ଦାରିଙ୍ଗବାଡ଼ି, ୩।୧୦ : ଓଲଟିଲା ଇ-କମର୍ସ ଟ୍ରକ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଡଙ୍ଗେରୀ ନିକଟରେ ଏକ ଇ-କମର୍ସ ଟ୍ରକ ଓଲଟି ପଡିଛି । ଘଟଣାସ୍ଥଳରେ କମ୍ପାନୀର କର୍ମଚାରୀ ଓ ସ୍ଥାନୀୟଲୋକେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି ।ଖବର ଅନୁଯାୟୀ, ସୋମବାର ସକାଳ ସମୟରେ ଇ-କମର୍ସ କମ୍ପାନୀର ଟ୍ରକଟି ଭବାନୀପାଟଣାରୁ ଦାରିଙ୍ଗବାଡ଼ି ଅଭିମୁଖେ ଆସୁଥିଲେ । ବିପରୀତ ଦିଗରୁ ଆସୁଥିବା ଏକ ଗାଡ଼ି ଚାଳକ ସାଇଡ଼ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୭/୯: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ସଲାଗୁଡା ପଞ୍ଚାୟତର ପୁଲସରୁ ଠାରେ ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୬ ମସିହାରେ ଏକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା । ପରେ ୨୦୦୦ ମସିହାରେ ସରକାରଙ୍କ ଡିପିଇପି ଯୋଜନାରେ ଏହି ବିଦ୍ୟାଳୟକୁ ସ୍ବୀକୃତି ଦିଆଯାଇ ଇଜିଏସ ଶିକ୍ଷକ ନିଯୁକ୍ତି ଦିଆଯାଇଥିଲା ।କିନ୍ତୁ କିଛି ବର୍ଷ ପରେ ଗ୍ରାମବାସୀଙ୍କ ଅଜାଣତରେ ଏହି ବିଦ୍ୟାଳୟ ଅନ୍ୟ ଗ୍ରାମକୁ ଉଠାଇ ନିଆ ଯାଇଥିଲା । ଫଳରେ ପୁଲସରୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୯: କନ୍ଧମାଳ ଜିଲ୍ଲାପାଳ ଡ଼ଃ ଆଶିଷ ଈଶ୍ୱର ପାଟିଲ ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରି ପର୍ଯ୍ୟଟନ ସ୍ଥଳୀ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ ।ଜିଲ୍ଲାପାଳ ପ୍ରଥମେ ଇକୋ ରିଟ୍ରିଟ କାର୍ଯ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ । କଫି ବଗିଚା ପାଖରେ ରହିଥିବା ୨ ହେକ୍ଟର ଜମିରେ ନୂତନ ଭାବେ କଫି ରୋପଣ କାର୍ଯ୍ୟରେ ଯୋଗ ଦେଇଥିଲେ।କଫି ରୋପଣ କରିବା ସହ ଉକ୍ତ କାର୍ଯ୍ୟ ଓ କଫି ବଗିଚା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୫/୯:ଏକ ଦୁଷ୍କର୍ମ ମାମଲା ରେ ଦୋଷୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ । କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ।ସୂଚନା ଅନୁଯାୟୀ ଗତ ୨୦୨୦ ମସିହା ଖରା ଛୁଟି ସମୟରେ ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଲାପଡା ଗ୍ରାମର ଅଭିଯୁକ୍ତ ରୋହିତ କହଁର (୨୧ ବର୍ଷ) କ.ନୂଆଗାଁ ଥାନା ଅଂଚଳର ଦଶମ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୯:କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଏବଂ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ୱନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ଜନ୍ମଦିନ ପାଳନ ନିମନ୍ତେ ଅନୁଷ୍ଠାନ ର ପୁରାତନ ଛାତ୍ର, ଛାତ୍ରୀ ଏବଂ ଗୁରୁଜୀ, ଗୁରୁମା ମୁଖ୍ୟ କାର୍ଯ୍ୟାଳୟର ସମସ୍ତ ପଦାଧିକାରୀଙ୍କ ମଧ୍ୟରେ ଏକ ପ୍ରସ୍ତୁତି ବୈଠକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୦/୯: ଦୃଢ ଇଚ୍ଛା ଶକ୍ତି, କଠିନ ପରିଶ୍ରମ ଓ ଆଗ୍ରହ ଯେକୌଣସି ବ୍ୟକ୍ତିକୁ ସଫଳତା ଆଣି ଦେଇଥାଏ । ଯାହାକି, କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ଜଣେ ଚା’ ବ୍ୟବସାୟୀଙ୍କ ପୁଅ ନିଟର ସର୍ବ ଭାରତୀୟ ସ୍ତରରେ ନିଟ ଏଣ୍ଟ୍ରାନସ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି ।ଫୁଲବାଣୀର କଣ୍ଟ୍ରାକ୍ଟର ପଡା ର ବାସିନ୍ଦା ଶିବ ଶଙ୍କର ବେହେରାଙ୍କ ବଡ଼ ପୁଅ ସୁରଜ ମୋଟ ୬୩୫ ନମ୍ବର ରଖି ୮୬୫ ନମ୍ବର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୯: କନ୍ଧମାଳରେ ପୁଣି ଲାଗିଲା ମାଓବାଦୀଙ୍କ ହାତ ଲେଖା ପୋଷ୍ଟର କ୍ଷ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନାର ଜାମଝୋର ଛକରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରତିନିଧି ମନୋଜ ସାବତ, ପୂର୍ବତନ ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁ ଓ଼ ବ୍ଲକ କ୍ୟାସିଅର ଛବି ବାବୁଙ୍କ ନାମରେ ଲାଗିଛି ପୋଷ୍ଟର ।ବିଭିନ୍ନ ଦୁର୍ନୀତିରେ ଛନ୍ଦିହୋଇ ସରକାରୀ ଅର୍ଥ ହରି ଲୁଟ ଏବଂ ରାଜସ୍ବ ବିଭାଗକୁ ହାତକରି ଜଙ୍ଗଲ ଜମି ନିଜ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ଥାନାରେ କାର୍ଯ୍ୟରତ ମହିଳା ଏସଆଇ ସ୍ୱାଗତିକା ବେହେରାଙ୍କ ଆତ୍ମହତ୍ୟାକୁ ପାଖାପାଖି ୩୨ଘଣ୍ଟା ରୁ ଉର୍ଦ୍ଧ ସମୟ ବିତି ଯାଇଥିଲେ ମଧ୍ୟ ପରିବାର ଲୋକେ ଶବ ବ୍ୟବଚ୍ଛେଦ ନକରାଇ ଥାନା ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।ତାଙ୍କ କହିବା କଥା ହେଉଛି, ଆମ ଭଉଣୀକୁ ଥାନା ଅଧିକାରୀ ରେବତୀ ଶବର କ୍ୱାର୍ଟର ଛାଡ଼ିବାକୁ କହିବା ସହ ବିଭିନ୍ନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୫/୮: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି କ୍ଷ ଏନେଇ ବୁଧବାର ରାତ୍ରରେ ଫୁଲବାଣୀ ସହରରେ ଥିବା ଡାକପାଲା ପୋଲ ଉପରେ ତିନି ଫୁଟ ପାଣି ବହୁଥିଲା। ଅସାବଧାନତା ଯୋଗୁଁ ଜଣେ ବାଇକ୍ ଆରୋହୀ ଭାସିଯାଇଥିଲେ। ଖବର ପାଇବା ପରେ ତୁରନ୍ତ ଅଗ୍ନିଶମ ବିଭାଗ ଏବଂ ଟିମ୍ ହ୍ୟୁମାନିଟି କନ୍ଧମାଳ ସଦସ୍ୟ ଉକ୍ତ ବ୍ୟକ୍ତି ଙ୍କୁ ଖୋଜିବାକୁ ଆରମ୍ଭ କରିଥିଲେ।କିନ୍ତୁ ପାଣିର ସୁଅ ଅଧିକ ଥିବାରୁ କାଲି ରାତି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୮: ସମ୍ପର୍କୀୟଙ୍କ ମୃତ କାର୍ଯ୍ୟରେ ଯୋଗଦେବାକୁ ଯିବା ବେଳେ ଅଘଟଣ ଘଟିଛି । ସମସ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।ଘଟଣା ପ୍ରକାରେ ବୁଧବାର ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ୍ ବୁଡାଗୁଡ଼ା ଅଞ୍ଚଳରୁ କିଛି ଲୋକ ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ଅଞ୍ଚଳକୁ ନିଜ ସମ୍ପର୍କୀୟଙ୍କ ମୃତ କାର୍ଯ୍ୟ (ମାଡ଼ା) ରେ ଯୋଗଦେବାକୁ ଏକ Continue Reading