Home Posts tagged kandhmal
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨/୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତ କ୍ରାଣ୍ଡିବାଲି ଗାଁ ତ୍ରିନାଥ ମନ୍ଦିର ନିକଟ ଆମ୍ବଗଛ ମୂଳରୁ ଶିବଲିଙ୍ଗ ବାହାରିବା ଘଟଣାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା।ଏହି ଘଟଣାରେ ବୁଧବାର ସକାଳୁ ଶକ୍ତି ପୀଠ ନିକଟରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବା ସହ ସମଗ୍ର ଅଞ୍ଚଳ ଖୋଳ, କୀର୍ତ୍ତନ, ବାଜା, ଘଣ୍ଟରେ କମ୍ପି ଉଠିଛି। ଘଟଣା ସ୍ଥଳରେ ବହୁ ବରିଷ୍ଠ ବ୍ୟକ୍ତି ଯୋଗ ଦେଇଥିବା ବେଳେ Continue Reading
Odisha News
ଘୁ.ଉଦୟଗିରି,୧୩/୩: କିଛି ମାସର ବ୍ୟବଧାନ ମଧ୍ୟରେ କନ୍ଧମାଳ ଜିଲ୍ଲାରେ ପୁଣି ଥରେ ଜଣେ ପୁଲିସ କର୍ମଚାରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଜିଲ୍ଲାର ଟିକାବାଲି ଥାନା ପରିସରରେ ଜଣେ କର୍ତ୍ତବ୍ୟରତ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର ହୋଇଛି। କନେଷ୍ଟବଳ ଶ୍ରୀନିବାସ ଘଟାଲଙ୍କ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁସାରେ ଶ୍ରୀନିବାସ ଘଟାଲ ଟିକାବାଲି ଥାନାରେ ମୁତୟନ ଥିଲେ। ତାଙ୍କର ମୃତଦେହ ଉପର ମହଲା ବାରାକର ଏକ କୋଠରୀରେ ଫ୍ୟାନରେ ଝୁଲନ୍ତା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୭:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ସାରଙ୍ଗଡ଼ ପୋଲିସ କିଛି ମହିଳାଙ୍କୁ ଗୁରୁବାର ସକାଳୁ ଗିରଫ କରିଥିବା ପ୍ରତିବାଦ ରେ ଶତାଧିକ ଉତ୍ୟକ୍ତ ଗ୍ରାମବାସି ସାରଙ୍ଗଗଡ଼ ଥାନା ଘେରାଉ କରିବା ସହ ରାସ୍ତା ଅବରୋଧ କରିଥିଲେ । ସୂଚନାଯୋଗ୍ୟ ଯେ ବନେଗାଁ ର କିଛି ଗରିବ ଆଦିବାସୀ ମହିଳା ସବୁଦିନ ପରି ଗୁରୁବାର ମଧ୍ୟ ପ୍ରତ୍ୟୁଷରେ ମୁଣ୍ଡରେ ଜାଳେଣି କାଠ ବୋଝ ଧରି ସାରଙ୍ଗଡ଼ ବଜାର କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୨/୬: କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ଙ୍କ ନିର୍ଦେଶ ରେ ଏସଓଜି ଏବଂ ଡ଼ିଭିଏଫ ଯବାନ ମାନେ ଗୋଛାପଡା ଥାନା ଅନ୍ତର୍ଗତ ଶାସିକେତା ଜଙ୍ଗଲ ରେ ମାଓ ବାଦି କ୍ୟାମ୍ପ ଉପରେ ଚଢ଼ାଉ କରି ବିପୁଳ ପରିମାଣ ର ମାଓ ସାମଗ୍ରୀ ଜବତ କରିଥିବା ନେଇ ରବିବାର କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି ।ଜବତ ସାମଗ୍ରି ମଧ୍ୟରେ ରହିଛି ମେଡିସିନ, ବିଦ୍ୟୁତ ତାର, ମାଓ ପୋଷାକ, ଜିଲୋଟିନ, ଛୁରୀ, ଇନଶକ୍ଷସ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୫: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡି ବସିଛି ଭିଜିଲାନ୍ସ ।୪ଟି ପୋଖରୀ ଖୋଳା କାମ ବାବଦରେ ବିଲ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲା ବେଳେ କୁର୍ତ୍ତମଗଡ଼ ଠାରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଛନ୍ତି । ତାଙ୍କ ନିକଟରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୩/୫: ଚଳିତ ମାସ ୩ ତାରିଖ ଠାରୁ ଆରମ୍ଭ ହୋଇଥିବା ଫୁଲବାଣୀର ପ୍ରସିଦ୍ଧ ନାରାୟଣୀ ଯାତ୍ରା ଆଜି ଏଗାର ଦିନରେ ପହଂଚି ଯାଇଛି ଏହି ଅବସରରେ ସଂନ୍ଧ୍ୟାରେ ମା ନାରାୟଣୀଙ୍କ ଆଳତି ବାହିନି ଦ୍ୱାରା ଅନୁଷ୍ଠିତ ହୋଇଥିଲା ।ସ୍ୱତନ୍ତ୍ର ଆଳତି କାର୍ଯ୍ୟକ୍ରମରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ଜିଲା ଓ ଜିଲା ବାହାରର ବହୁ ସଂଖ୍ୟା ରେ ଭକ୍ତ ଓ ଦର୍ଶକ ସାମିଲ୍ ହୋଇ ମାଆଙ୍କ ଆଶିଷ ଗ୍ରହଣ କରିଥିଲେ। ଆଳତି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୨/୫: ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ପାଇଁ ବିଳମ୍ବରେ ହେଲେ ବି ବୁଧବାର ଜ଼ିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଳକର ପୂର୍ବତନ ଅଧ୍ୟକ୍ଷ ପ୍ରକାଶଚନ୍ଦ୍ର ପାତ୍ର, ପୂର୍ବତନ ବ୍ଳକ ଉପ ସଭାପତି ସୁବାସ ଚନ୍ଦ୍ର ପୃଷ୍ଟି, ବିଜେଡି ନେତା ସୁଧାଂଶୁ ପରା ସେଠ, ବିଶ୍ୱମ୍ବର ନାୟକ ପ୍ରମୁଖ ଚାରି ଜଣଙ୍କୁ ଦଳ ସଭାପତି ସରୋଜ କର୍ଣ୍ଣ ପଂଚାୟତ ନିର୍ବାଚନ ସମୟରେ ଦଳ ବିରୋଧୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା: ୧୦/୫:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ କାର୍ଯ୍ୟାଳୟରେ ବିଡିଓ ଅଧ୍ୟକ୍ଷାଙ୍କୁ ଅଣଦେଖା କରୁଥିବା ଅଭିଯୋଗରେ ବିଡ଼ିଓଙ୍କୁ ଘେରିଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ,ବ୍ଲକ୍ ଅଧ୍ୟକ୍ଷା ମିଶାବତୀ ମଳିକ, ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବ୍ଲକ୍ ଉପାଧ୍ୟକ୍ଷା ନିକଜିନୀ ଦିଗାଳ ।ବାଲିଗୁଡ଼ା ବିଡ଼ିଓ ଅଧ୍ୟକ୍ଷାଙ୍କୁ ଉନ୍ନୟକ କାର‌୍ୟ୍ୟ ବିଷୟରେ ସୂଚନା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୪/୩: କନ୍ଧମାଳ ଜିଲ୍ଲା ଗୋଛପଡା ଅନ୍ତର୍ଗତ ବାଲାନ୍ଦାପଡା ଠାରେ ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ମାନବିକତା ସିଭିକ ଆକ୍ସନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ବାଲାନ୍ଦାପଡା ପଂଚାୟତ, ଲୁଇସିଙ୍ଗ ପଂଚାୟତ ତଥା କୁଇରମାଣ୍ଡୁ ପଂଚାୟତ ର ଅଭାବି ଗରିବ ଲୋକଙ୍କ ପାଇଁ ସୋଲାର ଲ୍ୟାମ୍ପ, ରେଡ଼ିଓ ତଥା ୱାଟର ଷ୍ଟୋରେଜ ବଣ୍ଟନ କରିଥିଲା ।ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ଅର୍ଥିକ ସହାୟତା Continue Reading
Seo wordpress plugin by www.seowizard.org.