Home Posts tagged jee entrance
Odisha News
ଭୁବନେଶ୍ୱର,୨୩/୭ : ପ୍ରଶ୍ନପତ୍ର ଲିକ୍ ହୋଇଥିବା ଜଣାପଡ଼ିବା ପରେ JE ସିଭିଲ ମେନ୍ ପରୀକ୍ଷା ରଦ୍ଦ କଲା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ। ଗତ ୧୬ ତାରିଖରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରାଯାଇଥିବା ଟ୍ୱିଟ୍ କରି ସୂଚନା ଦେଲେ OSSCଚେୟାରମ୍ୟାନ ଅଭୟ। ବାଲେଶ୍ୱର ଏସପିଙ୍କ ରିପୋର୍ଟ ଅନୁସାରେ ପରୀକ୍ଷା ରଦ୍ଦ ହୋଇଛି। ଏଥିସହ ସେପ୍ଟେମ୍ବର ୩ରେ ସାନି ପରୀକ୍ଷା ନେଇ ସୂଚନା ଜାରି କରାଯାଇଛି।ସେପଟେ ବାଲେଶ୍ୱର ଏସପି ସାଗରିକା ନାଥ ଆଜି ସୂଚନା ଦେଇଛନ୍ତି ଯେ, ଗତ Continue Reading
Odisha News
ଭୁବନେଶ୍ବର,୨୯/୪ : ସର୍ବଭାରତୀୟ ଜେଇଇ (ମେନ) ସେସନ-୨ ପରୀକ୍ଷାଫଳ ପ୍ରକାଶ ପାଇଛି । ଶନିବାର ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ପ୍ରକାଶ ପାଇଛି ।ସର୍ବଭାରତୀୟ ସ୍ତରରେ ୪୩ ପରିକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ସ୍କୋର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଟପ ରାଙ୍କର ପ୍ରାୟ ୨.୫ ଲକ୍ଷ ପରୀକ୍ଷାର୍ଥୀ ଜେଇଇ (ଆଡଭାନ୍ସଡ୍ ) ହେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।ତେଲେଙ୍ଗାନାର ସିଙ୍ଗରାଜୁ ଭେଙ୍କଟ କୁଣ୍ଡିନ୍ୟ ସର୍ବଭାରତ ସ୍ତରରେ ଟପ୍ପର Continue Reading
Odisha News
ଭୁବନେଶ୍ବର,୭/୨: ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍ନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଏବେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ।ଚଳିତବର୍ଷ ସମୁଦାୟ ୮.୬ ଲକ୍ଷ ପରୀକ୍ଷାର୍ଥୀ ପେପର୍-୧ ପରୀକ୍ଷା ଦେଇଥିବା ବେଳେ ୦.୪୬ ଲକ୍ଷ ପରୀକ୍ଷାର୍ଥୀ ପେପର୍-୨ ପରୀକ୍ଷା ଦେଇଥିଲେ। ଏନ୍ଟିଏ ଏହି ପ୍ରବେଶିକା ପରୀକ୍ଷା Continue Reading
Seo wordpress plugin by www.seowizard.org.