Home Posts tagged Jajpur (Page 13)
Odisha News
ବ୍ୟାସନଗର/ଦାନଗଦି, ୫/୫: ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଧୂଳିଗଡ ପଞ୍ଚାୟତ ବେଙ୍ଗପାଟିଆ ଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବିଦ୍ୟୁତ୍ ଆଘାତରେ ବାପ-ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା ଗୁରୁତର ଥିବ ଜଣାଯାଇଛି। ମୃତକ ହେଲେ ବାପା ଗଣେଶ ମଣ୍ଡଳ(୬୬) ଓ ପୁଅ ଆଶୁତୋଷ ମଣ୍ଡଳ(୩୨)। ଗୁରୁତର ହେଲେ ତୁଳସୀ ମଣ୍ଡଳ (୬୪)।ସୂଚନା ଅନୁଯାୟୀ, ପ୍ରତିଦିନ ଭଳି ଆଜି ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଗଣେଶ ମଣ୍ଡଳ, ତୁଳସୀ ଓ […]Continue Reading
Odisha News
ଭୁବନେଶ୍ବର,୩/୫: ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ରାଜନୀତି ଓ ପ୍ରଚାର ସରଗରମ ହେଉଛି। ଯାଜପୁର ଜିଲ୍ଲା କୋରେଇ ବିଧାନସଭା ଆସନ ପାଇଁ ମଧ୍ୟ ପ୍ରଚାର ଜମୁଛି।ଏହି ଆସନରେ ବିଜେଡି ପ୍ରଣବ ପ୍ରକାଶ ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ଆକାଶ ଦାସ ନାୟକଙ୍କୁ ବିଜେପି ପ୍ରାର୍ଥୀ କରିଛି। କଂଗ୍ରେସ ଟିକେଟ୍ରେ ବନ୍ଦିତା ପରିଡ଼ା ପ୍ରାର୍ଥୀ ହୋଇଛନ୍ତି। ତେବେ ଆକାଶ ଦାସଙ୍କ ପାଇଁ ପ୍ରଚାର ମୈଦାନକୁ Continue Reading
Odisha News
ବରୀ, ୩/୫: ଯାଜପୁର ଜିଲ୍ଲା ବରୀରୁ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ। ବିଜେପି ଛାଡ଼ି ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ବିଜେପିରୁ ଟିକେଟ୍ ନମିଳିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଦେବାଶିଷ। ଗତକାଲି ବରୀରୁ ଉମେଶ ଜେନାଙ୍କୁ ପ୍ରାର୍ଥୀ କରିଛି ଭାରତୀୟ ଜନତା ପାର୍ଟି। ବିଜେପି ଟିକେଟରେ ନିର୍ବାଚନ ଲଢ଼ିବା ନେଇ କିଛି ଦିନ ତଳେ ବିଜେଡ଼ି ଛାଡ଼ିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ।ଏବେ ଟିକେଟ ନ ମିଳିବା ପରେ ସାମାଜିକ ଗଣମାଧ୍ୟମରେ Continue Reading
Odisha News Ollywood News
ଯାଜପୁର, ୧୮/୪ : ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ।ଏହି ଖବର ଜଣା ପଡିବା ପରେ ତାଙ୍କ ଜନ୍ମସ୍ଥାନ ବରୀ ସହିତ ସମଗ୍ର ରାଜ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । ବିଶେଷ କରି ରାଜ୍ୟର […]Continue Reading