Home Posts tagged KANDHAMALA DISTRICT (Page 6)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୩ : ଜଳବାୟୁ ପରିବର୍ତ୍ତନ ସହିତ ଧରାପୃଷ୍ଠରୁ ବହୁ ଜୀବଜନ୍ତୁ ମଧ୍ୟ ଧିରେ ଧିରେ ଲୋପ ପାଇବାରେ ଲାଗିଛି ।ଦିନ ଥିଲା ଗାଆଁ ଗହଳରେ ମାଆ ମାନେ ଘର ଚଟିଆକୁ ଦେଖାଇ ନିଜ ଛୁଆର ଅଝଟ ପଣ ଦୂର କରିବା ସହିତ ଘର ଚଟିଆ ସମ୍ପର୍କରେ ନାନା ଗୀତ ଗାଇ ନିଜ ଛୁଆକୁ ଖୁଆଇ ଦେଉଥିଲା । ଅଗଣା ଚାଳରେ ବସା ବାନ୍ଧି ଥିବା ଘର ଚଟିଆ ଗୁଡ଼ିକ ମଧ୍ୟ କିଚିରି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୮/୩ : ସୁନ୍ଦର ପରିବେଶ ବିଦ୍ୟାଳୟ ପରିସର । ଉପାନ୍ତ ଅଞ୍ଚଳରେ ସ୍ମାର୍ଟ କ୍ଲାସ୍ ରୁମ୍ ରେ କେରଳ ମୋଡେଲ୍ ରେ ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । କିନ୍ତୁ ଆବଶ୍ୟକ ଅନୁଯାୟୀ ଶିକ୍ଷକ,ଶିକ୍ଷୟତ୍ରୀ ନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ ।ଏ କେଉଁ ସହରାଞ୍ଚଳର ଖବର ନୁହେଁ । ଏ ହେଉଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ଭାବେ ପରିଚିତ ସୁଡ୍ରା ପଞ୍ଚାୟତର ଗଟାଙ୍ଗି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୭/୩ : ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀର କରାଳ ରୂପ ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ବର୍ଷା ଓ କୁଆପଥର ପଡ଼ିବାରୁ ଅନେକ ଆଜବେଷ୍ଟସ ଛପର ଘର ଭାଙ୍ଗି ନଷ୍ଟ ହୋଇଥିବା ଜଣାପଡିଛି। ହଠାତ ପବନ ବହିବା ସହିତ ପ୍ରବଳ ବର୍ଷା ଓ କୁଆପଥର ପଡ଼ିଥିଲା ।ଏତେ କୁଆପଥର ବୃଷ୍ଟି ହୋଇଥିଲା ଯେ ବେଶ୍ କିଛି ସମୟ ପର୍ଯ୍ୟନ୍ତ ପୂରା ଅଞ୍ଚଳ କାଶ୍ମୀରର ଭ୍ରମ ସୃଷ୍ଟି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ର ସମସ୍ତ କ୍ଳଷ୍ଟରର ବିଦ୍ୟାଳୟ ରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପରୀକ୍ଷା ସହ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ବିନୋଦିନୀ ସାମଲଙ୍କ ପରିଚାଳନା ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପ୍ରାୟ ୭୦୦ ଜଣ ପରୀକ୍ଷାର୍ଥୀ ଯୋଗ ଦେଇ ପରୀକ୍ଷା ଦେଇଥିଲେ । ଏହି କାର୍ଯ୍ୟକ୍ରମ ର ମୁଖ୍ୟ ତଥା ଗୁରୁତ୍ୱପୂର୍ଣ୍ଣ ଉଦ୍ଦେଶ୍ୟ ଯଥା : ଏହା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୩ : ରାଜ୍ୟ ବାର୍ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର‌୍ୟ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ନିର୍ବାଚନ ଆସନ୍ତା ମାର୍ଚ୍ଚ ୨୮ ତାରିଖ ଦିନ ଧାର୍ଯ୍ୟ କରାଯାଇଛି।ସଭାପତି ପଦବୀ ନିମନ୍ତେ ଟି. ହରିଶ୍ଚନ୍ଦ୍ର ରାଓ ଏବଂ ଲମ୍ବୋଦର ପଣ୍ଡା, ଉପସଭାପତି ପଦବୀ ନିମନ୍ତେ ରାମକୃଷ୍ଣ ଦାସ, ଓ ରାମଚନ୍ଦ୍ର ସିଂ ପାତ୍ର , ସମ୍ପାଦକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ପାଟଖଣ୍ଡା ଠିକାଦାର ସଂଘ ର ଏକ ବୈଠକ ସଭାପତି ସ୍ଵପ୍ନେଶ୍ଵର ସାହୁ ଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଠିକାଦାର ମାନଙ୍କ ବିଭିନ୍ନ ଠିକା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଛି । କନ୍ଧମାଳ ଜିଲ୍ଲା ବିଭିନ୍ନ ସରକାରୀ କାର୍ଯ୍ୟ ଗୁଡିକ ରେ ଠିକା କାର୍ଯ୍ୟ ସଂଘ ର ଅନୁମତି ବିନା ଅନ୍ୟ ଜିଲ୍ଲା ଠିକାଦାର ମାନଙ୍କୁ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ୍ ପ୍ରଶାସନ ପକ୍ଷରୁ ମହାସିଙ୍ଗି ପଞ୍ଚାୟତ କାର‌୍ୟ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି।ଏହି ଅଭିଯୋଗ ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ଶୁଭ୍ରାଞ୍ଜଳି ପ୍ରଧାନ ଯୋଗ ଦେଇ ଉକ୍ତ ପଞ୍ଚାୟତ ଜନ ସାଧାରଣଙ୍କ ପାନୀୟ ଜଳ ପାଇଁ ନୂତନ ନଳକୂପ ଖନନ, କଂକ୍ରିଟ ରାସ୍ତା ନିର୍ମାଣ, ସୁଭଦ୍ରା ଯୋଜନା ସହାୟତା ନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୩ : ପବିତ୍ର ଇଦ୍ ପର୍ବ ପାଳନ ପାଇଁ ମୁସଲିମ ସମ୍ପ୍ରଦାୟ ମଧ୍ୟରେ ପ୍ରସ୍ତୁତି ଜୋରଦାର ହୋଇଛି। ଇଦ୍ ମାସ ଆରମ୍ଭ ହେବା ସହିତ ମୁସଲିମ ଭାଇଭଉଣୀ ମାନେ ଧାର୍ମିକ କାର‌୍ୟ୍ୟକ୍ରମ ଓ ପୂଜାପାଠ ରେ ମଗ୍ନ ହୋଇ ପଡ଼ିଛନ୍ତି। ଏହି ପବିତ୍ର ମାସରେ ମୁସଲିମ ଧର୍ମାବଳମ୍ବୀ ମାନେ ଉପବାସ ରଖ୍ ଆଲ୍ଲାହଙ୍କ ପ୍ରାର୍ଥନା କରିଥାନ୍ତି। ଏହି ସମୟରେ ମସଜିଦ ଗୁଡ଼ିକରେ ବିଶେଷ ନମାଜ ଓ ଧାର୍ମିକ ଅନୁଷ୍ଠାନ ହେଉଥାଏ।ସକାଳୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧/୩ : ଭାରତ ସରକାରଙ୍କ ଖେଳ ଓ ଯୁବ ମନ୍ତ୍ରାଳୟ ସହାୟତା, ଜାତୀୟ ସେବାଯୋଜନା ଓ ମୋ ଭାରତର ମିଳିତ ସହଯୋଗରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଏ.ଏମ,ସି,ଏସ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲା ସହରାଞ୍ଚଳ ବିକାଶ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୨ : ଓଡ଼ିଆ ଭାଷା ସାହିତ୍ୟ ପ୍ରତିଷ୍ଠାନ, ଭୁବନେଶ୍ୱର, ଓଡ଼ିଶା ସରକାରଙ୍କ ତରଫରୁ ରାଜ୍ୟସ୍ତରୀୟ ଏକଦିବସୀୟ ଓଡ଼ିଆ ଭାଷା ସାହିତ୍ୟ ସମ୍ପାନ କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଏଏମସିଏସ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ଏହି ପାଠଚକ୍ରର ଶୀର୍ଷକ ଥିଲା “କନ୍ଧମାଳର ଲୋକ ସଂସ୍କୃତି, ପରମ୍ପରା ଓ Continue Reading