ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୨/୯ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର ,୧୩/୯ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗକୁ ନେଇ ସୁସ୍ଥ ନାରୀ ଓ ସଶକ୍ତ ପରିବାର ଅଭିଯାନ ସମ୍ପର୍କିତ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ଗୋକୁଳାନନ୍ଦ ମଲ୍ଲିକ ଏହି ଅଭିଯାନର ଲକ୍ଷ୍ୟ ଓ ଆଭିମୁଖ୍ୟ ଉପରେ ସମସ୍ତ ଅଧିକାରୀ ମାନଙ୍କୁ ଅବଗତ କରାଇ ଥିଲେ ।ଏହି Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୩ /୯ : ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ବେଟି ବଚାଓ ବେଟି ପଢ଼ାଓ ସମ୍ପର୍କୀୟ ଜିଲ୍ଲା ସ୍ତରୀୟ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ଜିଲ୍ଲାପାଳ ଶ୍ରୀ କର ନିଜ ଉଦବୋଧନରେ କହିଲେ, “ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ କେବଳ ଏକ ସରକାରୀ ଯୋଜନା ନୁହେଁ, ଏହା ସମାଜର ଚେତନାର ଏକ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୮/୯ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର Continue Reading
By Akshya Rout Jajpur, Sep 7 : Barchana MLA Amar Kumar Nayak and Dharmasala MLA Himanshu Sekhar Sahoo on Sunday thank the Chief Minister while discussing developmental works in their respective constituencies.Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୬/୮ : ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପେଡ୍ ମା କେ ନାମ୍ ୨.୦ ନିମନ୍ତେ ଦୁଇଟି ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୦୨୫ ରିଖରେ ରାଜ୍ୟବ୍ୟାପୀ ୭୫ ଲକ୍ଷ ଚାରା ରୋପଣ ଅଭିଯାନ ଆରମ୍ଭ ହେଉଛି।ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନ କ୍ରମେ ସମସ୍ତେ ଏଥିରେ ସାମିଲ ହେବା, ଆମ ଜନ୍ମଦାତ୍ରୀ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୫/୯ : ଗୁରୁବାର ସନ୍ଧ୍ୟା ବେଳେ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର , ଯାଜପୁରସ୍ଥିତ ମହାରାଜା ଯଯାତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ କୁ ପରିଦର୍ଶନ ରେ ଆସିଥିଲେ .।ସର୍ବପ୍ରଥମେ ସି.ଟି. ସ୍କାନ ସେଣ୍ଟର ପରିଦର୍ଶନ କରିଥିଲେ ଏବଂ ସେଠାରେ ଉପସ୍ଥିତ ଥିବା ଟେକନିସିଆନ ଓ କର୍ମଚାରୀ ଙ୍କୁ ସି.ଟି. ସ୍କାନ ମେସିନ ର କାର୍ଯ୍ୟକାରିତା ଏବଂ କେତେ ସମୟ ବ୍ୟବଧାନ ରେ ରିପୋର୍ଟ ହେଉଛି ପଚାରି ବୁଝିଥିଲେ।ମେଡିକାଲ […]Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର , ୧/୯ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୯/୮ : ଯାଜପୁର ଜିଲ୍ଲା ଦାନଗଦି ବ୍ଲକର ପୂର୍ବତନ ଅଧକ୍ଷ କୃଷ୍ଣ ଚନ୍ଦ୍ର ସାମଲ ଅସୁସ୍ଥ ଥିବା ଖବର ପାଇ ତାଙ୍କ ତେଲିବାହାଳୀ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ।ଉଭୟ ଦୀର୍ଘ ସମୟ ଧରି ବିଭିନ୍ନ ବିଷୟରେ ଆଲୋଚନା କରି ପୁରୁଣା ଦିନର ସ୍ମୃତି ରୋମନ୍ଥନ କରିଥିଲେ । ଏହା ସହିତ ତାଙ୍କ ସୁସ୍ଥତା କାମନା କରିଛନ୍ତି ଡ଼ଃ […]Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୯/୮ : ଅଗଷ୍ଟ ତା ୨୯ ରୁ ୩୧ ତାରିଖ ଜାତୀୟ କ୍ରୀଡା ଦିବସ ଅବସରରେ କ୍ରୀଡା,ଉତ୍ସାହ ଓ ଏକତାର ଦେଶ ବ୍ୟାପୀ ଉତ୍ସବ ପାଳନ ପରିପ୍ରେକ୍ଷୀରେ ଆଜି ଯାଜପୁର ଠାରେ ଜିଲ୍ଲା କ୍ରୀଡା ବିଭାଗ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି।ସ୍ଥାନୀୟ ହକି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ଜିଲ୍ଲା କ୍ରୀଡା ଅଧିକାରୀ […]Continue Reading




