ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୯: କନ୍ଧମାଳ ଜିଲ୍ଲାରେ ଭାଇଚାର ଓ ଶାନ୍ତି ଶୃଙ୍ଖଳା ରେ ପାର୍ବଣ ପାଳିବାକୁ ଆହ୍ଵାନ ଦେଇଛନ୍ତି ଜିଲ୍ଲା ପ୍ରଶାସନ।କୌଣସି ସୋସିଆଲ ମିଡିଆରେ ଆପତ୍ତି ଜନକ ଖବର କୁ ବିଶ୍ଵାସ ନକରି ଦଶହରା ରେ ଦୂର୍ଗାପୂଜା ଓ କୁମାର ପୂର୍ଣ୍ଣିମା ରେ ଲକ୍ଷ୍ମୀ ପୂଜା ପାଳନ କରିବା ନେଇ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇ ଲୋକଙ୍କ ମନରେ ସଚେତନତା କରାଯାଇ ଥିବା କହିଛନ୍ତି ବାଲିଗୁଡା Continue Reading
ଅରୁଣ କୁମାର ସାହୁଙ୍କ ରିପୋର୍ଟକନ୍ଧମାଳ, ୨୭/୯ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଦେଖାଯାଇଛି ଜମି ବିବାଦ ।ଜଣେ ବ୍ୟକ୍ତିଗତ ଲୋକଙ୍କ ଜମିରେ ସରକାରୀ ବିଦ୍ୟାଳୟ ନିର୍ମାଣ କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଥିଲା ଶନିବାର ଜମି ମାଲିକ ଉକ୍ତ ବିଦ୍ୟାଳୟକୁ ତାଲା ପକାଇଦେଇଛନ୍ତି ।ପ୍ରକାଶ ଯେ ଉକ୍ତ ଗ୍ରାମର ସାନମାଳୀ ପ୍ରଧାନ ଗତ ୨୦୧୮ ମସିହାରେ ଜମି ଡିମାରକେସନ କରାଇବା ବେଳେ ତାଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୯: ଆରମ୍ଭ ହୋଇଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆବାହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି।ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା’ ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ଥିବା ଦୂର୍ଗା Continue Reading
ଅରୁଣ କୁମାର ସାହୁଙ୍କ ରିପୋର୍ଟକନ୍ଧମାଳ, ୨୪/୯ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ କୁ ପର୍ଯ୍ୟଟନକ୍ଷେତ୍ର ଭାବେ ସ୍ୱତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବେ ବ୍ଲକ ପ୍ରଶାସନ ହାତକୁ ଚାଲିଗଲା ପ୍ରଥମ ଦିନରେ ହିଁ ହିଲଭିୟୁ ପାର୍କ ଠାରୁ କଫି ବଗିଚା ରେ ଅଧିକା ପର୍ଯ୍ୟଟକ ବୁଲିଥିବା ଓ ହିଲଭିୟୁ ଠାରୁ ଅଧିକା ଟିକେଟ ବାବଦକୁ ଅର୍ଥ ସଂଗ୍ରହ ହୋଇଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି ।ସେ କହିଛନ୍ତି ଯେ ରବିବାର ସାଂଜାସରୁ ଉନ୍ନୟନ ଟ୍ରଷ୍ଟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୯ : ଆରମ୍ଭ ହୋଇଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆବାହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି।ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା’ ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ଥିବା ଦୂର୍ଗା Continue Reading
ଅରୁଣ କୁମାର ସାହୁଙ୍କ ରିପୋର୍ଟଦାରିଙ୍ଗବାଡି, ୨୦/୯ : ଆଉ ଦାଦନ ଖଟିବୁନି କାହାରି ଗୋଲାମ ସାଜିବୁନି ନିଜ ଜମିରେ ନିଜେ ଖଟିବୁ ଆଉ ଚାଷ କାର୍ଯ୍ୟ କରି ଭଲରେ ଚଳିବୁ ଏଭଳି ନିଷ୍ପତି ନେଇଛନ୍ତି ୪ ଭାଇ ଆଉ ନିଜର ପୈତୃକ ୫ ଏକର ଜମି ରେ ଚାଷ କାର୍ଯ୍ୟ ଆରମ୍ଭ କରି ମାତ୍ର ୩ ମାସ ପରିଶ୍ରମ କରି ଏବେ ଅମଳ ଆରମ୍ଭରୁ ଚଳିତ ମାସରେ ପ୍ରାୟ ୧୫ ହଜାର ରୋଜଗାର କରିସାରିଲେଣି । ଆଉ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୯ : ରାୟଗଡା ଜିଲା କାଶୀପୁର ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ପୈତୃକ ଘର ସମେତ ୯ଟି ସ୍ଥାନରେ ଶୁକ୍ରବାର ପ୍ରାତଃ ୪ ଘଣ୍ଟ ଠାରୁ ଚାଲିଛି ଭିଜିଲାନ୍ସ ଟିମ ର ମାରାଥନ ଚଢ଼ାଉ।ଏହି ଟିମରେ କୋରାପୁଟ ଜିଲା ଜୟପୁର, ନବରଙ୍ଗପୁର ଓ କଳାହାଣ୍ଡିର ସରକାରୀ ସାକ୍ଷୀ ସମେତ ୬ ଜଣିଆ ଭିଜିଲାନ୍ସ କର୍ମଚାରୀ ଡିଏସପି ପ୍ରମିଳା ସୁନାଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରଖିଛନ୍ତି।ମିଳିଥିବା ସୂଚନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୯ : କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ ଖାଲ ହୋଇଛି।ବୁଧବାର ଠାରୁ ଜାତୀୟ ରାଜପଥ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲା ପରେ କାମ ଆରମ୍ଭ ହୋଇଛି। କନ୍ଧମାଳ ଜିଲାବାସୀଙ୍କ ପାଇଁ ଏହି ଘାଟି ରାସ୍ତାଟି ଜୀବନ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,ତା, ୧୮/୯: ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି।ଏନେଇ ଛୋଟ ବଡ ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା ଏପରିକି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇଥିଲେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି ।ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବନଖଣ୍ଡର ୭ ଟି ବନାଞ୍ଚଳରେ ୨୫ ହଜାର ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର Continue Reading




