ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୩/୪: କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ଗଞ୍ଜୁଗୁଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓଡ଼ିଶା ମହିଳା ଜୀବିକା ସୁରକ୍ଷା ମଞ୍ଚ କନ୍ଧମାଳର ଫୁଲବାଣୀ ଶାଖା ତରଫରୁ ବ୍ଲକ ର ନବ ନିର୍ବାଚିତ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ମାନଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଶାଖାର ଫୁଲବାଣୀ ଓ ଫିରିଙ୍ଗିଆ ଦାୟିତ୍ୱରେ ଥିବା ବ୍ଲକ ସଂଯୋଜିକା ଭାରତୀ ରାଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି । ତାଙ୍କର ଦେହାନ୍ତ ବେଳକୁ ୮୪ ବର୍ଷ ହୋଇଥିଲା ।ନିଜ ବାସ ଭବନ ସଲାଗୁଡା ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ସେ ଶିକ୍ଷକ ରୁ ଅବସର ଗ୍ରହଣ କରିବା ପରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡା ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ସେ ଦୀର୍ଘ ଦିନ ଧରି ଶଯ୍ୟାରେ ପଡି ରହି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୂଜାରୀ ସାହିରେ ପ୍ରଫୁଲ ଦାଶ ଙ୍କ ଘରେ ଭଡା ରହୁଥିବା ଜଣେ ଶିକ୍ଷକ ଘରେ ସଟ୍ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ ହୋଇଯାଇଛି ।ଭଡାରେ ରହୁଥିବା ଶିକ୍ଷକ ଜଣକ ଅନୁପସ୍ଥିତ ଥିବା ଯୋଗୁଁ ଘର ତାଲା ଝୁଲୁ ଥିଲା । ଘର ଭିତରୁ ଧୂଆଁ ବାହାରୁ ଥିବା ବିଷୟ ଆଖପାଖ ସାହି ବାସିନ୍ଦା,ଓ ନିକଟରେ ଥିବା ସିଆରପିଏଫ୍ ବାଟାଲିୟନ ଦେଖିବା ପରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୧/୪: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଧିନ ଆର. ନୂଆଗାଁ ଗରାକୁମ୍ପା ପ୍ରାଥମିକ ବିଦ୍ୟାଳୟ ନିକଟରେ ଏକ ବାଇକ୍ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି ।ମୃତ ଜଣକ ହେଲେ ବୌଦ୍ଧ ଜିଲ୍ଲା ଚାରିଛକ ଥାନା ଆଡ଼େନିଗଡ଼ ଗ୍ରାମର ବସନ୍ତ ମୁଖି (୩୫) । ବସନ୍ତ ନିଜ ମାମୁ ଘର ଆର.ନୂଆଗାଁ ରେ ରହୁଥିବା ବେଳେ କୌଣସି କାମରେ ରାତି ୮ଟା ବେଳେ ଆର୍ ନୂଆଁଗାଁ ଠାରୁ ଲାଇନପଡ଼ା ଯାଇଥିବା ବେଳେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୦/୪:କନ୍ଧମାଳ ଜିଲ୍ଲାରେ ଫୁଲବାଣୀ ଆଇଟିଡିଏ ରାଜ୍ୟରେ ଥିବା ୨୨ଗୋଟି ଆଇଟିଡିଏ ମଧ୍ୟରେ ଫୁଲବାଣୀ ଆଇଟିଡିଏ ହାସଲ କରିଛି ପ୍ରଥମ ସ୍ଥାନ । ଚଳିତବର୍ଷ ଜିଲ୍ଲା ପାଇଁ ଆଣିଦେଇଛି ଗୌରବ । ଫୁଲବାଣୀ, ଖଜୁରୀପଡ଼ା ଓ ଫିରିଙ୍ଗିଆ ବ୍ଲକକୁ ନେଇ ଫୁଲବାଣୀ ଆଇଟିଡିଏ ଗଠିତ ।ଏହି ୩ଟି ବ୍ଳକର ଆଦିବାସୀ ମାନଙ୍କ ଜିବନ ଜୀବିକା ରେ ଉନ୍ନତି ଆଣିବା ସହ ସେମାନଙ୍କ ଜୀବନଶୈଳୀରେ ଯଥେଷ୍ଟ ପରିବର୍ତ୍ତନ ଆଣିପାରିଛି ।ବିଭିନ୍ନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୮/୪: ଦୀର୍ଘ ଦୁଇ ବର୍ଷ ପରେ ସୋମବାର ଦିନ ଖୋଲିଛି କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ । ଯାହାକୁ ନେଇ ଜିଲ୍ଲାବାସୀ ଖୁସି ବ୍ୟକ୍ତ କରିଛନ୍ତି ।ସେହିପରି ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଏଥିରେ ଜିଲ୍ଲାପାଳ ଡା ବୃନ୍ଦା ଡି, ଏସ୍ପି ଭିନୀତ ଅଗ୍ରଓ୍ୱାଲ୍, ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱରଞ୍ଜନ ନାୟକ, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ.ସୁବାସ ସରକାର, ଦିନିକିଆ କନ୍ଧମାଳ ଗସ୍ତରେ ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ସରକାର ପଶ୍ଚିମବଙ୍ଗ ରୁ ଟ୍ରେନ ଯୋଗେ ଭୁବନେଶ୍ୱର ଆସି ସେଠାରୁ କାର ଯୋଗେ ସିଧାସଳଖ କନ୍ଧମାଳ ଜିଲା ଗସ୍ତରେ ଆସି ଦିନ ଦଶଟା ସମୟରେ ସର୍କିଟ ହାଉସ ଠାରେ ପହଞ୍ଚିଥିଲେ ।ସେଠାରେ ବିଜେପି ଓ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛସ୍ଵୀତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ବିଜେପି ପକ୍ଷରୁ ବିଜେପି ନେତା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୫/୪: କନ୍ଧମାଳ ଜିଲ୍ଲା ଫୁଲବାଣୀ ର ପ୍ରସିଦ୍ଧ ମା ନାରାୟଣୀ ଙ୍କ ଯାତ୍ରା ପାଇଁ ପବିତ୍ର ପଣା ସଂକ୍ରାନ୍ତି ଅବସରରେ ଯାତ୍ରାପଡିଆ ଠାରେ ଶୁଭ ଖୁଣ୍ଟି ପ୍ରତିଷ୍ଠା କରାଯାଇଛି ।କମିଟି ସଦସ୍ୟ ଓ ଭକ୍ତ ମାନେ ମିଶି ଫୁଲବାଣୀ ସହରର ର ଏଫ୍.ସି.ଆଇ ନିକଟରୁ ଜଣେ ଭକ୍ତ ଙ୍କ ବାଡି ରଥିବା ବାଉଁଶ କୁ ପୂଜା ଅର୍ଚନା କରିବା ପରେ ଉକ୍ତ ବାଉଁଶ କୁ କଟାଯାଇ ଅଣା ଯିବାପରେ ଯାତ୍ରା ପଡିଆ ଠାରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୫/୪: ଅଗ୍ନୀକୁ ସାକ୍ଷୀ ରଖି ବିବାହ କରିଥଲେ । ଆଉ ସୁଖଦୁଃଖରେ ସାଥୀ ହୋଇ ରହିବାକୁ କଥା ଦେଇଥିଲେ ସ୍ୱାମୀ । ହେଲେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ, ଯୁକ୍ତିତର୍କ ହୋଇଥିଲା । ଏଥିରେ ହଠାତ ଉତ୍ୟକ୍ତ ହୋଇ ନିଷ୍ଠୁର ସ୍ୱାମୀ ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏଭଳି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା କାଶିନୀପଦର ଗାଁରେ ଦେଖିବାକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୮/୪ :ରାଜ୍ୟରେ ସାମ୍ବାଦିକ ମାନଙ୍କ ଉପରେ ପୋଲିସର ମାତ୍ରାଧିକ ଅତ୍ୟାଚାର ବଢି ବଢି ଚାଲିଛି।ପ୍ରତିବାଦ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ।ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ପ୍ରତି ପୋଲିସର ଜଘନ୍ୟ ଅତ୍ୟାଚାରର ପ୍ରତିବାଦରେ କନ୍ଧମାଳ ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସ ଙ୍କ ନେତୃତ୍ୱରେ ଜିଲ୍ଲାପାଳ ଅନୁପସ୍ଥିତ ଥିବା ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ Continue Reading