Home Posts tagged KANDHAMALA DISTRICT (Page 16)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ର ଗୁରୁବାର ୨୪ ଦିନରେ ମା ‘ଙ୍କ ବିଶ୍ରାମ ଦିବସ ଥିବାରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଭକ୍ତଙ୍କ ସଂଖ୍ୟା ମଧ୍ୟ ଅନ୍ୟ ଦିନ ତୁଳନାରେ ଗୁରୁବାର ଅଧିକ ସଂଖ୍ୟକ ଭକ୍ତଙ୍କ ସମାଗମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ମଧ୍ୟ ଭାଗରେ ଥିବା ପୁରାତନ ସରକାରୀ ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟର ପରିସରରେ ଥିବା ଏକ ବିପଦସଙ୍କୁଳ ଗୃହ ଛାତ ଭୁଶୁଡି ପଡ଼ିଛି ।ବିଦ୍ୟାଳୟ ବନ୍ଦ ରହିଥିଭବାରୁ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି । ଉକ୍ତ ପୁରାତନ ବିଦ୍ୟାଳୟ ପାଟଖଣ୍ଡା ମନ୍ଦିରକୁ ଲାଗି ରହିଛି । ୧୯୬୨ ମସିହାରୁ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟ ଟି ଅଦ୍ୟାବଧି ସୁଦ୍ଧା ଆଜବେଷ୍ଟସ ଛାଉଣି ଶ୍ରେଣୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୭/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ମଙ୍ଗଳବାର ୨୨ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୬ ଦିନରେ ପହଞ୍ଚିଛି ।ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୫ : କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଶିକ୍ଷା ନିକେତନ ପରିସର ମଧ୍ୟରେ ଦେବର୍ଷି ନାରଦଙ୍କ ଜୟନ୍ତୀ ମହୋତ୍ସବ ରବିବାର ପାଳିତ ହୋଇଯାଇଛି ।ଖବରଦାତା ପ୍ରମୋଦ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ସାହୁ, ସମ୍ମାନିତ ଅତିଥି ଭାବେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକର ହାଟପଦା ଠାରେ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ତତ କାଳୀନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଶିଳାନ୍ୟାସ କରିଥିଲେ ।ହେଲେ ଅଦ୍ୟାବଧି ସୁଦ୍ଧା ଏକ ସୁଲଭ ବସଷ୍ଟାଣ୍ଡ ପାଇଁ ଜମି ଅଧିଗ୍ରହଣ ହୋଇ ନ ଥିବାରୁ ପ୍ରାୟ ୧ ବର୍ଷ ରୁ ଅଧିକ ହବ ଠିକାସଂସ୍ଥା ବସଷ୍ଟାଣ୍ଡ ନିର୍ମାଣ କାମ କରିପାରୁ ନ ଥିବା ଅଭିଯୋଗ କରି ଆସୁଥିଲେ ।ବାରମ୍ବାର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୯/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳର ଜଣେ ଯୁବତୀକୁ ଅଟୋ ରେ ଘରକୁ ଛାଡିବାକୁ କହି ଜୋର ଜବରଦସ୍ତ ନେଇ ତିନି ଜଣ ସାଙ୍ଗ ୭ ଦିନ ଏକ ଭଡା ଘରେ ରଖି ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।ପୀଡିତା ର ଅଭିଯୋଗ ଆଧାରରେ ପୁଲିସ ତିନିଜଣ ଯୁବକ କୁ ଗିରଫ କରିବା ସହ ଝିଅ କୁ ନେଇଥିବା ବ୍ୟବହୃତ ଅଟୋ କୁ ଜବତ କରି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୫ : କନ୍ଧମାଳ ପୁଲିସକୁ ମାଓଦମନ ଅଭିଯାନରେ ବଡ଼ ସଫଳତା ମିଳିଛି। ଗୁଇନ୍ଦା ସୂଚନା ଆଧାରରେ କନ୍ଧମାଳ-ରାୟଗଡ଼ା ଜିଲ୍ଲା ସୀମାନ୍ତ କୋଟଗଡ଼ ଥାନା ଦୁର୍ଗାପାଙ୍ଗା ପଂଚାୟତର ଡିମିଲିରୁ ଗେଟେଡ଼ା ମାଝୀ ନାମକ ଜଣେ ସକ୍ରିୟ ମାଓବାଦୀକୁ ଗିରଫ କରିବାରେ ସକ୍ଷମ ହୋଇଛି ।ଗିରଫ ପରେ ଗେଟେଡ଼ା ଠାରୁ ପୁଲିସ ମାଓବାଦୀଙ୍କ ଗତିବିଧିଥ ସମ୍ପର୍କିତ ବହୁ ତଥ୍ୟ ହାସଲ କରିଛି । ଗିରଫ ଗେଟେଡ଼ା ବାଘୁନା ଡିଭିଜିନାଲ୍ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ମଣିପୁର ଗ୍ରାମରେ ଛେଳି ଚରାଇବାକୁ ଯାଇଥିବା ବେଳେ ମୁକୁଳା ଟ୍ରାନ୍ସଫର୍ମରେ ଲାଗି ପେନାପୁସି ଗ୍ରାମର ସମିତି ପ୍ରଧାନ (୩୩)ଙ୍କ ଚାଲିଗଲା ଜୀବନ ।ଘଟଣାରୁ ପ୍ରକାଶ ଯେ, ଶୁକ୍ରବାର ସକାଳେ ଛେଳି ନେଇ ମଣିପୁର ଗ୍ରାମ ଆଡେ ଚରାଇବାକୁ ଯାଇଥିଲେ । ହେଲେ ମଣିପୁର ରେ ଥିବା ପାଚେରୀ ବିହୀନ ଟ୍ରାନ୍ସଫର୍ମରେ ଲାଗି ସମିତି ଙ୍କ ଜୀବନ Continue Reading