Home Posts tagged KANDHAMALA DISTRICT (Page 4)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୮ : କନ୍ଧମାଳ ଜିଲ୍ଲାରୁ ଦାଦନ ସମସ୍ୟା ଦୂର କରି ସ୍ଥାନୀୟ ଅଞ୍ଚଳରେ ସ୍ଥାୟୀ ରୋଜଗାର ସୃଷ୍ଟି କରିବା ଲକ୍ଷ୍ୟରେ ‘ବିକଶିତ କନ୍ଧମାଳ–ଦାଦନମୁକ୍ତ କନ୍ଧମାଳ’ ଅଭିଯାନ ଅଧୀନରେ କୋଟଗଡ଼ ବ୍ଲକସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ସୋସିଆଲ ୱର୍କର୍ସ ଆସୋସିଏସନ ଅଫ କନ୍ଧମାଳ (ସ୍ୱାକ୍) ପକ୍ଷରୁ କୋଟଗଡ଼ ସ୍ଥିତ ଆଦିବାସୀ ସାଂସ୍କୃତିକ ଭବନଠାରେ ଏହି ବୈଠକ ଆୟୋଜିତ ହୋଇଥିଲା।ଗୁଗୁରମାହା ପଞ୍ଚାୟତର ସରପଞ୍ଚ ମୋସେସ Continue Reading
Odisha News
ଫୁଲବାଣୀ,୨୫/୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଦମ୍ପତିଙ୍କ ଘର କନ୍ଧମାଳ ଜିଲା ନେଡ଼ିପଙ୍ଗାରେ।ମିଳିଥିବା ସୂଚନା ମୁତାବକ, ନିଃସନ୍ତାନ ଦମ୍ପତି ବାଲିଗୁଡ଼ା ଅଞ୍ଚଳର ଜଣେ ଗୁଣିଆଠାରୁ ଔଷଧ ଆଣି ଖାଇଥିଲେ। ପରେ ଦୁହେଁ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ଫୁଲବାଣୀ ଜିଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପଞ୍ଚାୟତ ର ସରପଞ୍ଚ ଚନ୍ଦ୍ରିକା ମଲିକ ଙ୍କୁ ସରପଞ୍ଚ ପଦବୀ ଦେଇଥିବା ପଞ୍ଚାୟତ ବାସୀଙ୍କ ତାଙ୍କର ଅସନ୍ତୁଷ୍ଟ କାର୍ଯ୍ୟ କଳାପ କୁ ଦେଖି ତାଙ୍କୁ ପଦଚ୍ୟୁତ କରି ନାଏବ ସରପଞ୍ଚ ପଦବୀ ରେ ଥିସବା ଦୀପକ ପ୍ରଧାନଙ୍କୁ ସରପଞ୍ଚ ପଦବୀ ଦେବା ପାଇଁ ଅନାସ୍ଥା ପ୍ରସ୍ତାବ କରିଥିଲେ ତାହା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅନାସ୍ଥା ପ୍ରସ୍ତାବ ପରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୩/୮ : କନ୍ଧମାଳ ପୋଲିସ୍ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ । ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ବ୍ରାଉନ୍ ସୁଗାର କାରବାରର ମୁଖ୍ୟ କିଙ୍ଗ ପିନ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି କୁ ୫୯ ନଂ ଜାତୀୟ ରାଜପଥ ଗୋଇବନ୍ଧା ପୋଲ ନିକଟରୁ ପୋଲିସ୍ ଗିରଫ କରିଥିବା ଜଣାପଡ଼ିଛି ।ଅଭିଯୁକ୍ତ ନିକଟରୁ ୬.୭ ଗ୍ରାମ୍ ବ୍ରାଉନ୍ ସୁଗାର, ୨୧ କେଜି ୧୦୦ ଗ୍ରାମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ପ୍ରଥମ ଥର ପାଇଁ ୮୦ ତମ ସ୍ୱାଧୀନତା ଦିବସ ବେଶ ଉତ୍ସାହ ଓ ଦେଶ ଭକ୍ତିର ସହ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଯାଇଛି । ଏଥିରେ ସଂଘର ସଭାପତି ଡ଼.ମଧୁସୂଦନ ମହାପାତ୍ର \’ବନ୍ଦେ ମାତରମ୍ \’ ଗାନ ପରେ ପତାକା ଉତ୍ତୋଳନ ପୂର୍ବକ ଜାତୀୟ ସଂଗୀତ ଗାନ କରିବା ପରେ ଉପସ୍ଥିତ ସମସ୍ତ ସଦସ୍ୟ ମାନଙ୍କୁ ୮୦ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୮: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବାବା ଗ୍ରୁପ ବୋଲ ବମ ସଂଘ ତରଫରୁ ଆଗାମୀ ତୃତୀୟ ପାଳି ସୋମବାର ପାଇଁ ମଙ୍ଗଳବାର ଦିନ ସ୍ଥାନୀୟ ଖଡ଼ଗ ନଦୀ ନିକଟରେ ଯଥାରିତି ନିତି ଅନୁଯାୟୀ ପୂଜାର୍ଚ୍ଚନା କରି କାନ୍ଧ ରେ ପାଣି ଭାର ଧରି ବାଲିଗୁଡା ଠାରୁ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ନିକଟରେ ଥିବା ପ୍ରସିଦ୍ଧ ଶୈବ ପୀଠ ଦେବଗିରି କୁ ୨୦ ଜଣ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଆଦିବାସୀ ଜନଜାତିଙ୍କ କିଛି ଅଧିକାର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଉପ ଜିଲ୍ଲାପାଳଙ୍କ ଜରିଆରେ ସାମୁହିକ ଭାବେ ପ୍ରଦାନ କରିଥିଲେ ।ଏହାପରେ ସ୍ଥାନୀୟ ସଭାଗୃହରେ ଏକ ସାଧାରଣ ସଭାର ଆୟୋଜନ ହୋଇଥିଲା। ଉକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି ।ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ ।ଏଥିରେ ବାଲିଗୁଡା ସମେତ ସୀତାପଡି, ସୁଣ୍ଡରୁମିଲା,ସଲଗା ପଦର, ଡୋପାସାହି, ସିନ୍ଦ୍ରିଗାଁ, ବରିପଡା, ବାରଖମା,ସିପାଞ୍ଜିରୀ, ପାଡେରୀପଡା,ବାଲିସୁଗା, ଓ ପାକୁଲଦା ଗ୍ରାମର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ପି. ଏମ ପୋଷଣ ଓ ଏମ. ଏସ ପୋଷଣ ଯୋଜନାରେ କାର୍ଯ୍ୟରତ ପାଚିକା ଓ ପାଚିକା ସହାୟିକାଙ୍କ ପାଇଁ ଏକ ଦିବସୀୟ ଖାଦ୍ୟ ନିରାପତ୍ତା ଓ ସ୍ୱଛତା ପ୍ରଶିକ୍ଷଣ ଶିବିର ପର୍ଯ୍ୟାୟ କ୍ରମେ ବାଲିଗୁଡା, ବାଟାଗୁଡା ଓ ବାରଖମା ସ୍ଥିତ ସରକାରୀ ବିଦ୍ୟାଳୟ ପରିସରରେ ଏହି ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି ।ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୭ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକର ସୀମାନ୍ତ ପଞ୍ଚାୟତ ଲଣ୍ଡାଗାଁ ଓ ଖମନଖୋଲ ପଞ୍ଚାୟତର ବିଭିନ୍ନ ଅଞ୍ଚଳ କୁ କନ୍ଧମାଳ ଜିଲାପାଳ ବେଦଭୂଷଣ ଦିନିକିଆ ପରିଦର୍ଶନରେ ଆସି ବିଭିନ୍ନ ଗ୍ରାମାଞ୍ଚଳ କୁ ଯାଇଥିବା ବେଳେ ଲଣ୍ଡାଗାଁ ବାସିନ୍ଦା ବିଭିନ୍ନ ସମସ୍ୟା ନେଇ ଦୃଷ୍ଟି ଆକର୍ଷଣ କରିଥିଲେ ।ସେ ଗୁଡ଼ିକର ସମାଧାନ ଖୁବ ଶିଘ୍ର କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶୃତି ଦେଇଛନ୍ତି କ୍ଷ ତତ ସଙ୍ଗେ ସଙ୍ଗେ Continue Reading