ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୮/୩ : ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ରେ ଚାରି ବର୍ଷର ଶିଶୁ ଆଦଭିକ୍ ପାଢ଼ୀ । ଫଟାଫଟ୍ ସବୁ ପ୍ରଶ୍ନର ଉତ୍ତର ଦେଉଛନ୍ତି ଏହି କୁନି ବିସ୍ମୟ ବାଳକ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଭଗାମୁଣ୍ଡା ସାହିର ଅମୁଲ୍ୟ ପାଢ଼ୀ ଓ ପ୍ରିୟଙ୍କା ପାଢ଼ୀ ଙ୍କ ସୁପୁତ୍ର ଆଦଭିକ୍ ପାଢ଼ୀ ।ସେ ବାଲିଗୁଡ଼ା ସ୍ଥିତ ସାଇ ପ୍ରଭୁଜୀ ଗ୍ଲୋବାଲ ସ୍କୁଲରେ ନର୍ସରୀ ଶ୍ରେଣୀରେ ପାଠ ପଢୁଛନ୍ତି । ଆଦଭିକ୍ ୧ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ତମ ବାର୍ଷିକ ତେର ଶମ୍ଭୁ ମିଳନ ଉତ୍ସବ ଆସନ୍ତା ଏପ୍ରିଲ ମାସ ୬ ତାରିଖ ରବିବାର ଦିନ ଆୟୋଜିତ କରିବା ସମିତି ତରଫରୁ ବିଧିବଦ୍ଧ ଭାବେ ହେବା ପାଇଁ ସ୍ଥିର କରାଯାଇଛି ।ଏହି ପରିପ୍ରେକ୍ଷୀରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ଶ୍ରୀଶ୍ରୀଶ୍ରୀ ମା’ ପାଟଖଣ୍ଡା ଙ୍କ କୃପା ଭିକ୍ଷା ଲାଭ କରିବା ପାଇଁ ପଞ୍ଚୁଦଣ୍ଡ ପରିଚାଳନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୨ : ପବିତ୍ର ମହାଶିବରାତ୍ରୀ ଓ ‘ଜାଗର’ ଉତ୍ସବ ଅବସରରେ ଗାଁଠୁ ସହରର ସମସ୍ତ ଶୈବ ପୀଠ ଚଳଚଞ୍ଚଳ ହୋଇ ଉଠିଛି। ବାଲିଗୁଡା ତଥା ଏହାର ଆଖପାଖ ପ୍ରମୁଖ ଶିବମନ୍ଦିର ସମେତ ଅନ୍ୟନ୍ୟା ମନ୍ଦିରରେ ମଧ୍ୟ ବଢ଼ି ଭୋରୁ ଛୋଟ ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ତଥା ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିବା ସହିତ ମହାଦେବଙ୍କୁ ଦର୍ଶନ କରିଛନ୍ତି। ଅଞ୍ଚଳର ବିରୁପାକ୍ଷ ମନ୍ଦିର, ରାମେଶ୍ୱର ମନ୍ଦିର, ଦଣ୍ଡପଦରର ଧବଳେଶ୍ୱର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଏକ ଚୋରୀ ଘଟଣାରେ ବାଲିଗୁଡା ପୁଲିସ ସୋମବାର ଦୁଇ ପେଶାଦାର ଅପରାଧୀ ଙ୍କ ସମେତ କିଛି ଚୋରୀ ସାମଗ୍ରୀ ଜବତ କରିଥିବା ବିଷୟ କୁ ନେଇ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ।ଘଟଣାରୁ ପ୍ରକାଶ ଯେ, ଚଳିତ ମାସ ୧୬ତାରିଖ ରାତ୍ର ଦୁଇ ଘଣ୍ଟ ପରେ ପରେ ବାଲିଗୁଡା ଟାଉନର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୨: ବନାଗ୍ନୀ ରୋକିବାକୁ ଖରାଦିନ ପୂର୍ଵରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ । ବାଲିଗୁଡା ବନଖଣ୍ଡ ର ଡ଼ିଏଫଓ ବିଶ୍ୱରାଜ ପଣ୍ଡା ଙ୍କ ନିର୍ଦ୍ଦେଶକ୍ରମେ କୋଟଗଡ ବନାଞ୍ଚଳ ଅଧିକାରୀ ବାଳଗୋପାଳ ଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନ ରେ ଶ୍ରୀରାମପୁର ସେକ୍ସନ ଓ ସୁବର୍ଣ୍ଣଗିରୀ ଠାରେ ଏକ ଜନ ସଚେତନତା ସଭା ସହିତ ପଥ ପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଥିଲା ।କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ର କଳାକାର ମାନେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୯/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ସୁବର୍ଣ୍ଣଗିରି ପଞ୍ଚାୟତରେ ଆଜକୁ ଆଠ ମାସ ହେଲା କାମ କରୁନି ବିଏସଏନଏଲ ନେଟୱର୍କ। ଯାହା ଫଳରେ ଗ୍ରାମବାସୀ ମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ବାରମ୍ବାର ଦାବି ସତ୍ବେ ସମସ୍ୟାର ସମାଧାନ କରାଯାଉ ନାହିଁ। ଉତ୍ୟକ୍ତ ଗ୍ରାମବାସୀ ବିଏସଏନଏଲ ଅଧିକାରୀଙ୍କୁ ଘେରାଉ କରି ତୁରନ୍ତ ସମସ୍ୟା ସମାଧାନ ପାଇଁ ଦାବି କରିଛନ୍ତି। Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ତା, ୧୮/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଆଜକୁ ଦୀର୍ଘଦିନ ହେଲା ବିଭିନ୍ନ ପ୍ରକାର ଅଭାବ, ଅସୁବିଧା ଓ ସମସ୍ୟା ମଧ୍ୟରେ ଗତି କରୁଛି ।ସେଥି ମଧ୍ୟରେ ୱାର୍ଡ ନଂ. ୨, ୫, ୬, ୭ ରେ ମଶାଣୀ ଜମି ଚି଼ହ୍ନଟ ହୋଇ ନଥିବାରୁ ଦିନ କୁ ଦିନ ଜମି ମାଫିଆ ଜମି ଦଖଲ କରୁଥିବା ରୁ ମଶାଣୀ ଜମି ସଂକୁଚିତ ହେବାରେ ଲାଗିଛି । ମଶାଣୀ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ , ୧୩/୨: ସମସ୍ତଙ୍କୁ ଖାଦ୍ୟ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରି ଗରୀବ ଲୋକଙ୍କୁ ମାଗଣା ଚାଉଳ ଯୋଗାଇ ଦେଉଛନ୍ତି।ତେବେ ବହୁ ସଂଖ୍ୟକ ଅଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ସାମିଲ ହୋଇ ଯୋଜନାର ଫାଇଦା ଉଠାଉଛନ୍ତି। ରାଜ୍ୟରେ ସରକାର ବଦଳିବା ପରେ ଏହା ଉପରେ ଗୁରୁତ୍ୱ ଦେଇ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ବିଶେଷ କରି ସରକାରୀ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟ ତର୍ଗାବାଲି ଠାରେ ଡିମ୍ବୁଲି ମହୋତ୍ସବ ସମାରୋହ ସମିତି ଆନୁକୂଲ୍ୟରେ ଡିମ୍ବୁଲି ମହୋତ୍ସବ ଚଳିତ ମାସ ୧୮ଓ ୧୯ ଦୁଇଦିନ ଧରି ମହୋତ୍ସବ ସଭାପତି ଗୌରଚନ୍ଦ୍ର ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ , ଏ ନେଇ ସମସ୍ତ କାର୍ଯ୍ୟକ୍ରମ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।ପ୍ରଥମ ତଥା ଉଦଘାଟନ ଦିନ ସକାଳ ୯ଘଣ୍ଟ ସମୟରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୨: ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି।ଏହି ଯୋଜନାରେ ଗାଁ’ର ଭିତ୍ତିଭୂମି ବିକାଶ ପାଇଁ ବର୍ଷକୁ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ମୋଟ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ Continue Reading




