ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୫/୧୨ : ସମଗ୍ର କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ କମ୍ବିଂ ଅପରେଶନକୁ ଜୋର୍ଦାର କରାଯାଇଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଧିନସ୍ଥ ଗୁମ୍ମା ପଞ୍ଚାୟତ ର ପେଡମ୍ ଘଞ୍ଚ ଜଙ୍ଗଲରେ ଘଟିଛି ଏହି ଏନକାଉଣ୍ଟର ।ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି Continue Reading




