ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା\’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ସିଟୁପଡ଼ି, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୩୦/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଗୁରୁବାର ଅପରାହ୍ନରେ ଘଡଘଡ଼ି ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବୋହିବା ସହିତ ବଜ୍ରାଘାତରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଟିକାବାଲି ଥାନା ଅନ୍ତର୍ଗତ ବପଲମେଣ୍ଡି (ବି) ବାହାଡ଼ା ସାହି ଗ୍ରାମପଞ୍ଚାୟତ ଅଧୀନସ୍ତ ଗୁଡାରସାହିର ବିମ୍ବାଧର ବିଷୋୟୀଙ୍କର ଦ୍ୱିତୀୟ କନ୍ୟା ରୁପାଲୀ ବିଷୋୟୀ (୨୩) ।ରୁପାଲୀଙ୍କ ପରିବାର ନିଜ ଘର Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା\’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଦାଉଙ୍ଗିଆ, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୩ : : ହୋଲି ଦିନ ପାଣିରେ ବୁଡ଼ି ନିଖୋଜ ଥିବା ଯୁବକର ଗଳିତ ମୃତ ଦେହ ଗୁରୁବାର ମିଳିଲା କ୍ଷ ଗଂଜାମ ଜିଲ୍ଲାର ଓଡ୍ରାଫ ଟିମ ପକ୍ଷରୁ ୪ ଘଣ୍ଟାର ମିଶନ ପରେ ପାଣିରେ ନିଖୋଜ ଯୁବକର ମୃତ ଦେହ ଉଦ୍ଧାର କରିବାରେ ସଫଳ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ମୁତାବକ ହୋଲି ଖେଳ ପରେ ଗୁଇବନ୍ଧା ଡ୍ୟାମରେ ଗାଧେଇବା ସମୟରେ କୌଣସି କାରଣ ବଶତଃ ନୁଆସାହିର ମଧୁସୁଦନ ବିଷୋୟୀ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୩: ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ ।ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୩ : ବାଲିଗୁଡାରେ କାନ୍ଦୁଲ ଯାତ୍ରା ପର୍ବ ମହାସମାରୋହରେ ପାଲିତ ହୋଇଯାଇଛି । ଚଳିତ ବର୍ଷ ମା ପାଟଖଣ୍ଡା ଦୁର୍ଗା ପୁଜା ସମିତି ତରଫରୁ ପାଳନ କରିବାକୁ ପରସ୍ତୁତି କରାଯାଇଛି । ମାପାଟଖଣ୍ଡା କାନ୍ଦୁଲ ଯାତ୍ରା ଭେଟଘାଟ ରଆୟୋଜନ କରାଯାଇଛି ।ମନ୍ଦିରରେ ମାଙ୍କ ପାଖରେ ଭୋଗରାଗ ଲାଗିବା ସହ କାନ୍ଦୁଲ ଭଜା ଓ ଝଟା ଭଜାକୁ ରିତିନିତିପ୍ରକାରେ ପଜାର୍ଚ୍ଚନା କରାଯାଇଥିଲା । ଆସନ୍ତାକାଲି ସମିତି ତରଫରୁ ଦୁଇ ରାଜାକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ଏପ୍ରିଲ ୭ ତାରିଖ ରେ ଆୟୋଜିତ ହେବାକୁ ଥିବା ତେର ଶମ୍ଭୁ ମିଳନ ସମାରୋହ ନିମନ୍ତେ ପ୍ରଶାସନ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି କ୍ଷ ଏହି ବୈଠକରେ ପୁଲିସ ପ୍ରଶାସନ ତରଫରୁ ଅସ୍ଥାୟୀ ଫାଣ୍ଡି ଶୃଙ୍ଖଳା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୩ : କନ୍ଧମାଳ ପୁଲିସ ପଞ୍ଝାରେ ପଡିଛି ଆନ୍ତରାଜ୍ୟ ଗଞ୍ଜେଇ ଚାଲାଣକାରୀ ରାକେଟ । ଯାହାକୁ ନେଇ ପୁଲିସ ଏବେ ଚଳଚଞ୍ଚଳ ହୋଇ ପଡିଛି । ସାଧାରଣ ନିର୍ବାଚନ କୁ ଆଖି ଆଗରେ ରଖି ବାଲିଗୁଡା ପୁଲିସ ପକ୍ଷରୁ ବାରଖମା ନିକଟସ୍ଥ ଡାବୁଡାକା ଘାଟିରେ ବୁଧବାର ଦିନ ବାଲିଗୁଡା-ଲଣ୍ଡାଗାଁ ରାସ୍ତା ରେ ବ୍ଲକିଂ କରି ଗାଡି ମୋଟର ଚେକିଙ୍ଗ କରୁଥିବା ବେଳେ ସେହି ରାସ୍ତା ଦେଇ ଦୁଇଟି କାର ଆସୁଥିବା ବେଳେ […]Continue Reading

କନ୍ଧମାଳ,୨୧/୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଛି ।ସେ ଏହି ପେନସନ ଟଙ୍କାକୁ ହଡପ କରି ଶେୟାର ମାର୍କେଟରେ ଲଗାଇଥବା ଜଣାପଡିଛି । ସରକାରୀ ଅର୍ଥ ହେରଫେର ମାମଲାରେ ରସାନନ୍ଦଙ୍କୁ ଅଧିକ ପଚରାଉଚରା କରୁଛି ଭିଜିଲାନ୍ସ ଟିମ । ଶିକ୍ଷକଙ୍କ ଅଭିଯୋଗ […]Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୩/୩: ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାର ସଦର ମହକୁମା ଫୁଲବାଣୀ ଠାରୁ ଜିଲ୍ଲାର ବିଭିନ୍ନ ଦୁର୍ଗମ ଅଞ୍ଚଳକୁ ଜନସାଧାରଣମାନଙ୍କ ଗମନାଗମନ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ଗତ ୨୦୧୪ ମସିହାରେ ଫୁଲବାଣୀଠାରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଏକ ଶାଖା ପ୍ରତିଷ୍ଠା କରାଯାଇଥିଲା । ଶାଖା ପ୍ରତିଷ୍ଠା ହେବା ପରଠାରୁ ଜିଲ୍ଲାର ବିଭିନ୍ନ ଦୁର୍ଗମ ଅଞ୍ଚଳକୁ ବସ୍ ଚଳାଚଳ କରୁଥିଲା ।ଯାହା ଦ୍ଵାରା Continue Reading