Home Posts tagged Kalia yojana
Top Stories
Bhubaneswar, Aug. 28: The new BJP government in Odisha has decided to replace the existing KALIA (Krushak Assistance for Livelihood and Income Augmentation) scheme with an ambitious CM-Kisan Yojana, informed deputy chief minister Kanak Vardhan Singh Deo on Wednesday. Speaking in the Odisha Legislative Assembly, the deputy CM said that farmers would get Rs 4000 […]Continue Reading
Odisha News
ଭୁବନେଶ୍ଵର,୨୦/୯: ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଥିବା ବେଳେ ୬୮ ହଜାର […]Continue Reading
Odisha News
ଭୁବନେଶ୍ୱର,୧/୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି।୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୮୭୭ କୋଟି ଟଙ୍କା ସହାୟତା ପଠାଯାଇଛି। ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ Continue Reading
Odisha News
ଭୁବନେଶ୍ବର,୩୦/୮: ଚାଷୀଙ୍କୁ ରାଜ୍ୟ ସରକାର ଦେଇଛନ୍ତି ନୂଆଖାଇ ଭେଟି। ଏହି ଭେଟିରେ ଚାଷୀମାନଙ୍କୁ କାଳିଆ ଟଙ୍କା ମିଳିବ। ସମୁଦାୟ ୮୬୯ କୋଟି ଟଙ୍କାରେ ୪୧ ଲକ୍ଷ ଚାଷୀ ଉପକୃତ ହେବେ। ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟ୍କୁ ୨୦୦୦ ଲେଖାଏ ଟଙ୍କା ଦିଆଯିବ।ଏହା ପୂର୍ବରୁ ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ଗତ ମେ ୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୃଷକମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଥିଲେ। ଏହାଦ୍ବାରା ଝାରସୁଗୁଡା ବ୍ୟତୀତ Continue Reading
Odisha News
ଭୁବନେଶ୍ୱର,୨୮/୩: କୃଷକଙ୍କ ଜୀବିକା ଓ ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା କାଳିଆ ଯୋଜନା ଅବଧିକୁ ଆଉ ତିନି ବର୍ଷ ପାଇଁ ବଢ଼ାଇ ଦିଆଯାଇଛି। କାଳିଆ ଯୋଜନାର ଅବଧି ମାର୍ଚ୍ଚ ୩୧ରେ ଶେଷ ହେଉଥିବା ବେଳେ ଏହାକୁ ତିନି ବର୍ଷ ବଢ଼ାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରବିବାର ଦିନ ଏହାକୁ କ୍ୟାବିନେଟ୍ ଅନୁମୋଦନ ମିଳିଥିବା ବିଶ୍ବସ୍ତ ସୂତ୍ରରୁ ଜାଣିବାକୁ ମିଳିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିଲା କାଳିଆ Continue Reading
Seo wordpress plugin by www.seowizard.org.