
ନୂଆଦିଲ୍ଲୀ, ୧/୧: ନୂଆବର୍ଷରେ ଜାପାନରେ ବଡ଼ ଧରଣର ଭୂମିକମ୍ପ ହୋଇଛି। ଏଥିରେ ହଜାର ହଜାର ଲୋକେ ପ୍ରଭାବିତ ହୋଇଛନ୍ତି। ବାରମ୍ବାର ଭୂମିକମ୍ପରେ ଦୋହଲିବା ପରେ ଜାପାନରେ ସୁନାମୀ ଆସିଛି। ଇଶିକାୱାରେ ସମୁଦ୍ରରେ ୫ ଫୁଟ ଉଚ୍ଚର ସୁନାମୀ ଲହଡ଼ି ମାଡ଼ ହୋଇଛି। ଏହାକୁ ନେଇ ଲୋକେ ଭୟଭିତ ହୋଇପଡିଛନ୍ତି। ଜାପାନ ଉପକୂଳରୁ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ସେପଟେ ଭୂମିକମ୍ପ ଯୋଗୁ ୩୩ ହଜାର ଲୋକେ ଏବେ ଅନ୍ଧାରରେ ଅଛନ୍ତି। ବିଦ୍ୟୁତ ଯୋଗାଣ ବ୍ୟାହତ Continue Reading