Home Posts tagged janmastami at puri
Odisha News
ପୁରୀ ୧୮/୮: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଜି ଜନ୍ମ ଉତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ।ଖବର ଅନୁଯାୟୀ, ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। Continue Reading
Seo wordpress plugin by www.seowizard.org.