ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତରେ କଟ୍ରିକିଆ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ୨୦୨୫ ଉଦଯାପିତ ହୋଇଯାଇଛି ।କ୍ଲଷ୍ଟରର ସିଆରସିସି ସାବତ ପ୍ରଧାନଙ୍କ ତତ୍ଵାବଧାନରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଣପତିଙ୍କ ପ୍ରତିମୂର୍ତ୍ତି ନିକଟରେ ଦୀପ ଧୂପ ପ୍ରଜ୍ଜଳନ କରି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୧ : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଭଗବାନ ବିର୍ସାମୁଣ୍ଡା ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି ।ସାଂସ୍କୃତିକ ସନ୍ଧ୍ୟାରେ କନ୍ଧମାଳ ଜ଼ିଲ୍ଲା ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ର କଳାକାର ଙ୍କ ଆଦିବାସୀ ନୃତ୍ୟ ଓ ସଂଗୀତ ଉପସ୍ଥିତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡ଼ିୟମ ପରିସର ମଧ୍ୟରେ ଆଦିବାସୀ ମହାବିଦ୍ୟାଳୟର ୩୭ ତମ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ମହାସମାରୋହରେ ଉଦଘାଟନ ହୋଇଯାଇଛି ।ଏହି ଅବସରରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା\’ ପାଟଖଣ୍ଡାଙ୍କ ମନ୍ଦିରରୁ ଯଥାରିତି ନୀତି ଅନୁଯାଇ ପୂଜାର୍ଚ୍ଚନା ପୂର୍ବକ ମଶାଲ ପ୍ରଜ୍ଳଳନ କରି ମିନିଷ୍ଟାଡ଼ିୟମ ପରିସରରେ ପହଞ୍ଚିବା ପରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ନୂତନ ଥାନା ଅଧିକାରୀ ଭାବେ ଅଶୋକ କୁମାର ହାଂସଦା କାର୍ଯ୍ୟରେ ଯୋଗ ଦେଇ ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଦାରିଙ୍ଗବାଡି ଥାନାରେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିଲେ।ଏଠାରେ ସେ ଯୋଗ ଦେବା ପରେ ସମଗ୍ର ବ୍ଲକ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଦିଗରେ ଗୁରୁତ୍ବ ଦେବେ ବୋଲି କହିଛନ୍ତି।ନୂତନ ଥାନା ଅଧିକାରୀ ଯୋଗ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୧: କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି ନିଯୁକ୍ତି ପାଇଛନ୍ତି।ପ୍ରକାଶ ଯେ, ଗଦାଧର ପାତ୍ର ଏହା ପୂର୍ବରୁ ଉକ୍ତ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକରେ ୨୦୨୧ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୨: ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ ।ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ୍ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ ଖ୍ରୀଷ୍ଟ ବିଶ୍ବାସୀ ଙ୍କ ଭିଡରେ ସମୂହ ପ୍ରାର୍ଥନା କରିବା ସହ ଏହି ପର୍ବ ବଡ଼ ଧୂମ୍ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୧୨ : ଚିକେନ ଦୋକାନ ଭିତରେ ଗ୍ୟାସ ହାଣ୍ଡି ଫାଟି ଜଣେ ଗୁରୁତର ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ, ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି ଆଜି ଗୁରୁବାର ଦିନ ମଧ୍ୟ ଚିକେନ୍ ଦୋକାନୀ ରତନ ଦିଗାଲ ଚିକେନ କରିବା ପାଇଁ ପାଣି ଗରମ କରୁଥିବା ବେଳେ ହଠାତ୍ ଗ୍ୟାସ ହାଣ୍ଡି ଫାଟି ଯାଇଥିଲା, କିଛି ବୁଝିବା ଆଗରୁ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧୨: ଆଉ କେଇଟା ଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ସମଗ୍ର କନ୍ଧମାଳ ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ନିଜ ଘରକୁ ସଜ୍ଜିତ କରିବା ସହ ନୂଆ ପୋଷାକ କିଣିବା, ପିଠାପଣା ପାଇଁ ରାସନ ସାମଗ୍ରୀ ସଂଗ୍ରହ ଆଦି କରିବା ଆରମ୍ଭ ହେଲାଣି। ତେବେ ସାମ୍ପ୍ରଦାୟିକ ଶାନ୍ତି ସଦ୍ଭାବନାରେ ଏହି ପର୍ବ କିଭଳି ପାଳନ କରାଯାଇପାରିବ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୧୨ : ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଘଟିଲା ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା ।ଆହତ ଛାତ୍ର ଜଣକ ସପ୍ତମ ଶ୍ରେଣୀର ଲିଙ୍କନ ନାୟକ ହୋଇଥିବା ସୂଚନା ମିଳିଛି । ଘଟଣା ପ୍ରକାରେ ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ […]Continue Reading




