ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ବହୁ ପୁରାତନ ପ୍ରତ୍ୟକ୍ଷ ଦେବୀ ମାଁ ବରାଳ ଦେବୀଙ୍କ ମନ୍ଦିର ପ୍ରତିଷ୍ଠା ନିମନ୍ତେ ସୋମବାର ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି ।ଦୀର୍ଘ ଦିନରୁ ମନ୍ଦିର ନିର୍ମାଣ ହୋଇଛି ସତ କିନ୍ତୁ ଏଯାବତ୍ ମନ୍ଦିର ପ୍ରତିଷ୍ଠା ହୋଇପାରିନଥିଲା । ଏଣୁ ବାଲିଗୁଡ଼ା ସାଂସଦ ପ୍ରତିନିଧି ତଥା ନିର୍ବାଚନ ମଣ୍ଡଳୀର ସଂଯୋଜକ ଟୁନା ଦାସ ମାଁ ଙ୍କ ମନ୍ଦିର ପ୍ରତିଷ୍ଠା କରିବା ପାଇଁ ଆଗ୍ରହ ପ୍ରକାଶ Continue Reading
ବାଲିଗୁଡ଼ା, ୩/୨:ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସମୂହ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଛି ।ଏହି ଅବସରରେ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ସାଂସଦ ପ୍ରତିନିଧି ଟୁନା ଦାସ, ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ଉପାଧ୍ୟକ୍ଷ ଶାନ୍ତିଲତା ନାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର ଏବଂ Continue Reading




