ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଆଦିବାସୀ ଜନଜାତିଙ୍କ କିଛି ଅଧିକାର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଉପ ଜିଲ୍ଲାପାଳଙ୍କ ଜରିଆରେ ସାମୁହିକ ଭାବେ ପ୍ରଦାନ କରିଥିଲେ ।ଏହାପରେ ସ୍ଥାନୀୟ ସଭାଗୃହରେ ଏକ ସାଧାରଣ ସଭାର ଆୟୋଜନ ହୋଇଥିଲା। ଉକ୍ତ Continue Reading




