Home Posts tagged Jharsuguda assembly by-poll
Odisha News
ଭୁବନେଶ୍ବର,୧୩/୫: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି।ଏଣେ ବିଜୟ ପରେ ଗଣମାଧ୍ୟମ Continue Reading
Odisha News
ଝାରସୁଗୁଡ଼ା,୧୩/୫: ଝାରସୁଗୁଡ଼ା ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୨୩ ଖଣ୍ଡ ଭୋଟ ମିଳିଛି।ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନର ସକାଳ Continue Reading
Odisha News
ଭୁବନେଶ୍ବର/ଝାରସୁଗୁଡ଼ା,୧୦/୫: ଆଜି ପୂର୍ବାହ୍ନ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ୨୦.୩୮ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଝାରସୁଗୁଡ଼ାରେ ଶାନ୍ତିଶୃଙ୍ଖଳାର ସହ ମତଦାନ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି।ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି କହିଛନ୍ତି, ଝାରସୁଗୁଡ଼ା ବିଧାନସଭା ଉପ ନିର୍ବାଚନରେ ସବୁ ବୁଥରେ ସକାଳ ୭ ଟାରେ ପୁଲିଙ୍ଗ ଆରମ୍ବ ହୋଇଛି। ମକ ପୋଲ ସମ Continue Reading
Odisha News
ଝାରସୁଗୁଡ଼ା,୧୦/୫ : ଝାରସୁଗୁଡ଼ା ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର।ମୋଟ୍ ୨୫୩ ବୁଥରେ କଡ଼ା ସୁରକ୍ଷା ମଧ୍ୟରେ ସଂଧ୍ୟା ୬ଟା ଯାଏ ମତଦାନ ଚାଲିବ। ମୋଟ ୨୫୩ଟି ବୁଥରୁ ଅଧିକାଂଶ ୨୨୭ଟି ଗ୍ରାମାଂଚଳ ଓ ଦୁର୍ଗମ ଅଂଚଳରେ । ଆଉ ୨୬ଟି ବୁଥକୁ ପିଙ୍କ୍ ବୁ୍ଥ କରାଯାଇଛି । ପ୍ରତ୍ୟେକ ବୁଥରେ ୪ଜଣ […]Continue Reading
Odisha News
ଝାରସୁଗୁଡ଼ା,୭/୫: ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର କରିଛନ୍ତି, ତାହା ଆପଣମାନେ ଜାଣିଛନ୍ତି। ନବ କିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ମଧ୍ୟ ବିରୋଧୀମାନେ ସେହିଭଳି ଭାବେ ଗାଳି ଦେଉଛନ୍ତି।ବିଜୁ ଜନତା ଦଳ (ବିଜେଡି)ର ପ୍ରାର୍ଥୀ ଦୀପାଳି ଦାସ ଏହି ଝାରସୁଗୁଡ଼ା ମାଟିର ଝିଅ, ତାଙ୍କୁ ସେବା କରିବାର ସୁଯୋଗ ଦେବେ ବୋଲି ମୋର ବିଶ୍ବାସ ଏବଂ ଅନୁରୋଧ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦାସଙ୍କ ସପକ୍ଷରେ Continue Reading
Odisha News
ଭୁବନେଶ୍ବର,୬/୫: ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ବିଶେଷ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମ ଥର ପାଇଁ ସବୁ ବୁଥରେ ହେବ ୱେବକାଷ୍ଟିଂ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ସିଧାସଳଖ ନିର୍ବାଚନ ଅଧିକାରୀ ଦେଖି ପାରିବେ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି କହିଛନ୍ତି, ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ୪୦% ସମ୍ବେଦନଶୀଳ ବୁଥ ଅଛି। ଝାରସୁଗୁଡ଼ାରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ Continue Reading
Odisha News
ଝାରସୁଗୁଡା,୧୮/୪ : ଝାରସୁଗୁଡା ଝାରସୁଗୁଡା ଉପନିର୍ବାଚନ ଲଢ଼େଇ ରୋଚକ ମୋଡ଼ରେ ପହଞ୍ଚିଛି। ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ପୂର୍ବାହ୍ନ ୧୦ଟାରେ ଝାରସୁଗୁଡା ସହରସ୍ଥିତ ପାଟଣେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ରାଲିରେ ଆସି ମନମୋହନ ସ୍କୁଲ ପଡ଼ିଆରେ ପହଞ୍ଚି ଥିଲେ। ଏଠାରୁ ବିଜେଡିର ରାଜ୍ୟସ୍ତରୀୟ ନେତୃବର୍ଗ ଓ ଦଳୀୟ କର୍ମୀଙ୍କ ସହିତ ବିଶାଳ ପଟୁଆରରେ ଝଣ୍ଡା ଛକ, ରେଲୱେ ଷ୍ଟେସନ ଛକ, ବସ ଷ୍ଟେସନ ଛକ, Continue Reading
Top Stories
By Mahendra Darjee Jharsuguda, April 14: The BJP has announced the name of Tankadhar Tripathy as its candidate for the Jharsuguda bypoll. Tankadhar’s name was declared by the party’s Central Election Committee late on Wednesday evening. He will lock horns with ruling Biju Janata Dal’s nominee Dipali Das and Congress candidate Tarun Pandey. According to […]Continue Reading
Seo wordpress plugin by www.seowizard.org.