ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର , ୪/୮ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ Continue Reading
By Akshya Rout Jajpur, Jul 31 : Dharamshala MLA Himanshu Sekhar Sahu finding some time to interact with a little boy on Thursday.Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୩୦/୭ : ବୁଧବାର ଅପରାହ୍ନ ୪ ଘଟିକା ସମୟରେ ଫାଇଲେରିଆ ରୋଗ ନିରାକରଣ ପାଇଁ ସାମୂହିକ ବଟିକା ସେବନ କାର୍ଯ୍ୟକ୍ରମ ଅନ୍ତର୍ଗତ ଦ୍ଵିତୀୟ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ବୈଠକ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୮ / ୭: ଆଜି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ବନ୍ୟା ପ୍ରଭାବିତ ଦଶରଥପୁର ବ୍ଲକ ପଛପଡ଼ା, କଷପା, ବ୍ରହ୍ମଚାରୀପାଟଣା ଆଦି ଗାଁ ଗସ୍ତ କରି ସ୍ଥିତି ସମୀକ୍ଷା କରିବା ସହିତ କାଣୀ ନଦୀ ବନ୍ଧ ଘଳିଆ ମରାମତି କାର୍ୟ୍ୟର ସମୀକ୍ଷା କରିଥିଲେ।ଯୁଦ୍ଧକାଳୀନ ଭିତ୍ତିରେ ବନ୍ଧ ମରାମତି କାର୍ୟ୍ୟ ଶେଷ କରିବାକୁ ଅଧିକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି ଗସ୍ତ ସମୟରେ ଜିଲ୍ଲାପାଳ ବନ୍ୟା ବିପନ୍ନ ମାନଙ୍କୁ ଭେଟି ସେମାନଙ୍କ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୮/୭ :ଯାଜପୁର ଜିଲ୍ଲା ରସୁଲପୁର ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ। ଜିଲ୍ଲାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ଅମ୍ବର କୁମାର କର ଯୋଗଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡିକୁ ଯାଞ୍ଚ କରିଥିଲେ।ଏଥିରେ ମୋଟ ୨୦୫ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ୧୦୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଏହି ଶିବିରରେ ପ୍ରଥମାଖଣ୍ଡ ପଞ୍ଚାୟତ ୬ନଂ ଅଙ୍ଗନୱାଡି କେନ୍ଦ୍ରର କର୍ମୀ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର ,୨୭/୭: ଯାଜପୁରରେ ନୂତନ ଜିଲ୍ଲାପାଳ ଭାବେ ଯୋଗଦେଇଥିବା ଶ୍ରୀ ଅମ୍ବର କୁମାର କର ଜିଲ୍ଲା କାର୍ଯ୍ୟାଳୟ ର ଓସ୍ଵାନ ଭି.ସି. କକ୍ଷରେ ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ଅଧିକାରୀମାନଙ୍କ ସହିତ ସମୀକ୍ଷା କରିଥିଲେ।ଏହି ସମୀକ୍ଷା ବୈଠକରେ ଅତିରିକ୍ତ ସ୍ଵତନ୍ତ୍ର ରିଲିଫ କମିଶନର ଶ୍ରୀ ମନିଷ ଅଗ୍ରୱାଲ ଉପସ୍ଥିତ ଥିଲେ। ଯାଜପୁର ଜିଲ୍ଲାରେ ବୈତରଣୀ ନଦୀରେ ବନ୍ୟାଜଳ ପ୍ରବାହିତ ଯୋଗୁ ଯାଜପୁର ଓ ଦଶରଥପୁର ଦୁଇଟି ବ୍ଲକର ୧୩ ଟି Continue Reading
ଯାଜପୁର /ବାଲେଶ୍ୱର / ଭୋଗରାଇ, ୨୭/୭: ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଶନିବାର ଜଳସ୍ତର ହୁ ହୁ ହୋଇ ବଢ଼ିଚାଲିଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ଟପିଛି। ଏଠାରେ ସତର୍କ ସଙ୍କେତ ୧୭.୮୩ ମିଟର ଓ ବିପଦ ସଙ୍କେତ ୧୮.୩୩ ମିଟର ରହିଥିବା ବେଳେ ଶନିବାର ରାତି ସାଢ଼େ ୮ଟା ସୁଦ୍ଧା ଜଳସ୍ତର ୧୮.୮୬ ମିଟର ଛୁଇଁଛି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ୍ର ୧୦୦ ମିଟର ତଳକୁ […]Continue Reading
ଯାଜପୁର, ୨୬/୭ : ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କନିକାପଡାରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ପ୍ରେମ ପାଇଁ ଝିଅ ପରିବାର ଲୋକଙ୍କୁ ଖାଦ୍ୟରେ ବିଷ ଦେଇଥିବା ଅଭିଯୋଗ ହୋଇଛି । ଶିଶୁକନ୍ୟା ସହ ପରିବାରର ୬ ଜଣ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।ସୂଚନା ଅନୁସାରେ, ଗତ ୬ ମାସ ପୂର୍ବରୁ ଉମାକାନ୍ତଙ୍କ ଝିଅ ପରିବାର ଲୋକଙ୍କ ଅନିଚ୍ଛାରେ ସୁକିନ୍ଦା ଅଞ୍ଚଳର ଜଣେ ଯୁବକଙ୍କୁ ପ୍ରେମ କରି ଘରୁ ଫେରାର […]Continue Reading
By Akshya Rout Jajpur, July 23 : BJP MLA Akash Das Nayak on Tuesday inspected the construction of the Panchoghochia-Ekatola bridge in Badkainchi gram panchayat, which has remained incomplete for a long time due to land acquisition and other related problems. The legislator said he has instructed the officials present to resolve the problem and […]Continue Reading
By Akshya Rout Jajpur, Jul 11 : The ongoing protest by the Drivers’ Association in Odisha entered the fourth day on Friday, bringing disruptions across several districts. During the protest at Danagadi Chhak in Jajpur district, a driver collapsed and fell unconscious, prompting swift action from former Minister Priti Ranjan Ghadei. Ghadei, who was returning […]Continue Reading




