Home Posts tagged Kandhamal (Page 4)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୯/୭: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଳକର ଯତ୍ନୀ ରବୀନାରାୟଣ ଲେଙ୍କା ଦୁର୍ବୃତ୍ତଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଛନ୍ତି । ଇଞ୍ଜିନିୟର ଶ୍ରୀ ଲେଙ୍କା ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ ସେହି ଅଞ୍ଚଳର ରଞ୍ଜିତ ସାଶମଲ ନାମକ ଜଣେ ଯୁବକ ଅତର୍କିତ ପଥର ମାଡ କରିବାରୁ ତାଙ୍କର ମୁଣ୍ଡ ଫାଟି ଯାଇ ପ୍ରବଳ ରକ୍ତ ବାହାରିଥିଲା ।ଏହି ସମୟରେ ତାଙ୍କ ଅଫିସ କର୍ମଚାରୀ ମାନେ ତୁରନ୍ତ ଡାକ୍ତରଖାନା ନେଇ ଭର୍ତ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାଟାଗୁଡ଼ା ପଞ୍ଚାୟତ ପୁଷାଙ୍ଗିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବସର ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷୟିତ୍ରୀ ରେବତୀ କୁମାରୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବିଦ୍ୟାଳୟରେ ଥିବା ପ୍ରଧାନ ଶିକ୍ଷୟିତ୍ରୀ ରାଧିକା ପ୍ରଧାନ ଅବସର ଗ୍ରହଣ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ କୁନ୍ତଳା କହଁର ବଦଳି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୬: ବିଶ୍ୱ ରକ୍ତ ଦାନ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଅବସ୍ଥାପିତ ୧୨୭ ବାଟାଲିୟନ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ ତରଫରୁ ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନା ପରିସରରେ ବିଶ୍ୱ ରକ୍ତ ଦାନ ଶିବିର ଆୟୋଜନ ହୋଇଥିଲା।ଏଥିରେ ବାଟାଲିୟନର ୧୧ ଜଣ ଅଧିକାରୀ ଓ ଜବାନ ସକ୍ରିୟ ଅଂଶଗ୍ରହଣ କରିବା ସହ ରକ୍ତ ଦାନ କରି ବିଶ୍ୱ ରକ୍ତ ଦାନ ଦିବସକୁ ସଫଳ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଦ୍ୱିତୀୟ କମାଣ୍ଡ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୩/୬: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଭାରତୀୟ ଷ୍ଟେଟବ୍ୟାଙ୍କରେ ଅଗ୍ନିକାଣ୍ଡ। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ବ୍ୟାଙ୍କର ରେକର୍ଡ ରୁମ୍ ସମ୍ପୂଣ୍ଣପୋଡି ଯାଇଥିବା ଜଣାପଡିଛି। ଘଟଣାସ୍ଥଳରେ ଫିରିଙ୍ଗିଆ ଓ ପରେ ଫୁଲବାଣୀରୁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନା ଅନୁଯାୟୀ, ଗୋଚ୍ଛାପଡା ଭାରତୀୟ ଷ୍ଟେଟବ୍ୟାଙ୍କ ଶନିବାର ଏବଂ ରବିବାର ବନ୍ଦ ଥିଲା।ରବିବାର ସକାଳୁ Continue Reading
Odisha News
କନ୍ଧମାଳ,୮/୬ : ପୋଖରୀରେ ବୁଡ଼ି ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଛି। କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା ଳିଙ୍ଗାଗଡ଼ରେ ଘଟିଛି ଏହି ଘଟଣା।ମୃତ ଦୁଇ ମହିଳା ହେଉଛନ୍ତି ସୂର‌୍ୟ୍ୟକାନ୍ତି ପ୍ରଧାନ ଓ କୁରୁମଣି ପ୍ରଧାନ। ଆଜି ସକାଳେ ସେମାନେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ କୁରୁମଣିଙ୍କ ଗୋଡ଼ ଖସି ଯାଇଥିଲା। ସେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ସୂର‌୍ୟ୍ୟକାନ୍ତି ମଧ୍ୟ ବୁଡ଼ି ଯାଇଥିଲେ।ଉଭୟ ପୋଖରୀରେ ବୁଡ଼ି ଯାଇଥିବା ଦେଖି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୫: କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଗ୍ରସ୍ତ କରି ସରକାରଙ୍କ ଦ୍ବାରା ନିର୍ମାଣ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ସହ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ନୂତନ ଭାବେ ବୈଷିକ ଶିକ୍ଷା ପାଇଁ ଖୋଲାଯାଇଥିବା ଆଇ,ଟି,ଆଇ କଲେଜ ପରିଦର୍ଶନ ସହ ଫିଟର ଓ ସିଲେଇ ପ୍ରାକ୍ଟଟିକାଲ କକ୍ଷ ବୁଲି ପିଲାଙ୍କ ଅଭାବ ଅସୁବିଧା ବୁଝିଥିଲେ Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୪: କନ୍ଧମାଳ ଜିଲ୍ଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁର ହେଇଥିବା ଆଠଟି ଏକଲବ୍ୟ ଆବାସିକ ବିଦ୍ୟାଳୟ ଖୁବ୍ ଶିଘ୍ର ଭିତ୍ତପ୍ରସ୍ତର ଦେବା ପାଇଁ କେନ୍ଦ୍ର ଅନୁସୂଚୀତ ଜନଜାତି ମନ୍ତ୍ରୀ ବିଶ୍ୱେଶ୍ଵର ଟୁଡୁ ଙ୍କ ନିକଟରେ ଦାବୀ କରିଛନ୍ତି ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ।ଜିଲ୍ଲାରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କୁ ସର୍ବଭାରତୀୟ ସ୍ତରରେ ସମକକ୍ଷ ହେବା ନେଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦଣ୍ଡପଦର ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ “ନାଦବ୍ରହ୍ମ” ପାଳିତ ହୋଇଯାଇଛି। ବିଦ୍ୟାଳୟର ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ପ୍ରଥମେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ସମସ୍ତ ଅତିଥି ଙ୍କୁ ଚନ୍ଦନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।ଶିକ୍ଷକ ଚିନ୍ତମଣି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଟଗଡ ବ୍ଲକ ପି.ସି.ସି ସଭ୍ୟ ତଥା ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀଙ୍କ ୭୭ ବର୍ଷରେ ପରଲୋକ ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ସମଗ୍ର କନ୍ଧମାଳ ଜିଲ୍ଲା କଂଗ୍ରେସ ପରିବାର ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।ସ୍ବର୍ଗତ ତ୍ରିପାଠୀ ଦୀର୍ଘ ଦିନ ଧରି ଅସୁସ୍ଥତା ଥିବା ଯୋଗୁଁ ପୁନେ ଠାରେ ରହୁଥିବା ସାନପୁଅ ନିକଟରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୪/୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି। ଏନେଇ ବ୍ୟବସାୟୀ ଜଣକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି।ଅଭିଯୋଗକୁ ଭତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତବକ, ସଂସ୍କାର ପାତ୍ର ଗ୍ରୋସରି ହୋଲ୍ସେଲ Continue Reading