
ଭୁବନେଶ୍ୱର,୧/୮: ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ଆସନରେ ବସିଲେ ଜୟ ନାରାୟଣ ମିଶ୍ର । ଗୃହରେ ବାଚସ୍ପତିଙ୍କ ଘୋଷଣା ପରେ ଆନୁଷ୍ଠାନିକ ଭାବେ ଜୟ ନାରାୟଣ ଦାୟିତ୍ୱ ଗ୍ରହଣ କରିଛନ୍ତି।ଦାୟିତ୍ୱ ଗ୍ରହଣ ପରେ ବାଚସ୍ପତି ଶୁଭେଚ୍ଛା ଜଣାଇଥିବାବେଳେ କଂଗ୍ରେସ ବିଧାୟକ ଦଳ ନେତା ବି ଶୁଭେଚ୍ଛା ଜଣାଇବା ସହ ସ୍ୱାଗତ କରିଛନ୍ତି ।ସୂଚନା ଥାଉ କି ନିକଟରେ ବିଧାୟକ ପ୍ରଦୀପ୍ତ ନାଏକ ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଇଥିବାରୁ ନୂଆ ବିଧାୟକ ଦଳ ନେତା ତଥା […]Continue Reading