ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କଂଗ୍ରେସ ଦଳ ପକ୍ଷରୁ ମନରେଗା ଯୋଜନାର ନାମ ପରିବର୍ତ୍ତନ କୁ ନେଇ ଗଣ ବିକ୍ଷୋଭ ସହ ଧାରଣା ଦେଇଥିବା ଜଣାପଡିଛି ।ଏହି ଅବସରରେ ଏକ ବିରାଟ ଶୋଭାଯାତ୍ରା ଡାକ ବଙ୍ଗଳା ପରିସରରୁ ବାହାରି ତିନିଛକ ପର୍ୟ୍ୟନ୍ତ ପଦଯାତ୍ରା କରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଗଣବିକ୍ଷୋଭ କରିବା ସହ ଧାରଣାରେ ବସିଥିଲେ ।ଦାରିଙ୍ଗବାଡି Continue Reading




