ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୧: କନ୍ଧମାଳ ଜିଲ୍ଲାରେ ଲୋକ କଳା ତଥା ଲୋକ ସଂଗୀତ ର ପ୍ରଚାର ପ୍ରସାର ଦିଗରେ ଅହରହ ସଂଗ୍ରାମ କରି ରାଜ୍ୟ ତଥା ଦେଶରେ ବିଭିନ୍ନ ମଞ୍ଚ ଓ ସିନେମା ରେ ନିଜର କଳା ନୈପୁଣ ପ୍ରଦର୍ଶନ କରି ଜ଼ିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଥିବା ବିଭିନ୍ନ କଳା ସଂଗଠନ ଏବଂ କଳାକାର ଙ୍କୁ ନିଜ ଜ଼ିଲ୍ଲା ରେ ସ୍ଥାନ ମିଳିନଥିବାରୁ ଲୋକ କଳାକାର ତଥା ସିନେମା ଅଭିନେତା ଜଳନ୍ଧର ବେହେରା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୮/୧: କନ୍ଧମାଳ ଜିଲା ସଦରମହକୁମା ଫୁଲବାଣୀରେ ଗତ ୫ ଦିନ ଧରି ଆରମ୍ଭ ହୋଇଥିବା କ୍ରୀଡ଼ା ମହୋତ୍ସବ ଉଦଯାପିତ ହୋଇଯାଇଛି ।ଜିଲାର ୧୨ ଟି ବ୍ଳକରୁ ୭୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଏଥିରେ ଭାଗନେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ନଳିନୀ ମଳ୍ଲିକ ଓ ସମ୍ମାନିତ ଅତିଥିଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର , ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ , Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୧: ୭୫ତମ ଭାରତୀୟ ପଦାତିକ ସେନା ଦିବସ, ଦେଶରେ ଅତି ଆଡମ୍ବର ସହକାରେ ପାଳିତ ହେଉଛି । ଫୁଲବାଣୀରେ ପାରିଜାତ କଲ୍ୟାଣ ମଣ୍ଡପ ଠାରେ କନ୍ଧମାଳ ଜିଲ୍ଲା ଏବଂ ପଡୋଶୀ ବୌଦ୍ଧ ଜିଲ୍ଲାର ସମସ୍ତ ଅବସରପ୍ରାପ୍ତ ସେନା କର୍ମଚାରୀ ମାନଙ୍କ ଦ୍ୱାରା ଏହି ଉତ୍ସବକୁ ପ୍ରଥମ ଥର ପାଳନ କରାଯାଇଛି ।ଏହି ଅବସରେ ଅବସରପ୍ରାପ୍ତ କର୍ନେଲ ଶିଶିର କୁମାର ଘୋଷ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନେସନାଲ ୱାର ମେମୋରିଆଲ୍ ଏବଂ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୬/୧: ଆଜିର ଏହି ବିଜ୍ଞାନର ଯୁଗ ଯେତିକି ଯେତିକି ଉନ୍ନତ ହେଉଛି ସେହି ତୁଳନାରେ ମାନବିକତା ମଧ୍ୟ ଦିନକୁ ଦିନ ହଜି ଯାଉଛି । ଯାହାର ଏକ ଜ୍ୱଳନ୍ତ ଉଦାହାରଣ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ସଦରଥାନା ଅନ୍ତର୍ଗତ କେରେଡ଼ି ଅଞ୍ଚଳରେ । ନିଜ ବାପାଙ୍କ ମୃତଦେହକୁ ଛୁଇଁଲେନି ପରିବାରଲୋକେ। ଶେଷରେ ସଦର ପୁଲିସ୍ ଓ ଗ୍ରାମବାସୀଙ୍କ ଅନୁରୋଧ ପ୍ରକାରେ କନ୍ଧମାଳ ଜିଲାର ଜଣାଶୁଣା ସ୍ୱେଚ୍ଛାସେବୀ ସଂଗଠନ ଟିମ୍ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଝରିଆପଦା ରେ ଜଣେ ଶିକ୍ଷକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଉଦ୍ୟମ ହୋଇଥିବା ଜଣାପଡ଼ିଛି। ଘଟଣା ଅନୁଯାୟୀ କୋଟଗଡ ଝରିଆପଦା ସାହିରେ ରହୁଥିବା ଗେଟାବାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପଦ୍ମଚରଣ ରଥ ନିଜ ଗୃହ ସମ୍ମୁଖରେ ନିଜର କୁନି ପୁଅକୁ ଧରି ଠିଆ ହୋଇଥିବା ବେଳେ ସେହି ସାହିର ଯୁବକ କୁନା ଆସି ସକାଳ ପ୍ରାୟ ୯ଟା ସମୟରେ ହଠାତ ଟାଙ୍ଗିଆରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ +୨ ପ୍ରଥମ ବାର୍ଷିକ କଳା ବିଜ୍ଞାନ ବାଣିଜ୍ୟ ଛାତ୍ରୀ ଙ୍କ ସକାଶେ ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଘାଟିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଅଧ୍ୟକ୍ଷତା କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ବକ୍ତା ଭାବେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୭/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବଡ଼ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଖାଲରେ ପଡ଼ିଲା ମୋଟରସାଇକେଲ । ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ବୁଡ୍ରୁକିଆ ଗ୍ରାମ ପଞ୍ଚାୟତର ଡାବଲାପଙ୍ଗା ଅଞ୍ଚଳର ଅଜୟ ମଳିକ ହୋଇଥିବା ଜଣାପଡ଼ିଛି ।ଘଟଣା ପ୍ରକାରେ ବିଳମ୍ବିତ ରାତିରେ ଅଜୟ ନିଜ ମୋଟରସାଇକେଲ ଯୋଗେ ବଡ଼ଗାଁ ଦେଇ ଯାଉଥିବା ସମୟରେ ରାସ୍ତାରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୨: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ ବଡ଼ଦିନ ପର୍ବ ଶାନ୍ତି ଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି । ଖ୍ରୀଷ୍ଟ ଧର୍ମାବଲାମ୍ବୀମାନଙ୍କ ପାଇଁ ବର୍ଷସାରା ର ଅନ୍ୟତମ ପବିତ୍ର ପର୍ବ। ଏ ନେଇ ସବୁଆଡ଼େ ହର୍ଷୋଲ୍ଲାସ ର ମାହୋଲ। ଶନିବାର ରାତିରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ।ଏଥିପାଇଁ ସମଗ୍ର କନ୍ଧମାଳ ଜିଲ୍ଲାର ଗ୍ରାମାଞ୍ଚଳର ଚର୍ଚ୍ଚ ଚାରିଆଡ଼େ ବେଶ୍ ସାଜସଜ୍ଜା ହୋଇଛି। ଭଳିକି ଭଳି ରଙ୍ଗବେରଙ୍ଗ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୩/୧୨: ଭୋପାଳରେ କନ୍ଧମାଳର ଆଦିବାସୀ ଯୁବକ ଯୁବତୀଙ୍କ କାମାଲ୍ । ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କଲା କନ୍ଧମାଳ ଟିମ୍ । ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ମାଓ ପ୍ରବଣ ଅଞ୍ଚଳରେ ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।୧୨୭ ବାଟଲିୟନ୍ ସିଆରପିଏଫ୍ ଏବଂ ନେହୁରୁ ଯୁବକେନ୍ଦ୍ର ଫୁଲବାଣୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ସ୍ଥିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି କ୍ଷ ଉକ୍ତ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରିତମ ପ୍ରଧାନ ,ମୁଖ୍ୟବକ୍ତା ଭାବେ ମଣ୍ଡାସରୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସିଂହ ଯୋଗ ଦେଇଥିବା ବେଳେ ଜିଲ୍ଲା Continue Reading