Home Posts tagged jammu and kashmir (Page 6)
Odisha News
ଜମ୍ମୁ-କଶ୍ମୀର, ୨୨/୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ଗୁଳି ବିନିମୟରେ ଥରେ ଉଠିଛି ଜମ୍ମୁ-କଶ୍ମୀର।ଆଜି ସୁଞ୍ଜୱାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି। ଆତଙ୍କବାଦୀମାନେ ଗୋଟିଏ ଘର ଭିତରେ ଲୁଚି ରହି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ମାଡ଼ କରୁଛନ୍ତି।ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଉଛି। ଏହି ଏନକାଉଣ୍ଟର୍ରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ୪ ଜଣ ଆହତ Continue Reading