ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ନୂତନ ଥାନା ଅଧିକାରୀ ଭାବେ ଅଶୋକ କୁମାର ହାଂସଦା କାର୍ଯ୍ୟରେ ଯୋଗ ଦେଇ ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଦାରିଙ୍ଗବାଡି ଥାନାରେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିଲେ।ଏଠାରେ ସେ ଯୋଗ ଦେବା ପରେ ସମଗ୍ର ବ୍ଲକ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଦିଗରେ ଗୁରୁତ୍ବ ଦେବେ ବୋଲି କହିଛନ୍ତି।ନୂତନ ଥାନା ଅଧିକାରୀ ଯୋଗ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୧: କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ ଏହି ନିଯୁକ୍ତି ପାଇଛନ୍ତି।ପ୍ରକାଶ ଯେ, ଗଦାଧର ପାତ୍ର ଏହା ପୂର୍ବରୁ ଉକ୍ତ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକରେ ୨୦୨୧ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୨: ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ ।ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ୍ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ ଖ୍ରୀଷ୍ଟ ବିଶ୍ବାସୀ ଙ୍କ ଭିଡରେ ସମୂହ ପ୍ରାର୍ଥନା କରିବା ସହ ଏହି ପର୍ବ ବଡ଼ ଧୂମ୍ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୧୨ : ଚିକେନ ଦୋକାନ ଭିତରେ ଗ୍ୟାସ ହାଣ୍ଡି ଫାଟି ଜଣେ ଗୁରୁତର ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ, ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି ଆଜି ଗୁରୁବାର ଦିନ ମଧ୍ୟ ଚିକେନ୍ ଦୋକାନୀ ରତନ ଦିଗାଲ ଚିକେନ କରିବା ପାଇଁ ପାଣି ଗରମ କରୁଥିବା ବେଳେ ହଠାତ୍ ଗ୍ୟାସ ହାଣ୍ଡି ଫାଟି ଯାଇଥିଲା, କିଛି ବୁଝିବା ଆଗରୁ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧୨: ଆଉ କେଇଟା ଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ସମଗ୍ର କନ୍ଧମାଳ ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ନିଜ ଘରକୁ ସଜ୍ଜିତ କରିବା ସହ ନୂଆ ପୋଷାକ କିଣିବା, ପିଠାପଣା ପାଇଁ ରାସନ ସାମଗ୍ରୀ ସଂଗ୍ରହ ଆଦି କରିବା ଆରମ୍ଭ ହେଲାଣି। ତେବେ ସାମ୍ପ୍ରଦାୟିକ ଶାନ୍ତି ସଦ୍ଭାବନାରେ ଏହି ପର୍ବ କିଭଳି ପାଳନ କରାଯାଇପାରିବ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୧୨ : ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଘଟିଲା ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା ।ଆହତ ଛାତ୍ର ଜଣକ ସପ୍ତମ ଶ୍ରେଣୀର ଲିଙ୍କନ ନାୟକ ହୋଇଥିବା ସୂଚନା ମିଳିଛି । ଘଟଣା ପ୍ରକାରେ ବାଲିଗୁଡ଼ା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୯/୧୧ : ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ ଲାଗିଛି। ଚଳିତ ବର୍ଷ ବୌଦ୍ଧ, କନ୍ଧମାଳ ଜିଲାରେ ପୁଲିସ ଗୁଳିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁବାର ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀ ଜଣକ ହେଲେ ବିଜା ମାଡଭୀ ଓରଫ ଟିକେସଛତିଶଗଡ଼ ସୁକମା ଜିଲା କିସ୍ତାରାମ ଥାନା ଅନ୍ତର୍ଗତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।ମଙ୍ଗଳବାର ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଦାରିଙ୍ଗବାଡି ବ୍ଲକ ପ୍ରାଣୀଧନ ଚିକିତ୍ସା ଅଧିକାରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୧୧: ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା ।ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରୀ ରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ ।ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ୫ ଦିନ ଚାଲିବା ପରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁ ଓ ସାଧୁ ସନ୍ଥଙ୍କ ଉପସ୍ଥିତ ରେ ହରେକୃଷ୍ଣ ହରେ ରାମ ଓ ମନ୍ତ୍ର ଧ୍ୱନି ରେ ସମଗ୍ର ମନ୍ଦିର ପ୍ରକମ୍ପିତ ହୋଇଉଠିଥିଲା ।ସକାଳୁ ସୂର୍ଯ୍ୟ ପୂଜା ,ସାଲା ପୂଜା ,ଦେବତା ମାନଙ୍କ ନଗର ଭ୍ରମଣ ,ଘୃତ ଯଜ୍ଞ […]Continue Reading




