ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ସିଜିଗାଣ୍ଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୮୦ରୁ ଉର୍ଦ୍ଧ୍ଵ ଲୋକେ ଆହତ ହୋଇଥିବା ବେଳେ ଅନେକଙ୍କ ଅବସ୍ଥା ଗୁରତର ରହିଛି ।ସୂଚନା ମୁତାବକ ଗଦାପୁର ପଞ୍ଚାୟତ ପୁଟୁଡୁ ମାହା ଗ୍ରାମରୁ କନ୍ୟା ଯାତ୍ରୀ ଲୋକେ ଏକ ଟ୍ରକ ଯୋଗେ ଭୋଜି ଖାଇବାକୁ ବର ଯାତ୍ରୀ ଗ୍ରାମ ପାଙ୍ଗାଲିକୁ ଆସୁଥିଲା ।ପ୍ଲିହେରି ପଞ୍ଚାୟତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୬: ଆଶିଷ ଈଶ୍ୱର ପାଟିଲ କନ୍ଧମାଳ ର ନୂତନ ଜିଲାପାଳ ଭାବେ ଦାଇତ୍ୱ ଗ୍ରହଣ କରିବେ । ସେ ବର୍ତମାନ ବାଲେଶ୍ୱର ଉପଜିଲାପାଳ ଓ ବାଲେଶ୍ୱର ମୁନିସିପାଲିଟି ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ଗୁରୁବାର ଶ୍ରୀ ପାଟିଲ ଙ୍କୁ ସରକାର କନ୍ଧମାଳ ଜିଲ୍ଲାପାଳ ଭାବେ ବଦଳି କରିଛନ୍ତି ।ସେହିପରି ଫୁଲବାଣୀ ଜିଲାପାଳ ଥିବା ଡ଼ା. ଵୃନ୍ଦା ଡି ଙ୍କୁ ପରିଚାଳନା ନିର୍ଦେଶକ, ଓ ଏସ ଏମ ସି ଏଲ. ଭୁବେନଶ୍ୱର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପଥପ୍ରାନ୍ତ ସେବା କେନ୍ଦ୍ର ଠାରେ ରଜମଉଜ କାର୍ଯ୍ୟକ୍ରମ ଦୁଇ ଦିନ ଧରି ଆୟୋଜିତ ହେବା ପରେ ଉଦଯାପିତ ହୋଇଯାଇଛି ।ନାଗରିକ ମଞ୍ଚ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ପତିତପାବନ ରାଉତଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥି ଭାବେ ସରପଞ୍ଚ ସୁଶ୍ରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୬: ସାରା ଓଡିଶା ରେ ତିନି ଦିନିଆ ରଜ ପର୍ବ ଧୁମ ଧାମରେ ପାଳିତ ହେଉଥିବା ବେଳେ କନ୍ଧମାଳ ଜ଼ିଲ୍ଲା ର ବାଲିଗୁଡା ବ୍ଲକ ର ଉପାନ୍ତ ଗାଁ ଗୁଡିକ ରେ ମଧ୍ୟ ରଜ ପର୍ବ ମାହା ଆଡମ୍ବର ପାଳିତ ହୋଇଯାଇଛି ।ବିଭିନ୍ନ ଗାଁ ଗହଳିରେ ଧୂମଧାମରେ ଘରେ ଓ ବାହାରେ ଦୋଳି ବାନ୍ଧି କୁଆଁରି ଝିଅମାନେ ପାଳନ କରୁଛନ୍ତି ରଜ ପର୍ବ।ନୂଆ ଲୁଗା ଓ ପୋଷାକ ପିନ୍ଧି ବିଭିନ୍ନ ପ୍ରକାରର ପିଠା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୬: ତିନିଦିନିଆ ସର୍ବ ଭାରତୀୟ ଟୁରିଷ୍ଟ ଫେଷ୍ଟିବାଲ ବାଙ୍ଗାଲୁରୁର କୋଲକତାର ଖୁଡିରାମ ଇଣ୍ଡର ଷ୍ଟାଡିୟମରେ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଓଡ଼ିଶାରୁ ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ହୋଟେଲ ଆସୋସିଏସନ ଯୋଗ ଦେଇ ଓଡ଼ିଶା ଟୁରିଜମ କୁ ସର୍ବ ଭାରତୀୟ ସ୍ତରରେ ପ୍ରମୋଟ କରିଥିଲେ ।ଆନ୍ତର୍ଜାତୀୟ ଏହି ଫେଷ୍ଟିବଲ ସକାଳ ୧୧ ରୁ ରାତ୍ରି ୮ ଟା ଯାଏ ତିନି ଦିନ ଧରି ଚାଲିଥିଲା।ଏଥିରେ ସମସ୍ତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୨/୬: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ରେଞ୍ଜ ଅନ୍ତର୍ଗତ ଗୋଚ୍ଛାପଡ଼ା ସଂରକ୍ଷିତ ଜଙ୍ଗଲର ପକାରୀ ପଞ୍ଚାୟତର ଜିରିଙ୍ଗପଡ଼ା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ପଡ଼ିଯାଇଥିବା ହାତୀ ଛୁଆକୁ ଉଦ୍ଧାର କରାଯାଇଛି।ଫିରିଙ୍ଗିଆ ରେଞ୍ଜର ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ଏକ ୩୦ ଜଣିଆ ଟିମ୍ ଗତ କାଲି ସନ୍ଧ୍ୟାରୁ ହିଁ ଖବର ପାଇବା ପରେ ଘଟଣାସ୍ଥଳକୁ ଯାଇଥିଲେ।ସେଠାରେ ୪ ଘଣ୍ଟାର ରେସକ୍ୟୁ ଅପରେସନ୍ ପରେ ହାତୀ ଛୁଆଟି ଉଦ୍ଧାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୯/୬: ଜାଗ୍ରତ କନ୍ଧମାଳ ପକ୍ଷରୁ ପଛୁଆ ବର୍ଗ ଓବିସି ସମ୍ପ୍ରଦାୟ ପ୍ରତି କେନ୍ଦ୍ର ରାଜ୍ୟ ସରକାରଙ୍କ ଅବିଚାରକୁ ନେଇ ୬ ଦଫା ଦାବି ଉପସ୍ଥାପନ କରିବା ପାଇଁ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ମାଦୀକୁନ୍ଦା ଛକ ଠାରୁ ଶାନ୍ତି ପ୍ରତିବାଦ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଛି। ଶୋଭାଯାତ୍ରା ବେଳେ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରକାର ନାରାବାଜି କରାଯାଇଥିଲା।ଜାଗ୍ରତ କନ୍ଧମାଳ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୭/୬: କନ୍ଧମାଳ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ, ପ୍ରଧାନ ମହାଲେଖାକାର(ଲେଖା ଏବଂ ହକଦାରୀ) ଓ ଲେଖା ନିୟନ୍ତ୍ରକ, ଓଡ଼ିଶା ସହଯୋଗରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଚଳିତ ଜୁନ୍ ମାସ ୯ ଓ ୧୦ ତାରିଖ ଦିନ କନ୍ଧମାଳ ଜିଲ୍ଲାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୪/୬: ଦ୍ୱିତୀୟ ପର୍ଯ୍ୟାୟ ରେ ହାତକୁ ନିଆଯାଇଥିବା କନ୍ଧମାଳ ଜିଲ୍ଲାର ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି।କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି।ଚକାପାଦ ବ୍ଲକରେ ହାତକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତ ଠାରେ ଜୀବନଜ୍ୟୋତି କଳା ପରିଷଦ ତରଫରୁ ପାରମ୍ପାରିକ ଆଦିବାସୀ କଳା ବିକାଶ ଉପରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା ।ଜୀବନ ଜ୍ୟୋତି କଳା ପରିଷଦ ର ସଭାପତି ରଜନୀ କାନ୍ତ ଦିଗାଳ ଙ୍କ ଅଧ୍ୟକ୍ଷତାରେ ଏବଂ ବାଲିଗୁଡା ଉପଖଣ୍ଡ କଳାକାର ସଂଘ ର ନିମନ୍ତ୍ରିତ ଅତିଥି ଙ୍କ ଗହଣ ରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା ।ପାରମ୍ପରିକ କଳା […]Continue Reading