା ହାଇସ୍କୁଲର ୧୯୯୮ ମାଟ୍ରିକ୍ ବ୍ୟାଚ୍‌ର ବନ୍ଧୁମିଳନ ସ୍ଥାନୀୟ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୨/୩ : ଜିଲ୍ଲା ମହୋତ୍ସବ ଯଯାତି ୨୦୨୬ର ତୃତୀୟ ସନ୍ଧ୍ୟାରେ ଦେଖିବାକୁ ମିଳିଛି ଓଡ଼ିଶାର ପାରମ୍ପରିକ କଳା ସଂସ୍କୃତିର ଏକ ଅନୁପମ ଝଲକ। ସନ୍ଧ୍ୟା ଦୀପ ପ୍ରଜ୍ଜ୍ୱଳନ ପରେ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ। ସରସ୍ୱତୀ କଳା ନିକେତନ ଦ୍ଵାରା ଓଡ଼ିଶୀ ନୃତ୍ୟ, ବ୍ୟାସଶ୍ରୀ କଳା ନିକେତନ ଦ୍ଵାରା ଢେମସା ନୃତ୍ୟ, କଳିଙ୍ଗ ଭାରତୀ ଗ୍ରୁପ୍ ଦ୍ୱାରା ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା।ମୟୂରଭଞ୍ଜରୁ ଆସିଥିବା Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୯/୩ : ଜିଲ୍ଲା ମହୋତ୍ସବ ଯଯାତି ୨୦୨୬ ଉପଲକ୍ଷେ ଧର୍ମଶାଳା ବ୍ଲକରେ ପ୍ରଶାସନ ପକ୍ଷରୁ ପଥ ଉତ୍ସବ ଆୟୋଜିତ ହୋଇଛି। ମହୋତ୍ସବର ମାହୋଲକୁ ଆହୁରି ମନୋରଞ୍ଜନଧର୍ମୀ କରିବା ତଥା ସାରା ଜିଲ୍ଲାରେ ଲୋକଙ୍କ ନିକଟରେ ଏହାକୁ ପହଞ୍ଚାଇବା ଉଦ୍ଦେଶ୍ୟ ନେଇ ପଥ ଉତ୍ସବ ହୋଇଥିଲା।ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏଥିରେ ବହୁ ସଂଖ୍ୟାରେ ଜନସାଧାରଣ ସାମିଲ ହୋଇ ପଥ ଉତ୍ସବର ବେଶ୍ ମଜା ନେଇଥିଲେ। Continue Reading