ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୫/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୩)ଙ୍କର ରବିବାର ରାତିରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି ।କିଡ୍ନିଜନିତ ରୋଗରେ ପୀଡ଼ିତ ହୋଇ ସେ ଗତକିଛି ଦିନ ହେଲା ଚିକିତ୍ସାଧୀନ ଥିଲେ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଗୁମା ଗ୍ରାମରେ ଜନ୍ମିତ କରେନ୍ଦ୍ର ବାଲିଗୁଡ଼ାରୁ ବିଜେପିରୁ ୨୦୦୪ ଓ ୨୦୦୯ ରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୩/୮: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକାଣ୍ଡକୁ ୧୭ବର୍ଷ ପୂରଣ ହୋଇଛି। ୨୦୦୮, ଅଗଷ୍ଟ ୨୩ରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ପାଇଁ ସ୍ୱାମୀଜୀ କନ୍ଧମାଳର ଜଳେଶପଟା ଆଶ୍ରମକୁ ଯାଇଥିବା ସମୟରେ ପ୍ରାୟ ୪୦ରୁ ଅଧିକ ଆତତାୟୀ ଗୁଳି ବର୍ଷଣ କରିବା ଫଳରେ ସ୍ବାମୀଜୀଙ୍କ ସମେତ ତାଙ୍କର ଚାରିଜଣ ଅନୁଗାମୀଙ୍କ ମୃତ୍ୟୁ ଘଟିଥିଲା।ପରବର୍ତ୍ତୀ ସାମ୍ପ୍ରଦୟିକ ହିଂସାରେ ୩୫ ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା ଓ ଶତାଧିକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୮ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତର ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ଉକ୍ତ ଅଞ୍ଚଳର ଜଣେ ୯୦ ବର୍ଷୀୟା ବୃଦ୍ଧା ଯିଏ କି ଦେଶ ସାଧିନତା ପାଇବା ପୂର୍ବରୁ ସେ ଜନ୍ମ ଗ୍ରହଣ କରିଥିଲେ ସେ ହେଲେ ତାଜୁବତୀ ମଲ୍ଲିକ ବୋଲି ବିଦ୍ୟାଳୟର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏଗାର ଦିନ ଧରି ଆୟୋଜିତ ଫୁଟବଲ ଚମ୍ପିୟାନସିପ ଉଦଯାପିତ ହୋଇଯାଇଛି ।ଏଥିରେ ଅଞ୍ଚଳର ବଛା ବଛା ୧୨ଟି ଦଳ ଅଂଶ ଗ୍ରହଣ କରି ଫାଇନାଲ ଦିନ ଢୁପା ଏଫସି ଦଳ ସହ ସିର୍ତ୍ତିଗୁଡା ଦଳ ମଧ୍ୟରେ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା ।ଏଥିରେ ସ୍ଥାନୀୟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୭ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ସହକାରୀ କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକ ନରେନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣିରେ ମୋଟ ୮୪ ଟି ଅଭିଯୋଗ ଆସିଥିବା ବେଳେ ୪୫ ଟି ଗୋଷ୍ଠୀଗତ ଓ ୩୯ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା ।ସମସ୍ତ ଅଭିଯୋଗ କୁ ଗୁରୁତର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ବନ୍ୟଜନ୍ତୁ ସଂରକ୍ଷଣ ନିମନ୍ତେ କାର୍ଯ୍ୟରତ ଏଭର ଗ୍ରୀନ ଫୋରମ ସଂଗଠନ ପକ୍ଷରୁ ହାତୀ ମାନଙ୍କ ସଂରକ୍ଷଣ ତଥା ଅରଣ୍ୟର ରକ୍ଷଣବେକ୍ଷଣ ନିମିତ୍ତ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଥିଲା ।ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୩/୭: ରାଜ୍ୟ ସରକାର ଆଇଏଏସ ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି।ଏହି କ୍ରମରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।୨୦୨୦ ବ୍ୟାଚର ଆଇଏଏସ ଅଧିକାରୀ ବେଦଭୂଷଣ ଏହା ପୂର୍ବରୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ କାର୍ଯ୍ୟରତ ଥିଲେ।ସେହିଭଳି ବାଲିଗୁଡା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଜଣେ ଯୁବକ ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବାବେଳେ ରାସ୍ତା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେ ହେଲେ ମୃତକ ରଘୁନାଥ ନାୟକ।ତାଙ୍କ ମୃତ ଶରୀର ନିଜ ଗାଁରେ ଗୁରୁବାର ପହଞ୍ଚି ଶେଷକୃତ୍ୟ ସରିଥିବାର ଇତିମଧ୍ୟରେ ୪ ଦିନ ବିତିଯାଇଥିଲେ ମଧ୍ୟ ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଫ୍ରେଣ୍ଡସ ଗ୍ରୁପ ର ନବମ ବାର୍ଷିକ ଗଣେଷ ପୂଜା ପ୍ରସ୍ତୁତି ବୈଠକ ସଭାଗୃହ ନିକଟରେ ଅନୁଷ୍ଠିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ର ଗଣେଷ ପୂଜା ଅଗଷ୍ଟ ମାସ ୨୭ ତାରିଖ ରେ ଆୟୋଜନ ହେବ, ଏହାକୁ ଦୃଷ୍ଟି ରେ ରଖି ଗ୍ରୁପ ପକ୍ଷରୁ ପୂର୍ବ ବର୍ଷ ମାନଙ୍କ ଠାରୁ ଚଳିତ ବର୍ଷର ଗଣେଷ ପୂଜା କୁ ଆହୁରି ସରସ ସୁନ୍ଦର କରି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୩/୭ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ରବିବାର ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଡାକ୍ତରଖାନାର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ରୋଗୀଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।ଏହି ପରିଦର୍ଶନ ସମୟରେ ରୋଗୀ ଓ ସେମାନଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ସାଂସଦ ପଚାରି ବୁଝିବା ସହ ସ୍ୱାସ୍ଥ୍ୟ କର୍ମଚାରୀ ଓ ଡାକ୍ତରଙ୍କ ସହ Continue Reading




