କନ୍ଧମାଳ,୩/୮: ପୁଣି ସାପ ଉଜାଡ଼ି ଦେଲା ସଂସାର। ଛାରଖାର କରିଦେଲା ପରିବାର। ସର୍ପାଘାତରେ ସ୍ୱାମୀ ଆଖି ବୁଜି ଦେଇଥିବା ବେଳେ ମେଡିକାଲ ବେଡରେ ଛଟପଟ ହେଉଛନ୍ତି ପତ୍ନୀ। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଲାଇନପଡ଼ା ଫାଣ୍ଡି ଅନ୍ତର୍ଗତ ପାଣ୍ଡୁଲି ଗ୍ରାମରେ ।ମୃତକଙ୍କ ନାମ ବିମଳ କହଁର ଏବଂ ଗୁରୁତର ଥିବା ତାଙ୍କ ସ୍ତ୍ରୀଙ୍କ ନାମ ସତ୍ୟଭାମା କହଁର। ସେ ବର୍ତମାନ ଗୁରତର ଅବସ୍ଥାରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି Continue Reading




