ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଟାଉନ ହଲ୍ ପରିସରରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ ହୋଇଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାର ଏବଂ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।ଏଥିରେ ପିଏ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ Continue Reading




