Home Posts tagged KANDHAMALA DISTRICT (Page 14)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୩/୭ : ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ ଆୟୁକ୍ତଙ୍କୁ ମାଡ ଘଟଣାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଓଏଏସ ସଂଘର ପ୍ରତିବାଦ ଜାରି ରହିଛି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି ଓଏଏସ ସଂଘ।ଫଳରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅଫିସ୍‍ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଘଟଣା ପଛରେ ଥିବା ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିବାକୁ ଦାବି କରିଛି ସଂଘ।ଏହାର ପ୍ରତିଫଳନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ କୁ ମିଳିଛି ଆଉ ଏକ ସଫଳତା, ପାଟ୍ରୋଲିଂ କରୁଥିବା ସମୟରେ ଗଞ୍ଜେଇ, ବ୍ରାଉନ ସୁଗାର, ବାଇକ, ମୋବାଇଲ ଫୋନ ଜବତ ସହ ଘଟଣା ରେ ସଂଶିଷ୍ଟ ଥିବା ତିନି ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ କୁ ନେଇ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଏକ ଖବର ଦାତା ସମ୍ମିଳନୀ ରେ ପ୍ରକାଶ କରିଛନ୍ତି ।ସୂଚନାରୁ ପ୍ରକାଶ ଯେ, […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୬ : ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଛନ୍ତି।ଏଥିସହ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ ମାଓବାଦୀ ଦ୍ଵୟ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।କନ୍ଧମାଳ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୬ : ପବିତ୍ର ଘୋଷଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାଉସୀ ମା’ ମନ୍ଦିରରେ ରବିବାର ଚତୁର୍ଦ୍ଧାମୂର୍ତ୍ତୀଙ୍କ କଚ୍ଛପ ଅବତାର ବେଶ ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ ନୀତିକାନ୍ତିରେ ଗୁଣ୍ଡିଚା ମନ୍ଦିରରେ ପୂଜାର୍ଚ୍ଚନା ସହ ସକାଳ ଓ଼ ସନ୍ଧ୍ୟା ଆଳତୀ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି ।ଏହି ନବ ଦିନାତ୍ମକ ଯାତ୍ରା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୬: ଆଦିବାସୀ ଅଧ୍ୟୁଷିତ ଏହି କନ୍ଧମାଳ ଜିଲାରେ ଆଦିବାସୀ ସମ୍ପ୍ରଦାୟର ଛାତ୍ରଛାତ୍ରୀ ଙ୍କ ପାଇଁ ଜିଲ୍ଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବାଲିଗୁଡା ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ପକ୍ଷରୁ ଛାତ୍ରାବାସରେ ମାଗଣାରେ ରହିବା ଖାଇବା, ପାଠ୍ୟ ପୁସ୍ତକ, ପୋଷାକ ଆଦି ଯୋଗାଇ ଦିଆଯାଉଛି ହେଲେ ଦୈନିକ ଚଳଣି ପାଇଁ ଛାତ୍ରଛାତ୍ରୀ ମାନେ ବାଲଟି, ମଗ, ଟ୍ରେ ଓ ଅନ୍ୟାନ୍ୟ ଚଳଣି ଜିନିଷ ନିଜ ନିଜ ଟ୍ରଙ୍କରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଚତୁର୍ଦ୍ଧା ମୂର୍ତ୍ତିଙ୍କ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କ ଏହି ଅପରୂପ ବେଶରେ ଦର୍ଶନ ପାଇଁ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା । ପରମ୍ପରା ଅନୁସାରେ ସ୍ନାନପୂର୍ଣ୍ଣିମାଠାରୁ ଅଣସର ଘରେ ଜ୍ୱରରେ ପୀଡିତ ହୋଇ ଚିକିତ୍ସିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୬ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତା ବିଚ୍ଛିନ୍ନ ଘଟଣାରେ ଆସିଛି ସୁଧାର। ବୁଧବାର ସକାଳ ଠାରୁ ସମସ୍ତ ପ୍ରକାର ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି। ଗୁମାଡି ନଦୀର ଉକ୍ତ ଡାଇଭର୍ସନ ଉପରେ ହ୍ୟୁମ୍ ପାଇପ୍ ପକାଯାଇ ମରାମତି କରାଯାଇଛି।ମଙ୍ଗଳବାର ବର୍ଷା କମିବା ପରେ ସନ୍ଧ୍ୟାରେ ଗୁମାଡି ନଦୀରେ ଜଳସ୍ତର କମିଥିଲା ଓ ଠିକାସଂସ୍ଥା ପକ୍ଷରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୬: କନ୍ଧମାଳ ଜିଲ୍ଲା ସଦର ମହକୁମ୍ମା ଫୁଲବାଣୀ ଠାରେ ଚଳିତ ବର୍ଷ ରଥ ଯାତ୍ରା ଓ ବାହୁଡା ଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀର ସମ୍ମୀଳନୀ କକ୍ଷରେ ଆୟୋଜିତ ହୋଇଯାଇଛି ।ପୂର୍ବ ବର୍ଷ ମାନଙ୍କ ପରି ଚଳିତ ବର୍ଷ ମଧ୍ୟ ରଥ ଯାତ୍ରା ଓ ବାହୁଡା ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୬ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି।ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂର୍ଯ୍ୟ ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ କୁମାର ମାଝୀ କହିଛନ୍ତି। ପୋଲିସ ଗିରଫ ଯୁବକଠାରୁ ବିଭିନ୍ନ କମ୍ପାନୀର ନୂଆ ମୋବାଇଲ ୧୩ ଟି ଜବତ କରିବା ସହ ଚୋରିରେ ବ୍ୟବହୃତ ଫ୍ଲାସ, କଟର, ସ୍କ୍ର‌୍ୟୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିିପୋର୍ଟକନ୍ଧମାଳ, ୧୬/୬ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡ଼ା ପଞ୍ଚାୟତର ବଇରୀକୁମ୍ପା ନିକଟରେ ରାସ୍ତା କଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣଙ୍କ ମୃତଦେହ ଫିରିଙ୍ଗିଆ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି ।ଏଥି ସହିତ ହତ୍ୟାରେ ବ୍ୟବହୃତ ପଥର, ବାଇକ, ମୃତ ଯୁବକର ମୋବାଇଲ ଓ ସାଇକେଲକୁ ମଧ୍ୟ ଜବତ କରିଛି ଫିରିଙ୍ଗିଆ ପୋଲିସ । ପ୍ରକାଶ ଯେ, ବୁଧବାର ଜାର୍ଗୀ ପଡ଼ା […]Continue Reading