ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୩: ଗଞ୍ଜେଇ ଚାଲାଣ ବେଳେ ବାଲିଗୁଡା ପୋଲିସ ଚଢଉ କରି ୩୫ କେଜି ଗଞ୍ଜେଇ ଜବତ କରିଥିବା ବେଳେ ଜଣକୁ ଗିରଫ କରିବା ସହ ଏକ ହୋଣ୍ଡା ଆମାଜି କାର ନଂ. ଓଡି-୦୨-କ୍ୟୁ-୭୫୮୭ କୁ ମଧ୍ୟ ଜବତ କରିଛନ୍ତି ।ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଗାଙ୍ଗପୁର ଗ୍ରାମର ସତ୍ୟଜିତ ପାଣିଗ୍ରାହୀ ବୋଲି ପୋଲିସ କହିଛି । ଏ ନେଇ ବାଲିଗୁଡା ପୋଲିସ କେଶ ନଂ.୭୪/୨୩ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୩:କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ନେହେରୁ ଯୁବ କେନ୍ଦ୍ର ତରଫରୁ ୧୪ ତମ ଆଦିବାସୀ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ପାଇଁ କନ୍ଧମାଳରୁ ଏକ ୨୦ ଜଣିଆ ଦଳ ମଧ୍ୟପ୍ରଦେଶର ଇନ୍ଦୋର ଅଭିମୁଖେ ଯାତ୍ରା କରିଛନ୍ତି । ଏହି ଅବସର ରେ ବାଲିଗୁଡା ଟାଉନ ହଲ୍ ସଭାଗୃହ ଠାରେ ଏକ ଆଦିବାସୀ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ମୂଖ୍ୟ ଅତିଥି ଭାବରେ ସ୍ଥାନୀୟ ଉପ ଜିଲ୍ଲାପାଳ ଏମ.ଏସ. ମଧୁମିତା ଯୋଗ ଦେଇଥିବା ବେଳେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୮/୩: ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ସମେଟିଭ ଆସେସମେଣ୍ଟ-୨ ମାଟ୍ରିକ ପରୀକ୍ଷାରେ କନ୍ଧମାଳ ଜିଲ୍ଲାର ମୋଟ ୬୨ କେନ୍ଦ୍ରରେ ୧୦,୧୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଚଳିତବର୍ଷ ଜିଲ୍ଲାର ମୋଟ ୨୦୮ଟି ହାଇସ୍କୁଲର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷାରେ ଅଂଶଗ୍ରହଣ କରୁଛନ୍ତି।ଏଥିପାଇଁ ଜିଲ୍ଲାରେ ମୋଟ ୧୬ଟି ନୋଡାଲ କେନ୍ଦ୍ର ସ୍ଥାପନ କରାଯାଇଛି। ଫୁଲବାଣୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୯/୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଅଞ୍ଚଳରେ ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର ହଳଦୀ ପାଇଁ ବିଶ୍ୱ ବିଖ୍ୟାତ ହୋଇପାରିଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ କନ୍ଧମାଳ ହଳଦୀର ସ୍ବତନ୍ତ୍ର ପରିଚୟ ରହିଥିବା ବେଳେ ଏବେ ଦିଲ୍ଲୀରେ ନିଜେ ଭାରତର ପ୍ରଧାନମନ୍ତ୍ରୀ ଅତି ନିକଟରୁ କନ୍ଧମାଳ ହଳଦୀ ଗୁଣ୍ଡ ସମେତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୨: ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଗଲା ଯାତ୍ରୀବାହୀ ବସ୍। ଫଳରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କନ୍ଧମାଳ ଜିଲ୍ଲାରେ ଘଟିଛି। ‘ସାଲୁଙ୍କି’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ନିର୍ଦ୍ଧାରିତ ସମୟରେ ମୁନିଗୁଡ଼ାରୁ ଯାତ୍ରୀଙ୍କୁ ଧରି ଫୁଲବାଣୀ ଅଭିମୁଖେ ବାହାରି ଥିଲା। ବସ୍ରେ ୩୦ରୁ ଅଧିକ ଯାତ୍ରୀ ଥିଲେ।ତେବେ କନ୍ଧମାଳ ଜିଲ୍ଲା ଦେଇ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଏକ ଡକାୟତି ଘଟଣାର ଚାରିଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍ ଅଜୟ ଦିଗାଳକୁ ଗିରଫ କରି ପର୍ଦ୍ଧାଫାଶ କଲା ପୋଲିସ୍ । ଅଜୟ ନିକଟରୁ ଗୋଟିଏ କାର୍, ଦୁଇଟି ମୋବାଇଲ ଓ ନଗଦ ତିନି ହଜାର ଟଙ୍କା ଜବତ କରିଛି ପୋଲିସ୍ ।ଘଟଣା ପ୍ରକାରେ ଚଳିତ ମାସ ୮ ତାରିଖ ସନ୍ଧ୍ୟା ୭ ଟା ସମୟରେ ଜାତୀୟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୨: କନ୍ଧମାଳ ଜିଲ୍ଲାର ପୁରୁଖା ସାମ୍ବାଦିକ ରବୀନ୍ଦ୍ର କୁମାର ଦାସ(ରବି ଭାଇ) ଙ୍କୁ ଚଳିତବର୍ଷର ମର୍ଯ୍ୟାଦା ପୂର୍ଣ୍ଣ “ସାମ୍ବାଦିକ ଗୌରବ ସମ୍ମାନ” ପାଇବାକୁ ମନୋନୀତ ହୋଇଛନ୍ତି।କନ୍ଧମାଳ ଭଳି ପଛୁଆ ଜିଲ୍ଲାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜନଜୀବନ ଆଧାରିତ ବହୁ ଖବର ସଂଗ୍ରହ ତଥା ପରିବେଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ୟ୍ୟ ପାଇଁ ସାମ୍ବାଦିକ କଲ୍ୟାଣ ପାଣ୍ଠି ପକ୍ଷରୁ ତାଙ୍କୁ ଏହି ପୁରସ୍କାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୨: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ହାଟପଦା ପ୍ରାଙ୍ଗଣରେ ପାରମ୍ପରିକ ଲୋକକଳାକାର ସାଂସ୍କୃତିକ ସଂଘ, ଓ ନାରୀସୁରକ୍ଷା ମହିଳା ମହାସଂଘ ର ଆବାହକ କ୍ରିଷ୍ଣା ଚନ୍ଦ୍ର ଦିଗାଲ (ବୁଲୁ)ଙ୍କ ଆହ୍ୱାନ କ୍ରମେ ବ୍ଲକର ବିଭିନ୍ନ ବିଭାଗ ଅନୁଷ୍ଠାନ ର ପରିଚାଳନା କମିଟି ର ମୁଖ୍ୟ ସଭାପତି, ସଭନେତ୍ରୀ, ସମ୍ପାଦିକା, ସମ୍ପାଦକ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।ଉକ୍ତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବରେ ଆବାହକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ ଶୈକ୍ଷିକ ପରାମର୍ଶ ଦାତା ଅଧ୍ୟାପକ ତେଜେଶ୍ଵର ନାୟକ, ବରିଷ୍ଠ ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଉପଖଣ୍ଡ ଉତ୍ସବ ପାଳନ କମିଟି ଆନୁକୂଲ୍ୟରେ ଉପଖଣ୍ଡ ପ୍ରଶାସନ ଓ ସୂଚନା ଲୋକ ସମ୍ପର୍କ ବିଭାଗ ତରଫରୁଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ବୁଧବାର ପ୍ରତ୍ୟୁଷରେ ଆୟୋଜିତ ହୋଇଥିଲା । ଏହି ପ୍ରତିଯୋଗିତା କୁ ସ୍ଥାନୀୟ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା କ୍ରୀଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଏହି ମିନି ମାରାଥନ ଦୌଡ଼ ପ୍ରତିଯୋଗିତା Continue Reading