Home Posts tagged KANDHAMALA DISTRICT (Page 6)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୧୨ : ଓପିଏସସି (OPSC) ଭେଟେରିନାରି ଆସିଷ୍ଟାଣ୍ଡ ସର୍ଜନ ପରୀକ୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ୧୬ ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ ହୋଇ ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।ଏହି ସଫଳତା ପାଇଁ ସେ ତାଙ୍କ ମା\’ ଓ ବାପା ଏବଂ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିବା ବ୍ରାହ୍ମଣୀଗାଁ ସ୍ଥିତ ପ୍ରାଥମିକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୧୨: ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ ହେଉଛି।ଏହି କ୍ରମରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ସହରରେ ମଧ୍ୟ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧୨ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ ବିଭାଗ କର୍ମଚାରି ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦୁହିଁଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟ ଙ୍କ ଜନ୍ମଦିନ ପାଳନ ପାଇଁ ସ୍ଥାନୀୟ ଟାଉନ, ବ୍ଲକ ତଥା ପୋଲିସ ଥାନା ଅନ୍ତର୍ଗତ ସମସ୍ତ ପ୍ରାର୍ଥନା ଗୃହ ଓ ଚର୍ଚ୍ଚ ଗୁଡ଼ିକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୫/୧୨ : ସମଗ୍ର କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ କମ୍ବିଂ ଅପରେଶନକୁ ଜୋର୍‌ଦାର କରାଯାଇଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଧିନସ୍ଥ ଗୁମ୍ମା ପଞ୍ଚାୟତ ର ପେଡମ୍ ଘଞ୍ଚ ଜଙ୍ଗଲରେ ଘଟିଛି ଏହି ଏନକାଉଣ୍ଟର ।ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧୨ : ଦିନକ ପରେ ଖ୍ରୀଷ୍ଟ ଧର୍ମାବଲମ୍ବି ମାନଙ୍କ ର ବଡଦିନ ପର୍ବ ।ଏହାକୁ ଆଖି ଆଗରେ ରଖି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ହୋଇ ସମଗ୍ର ବାଲିଗୁଡା ଟାଉନ ସମେତ ଏହାର ଆଖ ପାଖ ଅଞ୍ଚଳ ରେ ବଡଦିନ ଉତ୍ସବ ଓ ନୂଆବର୍ଷ କିପରି ଶାନ୍ତି ଶୃଙ୍ଖଳା ର ସହ ପାଳନ ହେବ ସେ ନେଇ ଓଡ଼ିଶା ଉତ୍ପାଦ ଶୁଳ୍କ ଆଇନ, ୨୦୦୮ ର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୨/୧୨: ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା।ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ ପର୍ଯ୍ୟଟକ ମାନେ ବଣଭୋଜି କରି ମଜା ନେଇଥିଲେ। ସାଙ୍ଗସାଥୀ ପରିବାର ବନ୍ଧୁ ବର୍ଗଙ୍କ ସହ ଦାରିଙ୍ଗବାଡ଼ି ଆସି ଏହି ବଣ ଭୋଜି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ,୨୦/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ବଡଦିନ ଉତ୍ସବ ପାଳନ ନିମନ୍ତେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି। ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ୍ ଭୋସଲେ, ଆଇଆଇସି ସମ୍ବିତ ସ୍ୱାଇଁ ଙ୍କ ସମେତ ସଦଳବଳ ପୋଲିସ ବାଟାଲିୟନ ସମଗ୍ର ବାଲିଗୁଡା ସହର ଓ ବାରଖମା ପରିଭ୍ରମଣ କରି ଚଳିତ ବର୍ଷ ବଡଦିନ କିପରି ଶାନ୍ତି ଶୃଙ୍ଖଳା ର ସହିତ ପାଳନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼, ତୁମୁଡିବନ୍ଧ ଓ ବେଲଘର ବନାଞ୍ଚଳରେ ହାତୀ ଆତଙ୍କ ।ଏକ ସପ୍ତାହରରୁ ଉର୍ଦ୍ଧ୍ବ ହେବ କୋଟଗଡ଼ ବନାଞ୍ଚଳରେ ୮ଟିକିଆ ହାତୀପଲ ଉତ୍ପାତ ମଚେଇଥିବା ବେଳେ ବେଲଘର ଓ ତୁମୁଡ଼ିବନ୍ଧ ବନାଞ୍ଚଳର, ବେଲଘର, ଝିରିପାଣି, ଭଣ୍ଡରଙ୍ଗି, ଲଙ୍କାଗଡ଼ ଅଞ୍ଚଳରେ ମଧ୍ୟ ୨୦ ରୁ ଉର୍ଦ୍ଧ୍ୱ ହାତୀ ଚଳପ୍ରଚଳ କରିବା ସହ ଅନେକ ଲୋକଙ୍କ ବିରି,ମୁଗ,କପା ଫସଲ ନଷ୍ଟ କରିଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୧୨ : ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ ଘଟିଛି ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଦନେକବାଡ଼ି ପଞ୍ଚାୟତର ପାଡ଼ାନକେତା ଗ୍ରାମରେ, ଉକ୍ତ ଗ୍ରାମର ଡରାପା ପ୍ରଧାନ ଦୀର୍ଘ ବର୍ଷ ହେବ ଅପସ୍ମର ରୋଗରେ ପୀଡିତ ଥିଲେ ।ମଝିରେ ମଝିରେ ସେ ଅସୁସ୍ଥ ହେଉଥିଲେ ସେ ଅନେକ ଥର ଏଣେ ତେଣେ ଯାଉଥିଲେ ତାଙ୍କର ଦୁଇ ପୁଅ ବୋହୁ ଯତ୍ନନେଇ Continue Reading