ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୧୨:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଏନ.ଲୁକ ବଳାତ୍କାର ମାମଲାରେ ଟିକାବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ବିବରଣୀରୁ ପ୍ରକାଶ ଯେ, ଟିକାବାଲି ଥାନା ଅନ୍ତର୍ଗତ ଶଙ୍କରାଖୋଲ ଗ୍ରାମର ଜୈନକ ଯୁବତୀଙ୍କ ସହ ୨୦୨୦ ମସିହାରୁ ଉଭୟଙ୍କ ବିବାହ ପାଇଁ ପ୍ରସ୍ତାବ ପଡ଼ିଥିବା ସହ ଉଭୟଙ୍କ ମଧ୍ୟରେ ସଂପର୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୨: ବିଗତ ଦିନରେ ପୋଲିସ ମାଓବାଦୀଙ୍କୁ ମାରିବା ଏବଂ ଦୁଇ ଜଣ ଆତ୍ମସମର୍ପିତ ମାଓବାଦୀଙ୍କୁ ବିବାହ ବନ୍ଧନରେ ବାନ୍ଧିବା ଘଟଣାକୁ ସହଜରେ ନେଇ ପାରି ନାହାନ୍ତି ମାଓବାଦୀ । ରବିବାର ସ୍ପଷ୍ଟ ଦିବା ଲୋକରେ ଜଣେ ଠିକାଦାର/ବଢ଼େଇଙ୍କୁ ସର୍ବ ସମ୍ମୁଖରେ ସେମାନେ ହତ୍ୟା କରି ପୋଲିସକୁ ଖୋଲା ଚ୍ୟାଲେଂଜ ଦେଇଛନ୍ତି । ମୃତ ଠିକାଦାର/ବଢ଼େଇ ହେଲେ କଳାହାଣ୍ଡି ଜିଲା ଆଣ୍ଡ୍ରିଂ ଗ୍ରାମର ରମେଶ ନାୟକ।ଏଥିସହ ଆଉ ୫ ଜଣଙ୍କୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୧୨:: କନ୍ଧମାଳ ଜିଲା ଗୋଛାପଡ଼ା ପଂଚାୟତ ଅନ୍ତର୍ଗତ ପିପଲମାଲ ବିଦ୍ୟାଳୟରେ ଗତ ୧୨ ତାରିଖରେ ଦେଖାଯାଇଥିବା ଅଭାବନିୟ ଘଟଣା ପ୍ରକାରେ ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଛି ବିହିତ କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ପାଇଁ ଉକ୍ତ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ଫିରିଙ୍ଗିଆ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋକ ମିଶ୍ର।କେବଳ ସେତିକି ନୁହେଁ ,ଜନୈକ ଶିକ୍ଷକଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ବାଲିଗୁଡ଼ା ସଙ୍କୁଳ ସ୍ତରୀୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟ ପରିଚାଳନା ସମିତି ର ସଭାପତି ରବିନ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ତଥା ପ୍ରଧାନଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଙ୍କ ତତ୍ତ୍ୱାବଧାନରେ , ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ , ସମ୍ମାନୀତ ଅତିଥି ଉପାଧ୍ୟକ୍ଷା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୭/୧୧: କନ୍ଧମାଳ ଜିଲ୍ଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତି ଗରିବ ହୋଇଥିବାବେଳେ ସେ ହଷ୍ଟେଲ୍ ଏବଂ ଅନ୍ୟାନ୍ୟ ପାଠପଢା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକଭାବେ କାମ କରୁଥିଲେ। ଇଫୁ ଧାନବିଲରେ ଧାନ କାଟୁଥିବାର ଫଟୋ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଇଫୁ ମଲ୍ଲିକଙ୍କ ଆର୍ଥିକ ସମସ୍ୟା ବିଷୟରେ ଅବଗତ ହେଲା ପରେ ରାଜ୍ୟ ସରକାରଙ୍କ ଅନୁସୂଚିତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୬/୧୨: କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଛାପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ଏସ୍ଓଜି-ଡିଭିଏଫ୍ ଯବାନଙ୍କ କମ୍ବିଂ ଅପରେସନ ବେଳେ ଏନ୍କାଉଣ୍ଟରରେ ୨ ଜଣ ମହିଳା ମାଓବାଦୀଙ୍କର ମୃତ୍ୟୁ ହୋଇଥିବାସୂଚନା ମିଳିଛି। ସୁରକ୍ଷାକର୍ମୀମାନେ ଗୋଛାପଡ଼ା-କଣ୍ଟାମାଳ ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ ଥିବା ମାଓ କ୍ୟାମ୍ପକୁ ଧ୍ବସ୍ତ କରିବା ସହ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି।ଗୋଛାପଡ଼ା ଥାନା ଅନ୍ତର୍ଗତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୪/୧୨: ଯେଉଁ ହାତରେ ଦିନେ ବନ୍ଧୁକ ଥିଲା ଆଜି ସେ ହାତରେ ମହେନ୍ଦି ଲାଗିଛି। ପୁଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆଜି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି।କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଏହି ଦୁଇ ଝିଅଙ୍କ ବିବାହ କରାଯାଉଛି। ଦୁଇ ଝିଅଙ୍କ ନାମ ହେଲା ସପନିତା ପାଟମାଝି ଓରଫ ନନ୍ଦିନୀ ଏବଂ ଫୁଲବତି ଉଷେଣ୍ଡା ଓରଫ କରୁଣା ସପନିତା। ସପନିତାର ଘର କନ୍ଧମାଳ ଜିଲ୍ଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟବକ୍ତା ଭାବେ ସିସିଆଇର ସୁପରିଟେଣ୍ଡେଣ୍ଟ ଅଦ୍ଵେଶା ମହାପାତ୍ର, ସମ୍ମାନିତ ଅତିଥି ଭାବେ କାଉନସେଲର ଗୀତାଞ୍ଜଳି ପଣ୍ଡା ଯୋଗ ଦେଇ ନିଜ ବକ୍ତବ୍ୟରେ ମହାମାରୀ ଏଡ୍ସର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩୦/୧୧: ୦୭ ଦଫା ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ ସମୁହ ଆଶା କର୍ମୀ ।ଆଶା କର୍ମୀ ମାନଙ୍କର ଦୀର୍ଘ ଦିନର ନ୍ୟାର୍ଯ୍ୟ ଦାବି ପୂରଣ ହୋଇନଥିବାରୁ ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଆଶା କର୍ମୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ସାରା ରାଜ୍ୟରେ ଏହି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଟିପିଏସଓ ଡିଏଲର ଲାଇନ ମ୍ୟାନ କାଳୁ ଚରଣ ପଲାଇ ନୂତନ ବିଦ୍ୟୁତ ସଂଯୋଗ ଦେବା ପାଇଁ ଶୁକ୍ରବାର ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ଅଧିକାରୀ ମାନେ ଘଟଣା ସ୍ଥଳରେ ଟଙ୍କା ଜବତ କରିବା ସହ ଗିରଫ କରିଥିଲେ ।ଲାଇନମ୍ୟାନ ପଲାଇ ଟିକାବାଲି ବ୍ଲକର ଛତିଝର ଗ୍ରାମର ରୀଙ୍କୁ ଭୁକ୍ତା ନାମକ ଜଣଙ୍କ ଠାରୁ ନୂତନ ବିଦ୍ୟୁତ Continue Reading