ଯାଜପୁର, ୨୨/୧୦ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ବଡ଼ଚଣା ଆର୍ଆଣ୍ଡବି ସବ୍ଡିଭିଜନର ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (AEE) ତପନ ସେଠୀଙ୍କ ଘର ଓ ଅଫିସରେ ଭିଜିଲାନ୍ସ ଚଢ଼ାଉ କରିଛି।ଗୁରୁବାର ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଆରମ୍ଭ ହୋଇଛି। କଟକ, ଭୁବନେଶ୍ୱର, ପୁରୀ ଓ ଯାଜପୁରର ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି।କଟକ ସ୍ଥିତ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଅଦାଲତ ପକ୍ଷରୁ ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ Continue Reading




