
ଯାଜପୁର,୧/୨ : ଯାଜପୁର ଜିଲା ସୁକିନ୍ଦା ଥାନାରେ କାର୍ୟ୍ୟରତ ପୋଲିସ ଏସ୍ଆଇ ଅଭୟ ନାୟକଙ୍କୁ ଶନିବାର ଭିଜିଲାନ୍ସ ଉଠାଇନେଇଛି। ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଏସ୍ଆଇଙ୍କୁ କାବୁ କରି ନେଇଥିଲା।ମିଳିଥିବା ସୂଚନା ମୁତାବକ, ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ କହି ପୋଲିସ ଏସ୍ଆଇ ଅଭୟ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଜଣକ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଭିଜିଲାନ୍ସର ଏକ ଟିମ୍ ଯୋଜନା Continue Reading