ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୦ : ଯକ୍ଷ୍ମା (ଟିବି) ବିରୋଧରେ ଲଢ଼େଇ କରିବାକୁ ଦିଆଯାଉଥିବା ବିସିଜି ଟିକା ନେଇ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ୫୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଟିକା ନେବାର ୨/୩ ଦିନ ଯନ୍ତ୍ରଣା ପରେ ଏବେ ଟିକା ନେଇଥିବା ସ୍ଥାନରେ ହୋଇଥିବା ଘା\’ ସଂକ୍ରମଣ ହୋଇ ଯାଉଥିବାକୁ ନେଇ ବାଲିଗୁଡ଼ା ଅଞ୍ଚଳରେ ଏକ ଅଜଣା ଭୟ ସୃଷ୍ଟି ହୋଇଛି।ଟିକା ନେବାର ୨୦ ଦିନରୁ ଅଧିକ ସମୟ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧୦ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କୁମ୍ଭାରୀ ଗାଁ ପଞ୍ଚାୟତର ଟୁଡୁବିଜୁ ଗ୍ରାମରେ ପାନୀୟ ଜଳ ଅଭାବ ଦେଖାଯାଇଛି। ଟୁଡୁବିଜୁ ରାଜସ୍ୱ ଗ୍ରାମ ସହିତ ପଡ଼ା ଗ୍ରାମ ଗଚାଗୁଡି ଓ ସାନ୍ଦିମା ଗ୍ରାମରେ ୨୪୬ ପରିବାରର ପ୍ରାୟ ୧୨ ଶହରୁ ଅଧିକ ଜନ ସଂଖ୍ୟା। ଆଜି ଯାଏ ଏହି ଗ୍ରାମ ବାସୀ ବସୁଧା ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇ ରହିଛନ୍ତି।ଏହି କିଛି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡି ମାରିବା ଦ୍ଵାରା ବଜ୍ରାଘାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି ।ମୃତ ଛାତ୍ରୀ ଜଣକ ହେଲେ ପଲାମୀ ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା ମଲିକ (୧୪)। ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି କେଶ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୯/୧୦ :ମୋଟା ଅଙ୍କର ଟଙ୍କା ନେଇ ଅସ୍ତ୍ରପଚାର ସଫଳ ହୋଇଛି କହିବା ପରେ ମେଡିକାଲ ପକ୍ଷରୁ ପରିବାର ଲୋକଙ୍କୁ ମୃତ ହେଇଥିବା ସୂଚନା ଦେଇଛନ୍ତି। ପରିବାର ପକ୍ଷରୁ ମେଡିକାଲ କର୍ମଚାରୀ ଙ୍କୁ ପଚାରିବାରୁ କୌଣସି ସନ୍ତୋଷ ଜନକ ଉତ୍ତର ମିଳିନଥିଲା।ବର୍ତ୍ତମାନ ପରିବାର ପକ୍ଷରୁ ଅଭିଯୋଗ ଯେ ଦୁର୍ଘଟଣାରେ ମୁଣ୍ଡରେ ଆଘାତ ହୋଇଥିବା ବେଳେ ପେଟରେ କଣ ପାଇଁ ହେଇଛି ଅସ୍ତ୍ରପଚାର ? ଅନ୍ୟ ପକ୍ଷରେ ମେଡିକାଲ ରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୧୦ : ସମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ ଏହା ମଧ୍ୟରେ ସାମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ମାର୍କେଟରେ କୋଟି କୋଟି ଟଙ୍କା ଛାଡିବାକୁ କଟକ ରୁ ଆସି କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ସେମାନେ ଯୋଜନା ଚଳାଇବା ସହ ଦଶହରାକୁ ଆସିଥିବା ଛୋଟ ଛୋଟ ଉଠା ଦୋକାନୀ ଙ୍କୁ ଟାର୍ଗେଟରେ ରଖିଥିବା ବିଷୟ ଶୁଣିବାକୁ ମିଳିଛି।କଟକ ଜଗତପୁର ଅଞ୍ଚଳର କିଛି ଯୁବକ କନ୍ଧମାଳ ଜିଲ୍ଲାର କିଛି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୭/୧୦ : କନ୍ଧମାଳ ଜିଲାରୁ ପ୍ରଥମ ଥର ପାଇଁ ଦେଶର ଏକ ବଡ଼ ବ୍ୟବସାୟିକ ଅନୁଷ୍ଠାନ କନ୍ଧମାଳ ହଳଦୀ କୁ ଉଚ୍ଚ ଦରରେ କ୍ରୟ କରି ଚାଷୀଙ୍କ ମନରେ ଆଶା ସଞ୍ଚାର କରିଛି। ହଳଦୀ ଚାଷୀମାନେ କମଦର ଯୋଗୁ ହଳଦୀ ଚାଷ କରିବାକୁ ଆଗ୍ରହ ପ୍ରକାଶ ନ କରି କ୍ରମେ ସେମାନେ ମକା ଓ ଉଦ୍ୟାନ ଚାଷ ପ୍ରତି ମନ ବଳାଉଥିଲେ।ତେବେ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଆଦିବାସୀ ସମବାୟ ମାର୍କେଟିଂ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୧୦: ମାଆ ଜଗତ ଜନନୀଙ୍କ ନବରାତ୍ର ପୂଜାର ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ ଦେବୀ ପୀଠରେ ଚାଲିଛି ପୂଜାର୍ଚ୍ଚନା । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା\’ ପାଟଖଣ୍ଡା, ମା\’ବରାଳ ଦେବୀ ଓ ବନ୍ଧସାହିରେ ଠିକାଦାର ସଂଘ ପକ୍ଷରୁ ନବରାତ୍ର ପୂଜା ଚାଲିଛି କ୍ଷ ଶୁକ୍ରବାର ଦ୍ୱିତୀୟ ଦିନରେ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ଲାଗିଛି । ସେଥିପାଇଁ ସମଗ୍ର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୦; ବାଲିଗୁଡା ବନବାସୀ ସେବା ସମିତ ଆୟୋଜନରେ ଜରା ନିବାସ ଠାରେ ର୍ନ୍ତଜାତୀୟ ବୟସ୍କ ଦିବସ ପାଳିତ ହୋଇଯାଇଛି । ଶୋଭାଯାତ୍ରା କରିବା ସହ ଜରାନିବାସର ଅନ୍ତେବାସୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତାହୋଇଥିଲା ।ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା,ସହସମ୍ପାଦକ ରବୁନ୍ଦ୍ର କୁମାର ପଣ୍ଡା ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ତତ୍ୱାବଧାନତା କରିଥିଲେ । ଅତିରିକ୍ତ ଜିଲ୍ଲାଦୌରା କୋର୍ଟର ବିଚାରପତି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୯ : ସ୍ୱାଧୀନତାର ୭୭ ବର୍ଷ ପରେ ମଧ୍ୟ ବହୁ ମୌଳିକ ସୁବିଧା ଆଜି ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପହଞ୍ଚି ପାରିନଥିବା ବେଳେ ଅନେକ ସମୟରେ ବିଭିନ୍ନ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଦେଖାଯାଇ ଥାଏ ବିଭିନ୍ନ ପ୍ରକାର ସମସ୍ୟା।ଯାହାକି, କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଳକର ଆଦିବାସୀ ଅଧୁଷିତ ତଥା ମାଓ ପ୍ରବଣ ଅଞ୍ଚଳ ଭାବେ ପରଚିତ ଦୁର୍ଗାପଙ୍ଗା ପଂଚାୟତରେ ଦେଖିବାକୁ ମିଳିଛି ।ଉକ୍ତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୯ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଉଦଘାଟନ ଉତ୍ସବରେ ସିତାପଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ପାତ୍ର ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ଏଥିରେ Continue Reading