ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୪/୩: ଗମନାଗମନର ମୁଖ୍ୟ ମାଧ୍ୟମ ପାଲଟିଛି ବିଜୁ ସେତୁ। ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା, ବୁଡ଼ୁକିଆ ଓ ସିନ୍ଦ୍ରିଗାଁ ପଞ୍ଚାୟତରେ ୧୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହେବ ଚାରୋଟି ବିଜୁ ସେତୁ । ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ବ୍ଲକ୍ ଅଧ୍ୟକ୍ଷା ନିଶାବତୀ ମଲ୍ଲିକ ସମ୍ପୃକ୍ତ ଅଞ୍ଚଳ ଗସ୍ତକରି ସେତୁ ନିର୍ମାଣ ନିମନ୍ତେ ଶିଳାନ୍ୟାସ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଠାରୁ ୧୮କି.ମି ଦୂରରେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରୁତୁଙ୍ଗିଆ ଗ୍ରାମ ଅବସ୍ଥିତ । ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧିନସ୍ଥ ଋତୁଙ୍ଗିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ୫ମ ବାର୍ଷିକ ଉତ୍ସବ ଚଳିତ ମାସ ୧୭ ଶନିବାର ଦିନ ଆୟୋଜିତ ହୋଇଥିଲା ।ଏହି ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ ମୁଖ୍ୟ ଅତିଥି ଯୋଗ ଦେଇଥିବା ବେଳେ ବାଲିଗୁଡା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୨: ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଦୈନନ୍ଦିନ ଜୀବନରେ ବ୍ୟବହୃତ ହେଉଥିବା ଅତ୍ୟାବଶ୍ୟକୀୟ ସାମଗ୍ରୀ କ୍ରୟ କରିବା ନିମନ୍ତେ ମଙ୍ଗଳବାର ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ରାଜ୍ୟର ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ପରିବାର ପିଛା ୧୦୦୦ ଟଙ୍କା ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ ହୋଇଥିବା ବେଳେ ବାଲିଗୁଡା ଉପଖଣ୍ଡ ସ୍ତରରେ ସ୍ଥାନୀୟ ଉପଜିଲ୍ଲାପାଳ ଡ଼ା.ରୀନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୨: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି।ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହି ପରିଚାଳନା କରିଥିଲେ। ଏହି ଉଦ୍ଘାଟନ ଉତ୍ସବ ପାଇଁ ବାଲିଗୁଡା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା Continue Reading
ବାଲିଗୁଡ଼ା, ୧୫/୨: କନ୍ଧମାଳ ଜିଲ୍ଲା ସ୍ତରୀୟ ଜନଜାତି କ୍ରୀଡ଼ା ମହୋତ୍ସବରେ ବାଲିଗୁଡ଼ା ବ୍ଲକର ଦମଦାର ପ୍ରଦର୍ଶନ । ଏ ନେଇ ବାଲିଗୁଡା ବ୍ଲକ୍ ପ୍ରଶାସନ ପକ୍ଷରୁ କୃତି ପ୍ରତିଯୋଗୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଜନଜାତି କ୍ରୀଡ଼ା ମହୋତ୍ସବ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ବାଲିଗୁଡ଼ା ବ୍ଲକରୁ ଦଳଗତ ୫ଟି ଓ ବ୍ୟକ୍ତିଗତ ୬ ଟି ଇଭେଣ୍ଟରେ ୧୧୬ ଜଣ ଆଦିବାସୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରା ସରକାରୀ ଉଚ୍ଚ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଶିକ୍ଷୟତ୍ରୀ ସ୍ମିତାରାଣୀ ସାହୁ ସଭା ପରିଚାଳନା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ସମ୍ମାନିତ ଅତିଥି ଭାବେ ବାଲିଗୁଡା ଅତିରିକ୍ତ ମଙ୍ଗଳ ଅଧିକାରୀ ବିଭୀଷଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସାଇ ହୋଟେଲ ମ୍ୟାନେଜମେଣ୍ଟ ଇନିଷ୍ଟି ଚ୍ୟୁଟରେ ରବିବାର ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି।ଉକ୍ତ ସଭାରେ ବାଲିଗୁଡ଼ା ଶାଳବଣ ସାହିତ୍ୟ ସଂସଦ ସଭାପତି ଡ଼.ମଧୁସୂଦନ ମହାପାତ୍ର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସଭାପତି କୌଶିକ ସାହୁ, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରେ ଭିଡ଼ିଓ କନଫରେନ୍ସ ଜରିଆରେ ଡାଇଲିସିସ ସେଣ୍ଟର ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହି ଲୋକାର୍ପଣ କାର୍ୟ୍ୟକ୍ରମରେ ବାଲିଗୁଡା ବିଧାୟକ ଚକ୍ରମଣୀ କହଁର,ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ,ବାଲିଗୁଡା ଏନ.ଏ.ସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ଶ୍ରବଣ ସାହୁକାର ଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨/୨: ରାଜଧାନୀ ଭୁବନେଶ୍ୱରରେ ଚାଲିଥିବା ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍ରେ ଦିନକୁ ଦିନ ଚାହିଦା ବୃଦ୍ଧି ପାଇବା ସହ ବେଶ୍ ଭିଡ଼ ମଧ୍ୟ ଜମୁଛି।ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି।ଆମେ ଯଦି ଏହାକୁ କିଣି ସେମାନଙ୍କୁ ଲାଭ ନ ଦେବା ତା’ ହେଲେ ସେମାନଙ୍କ ବ୍ୟବସାୟ ହେବ କିଭଳି। ଆଉ ଏହି ଷ୍ଟ୍ରବେରି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩୦/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷ ଠାରୁ ନୂତନ ଭାବେ +୨ ମୂଲ୍ୟାୟନ କେନ୍ଦ୍ର ରାଜ୍ୟ ସରକାର ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଖୋଲା ଯାଇଛି।କନ୍ଧମାଳ ଜିଲ୍ଲାରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁଲବାଣୀରେ ଏକମାତ୍ର ମୂଲ୍ୟାୟନ କେନ୍ଦ୍ର ରହିଥିଲା, ଯାହାକି ବାଲିଗୁଡ଼ାରୁ ଫୁଲବାଣୀର ଦୂରତା ୮୨ କି.ମି. ପୁଣି ଘାଟୀ ରାସ୍ତା।ଏ Continue Reading